-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||     

HOME   ଜିଲ୍ଲା

ହିନ୍ଦୁ ଓ ମୁସଲିମ୍ ଭକ୍ତ ଆରମ୍ଭ କରିଥିଲେ ମା’ଙ୍କ ପୂଜା: ୫୮ ବର୍ଷରେ ଦେଓଗାଁ ମେନ୍ ରୋଡ଼ ଦୁର୍ଗା ପୂଜା

03-Oct-2025



ଶାରଦୀୟ ଦୁର୍ଗାପୂଜାକୁ ନେଇ ଚଳ ଚଞ୍ଚଳ ହୋଇ ପଡ଼ିଛି ଗାଁ ଠୁ ସହର। ଚାରି ପଟରେ ଥିବା ପୂଜା ମଣ୍ଡପ ଗୁଡ଼ିକ ମନ୍ତ୍ର ପାଠ ଜାରି ରହିଛି। ଆଜି ମଣ୍ଡପରେ ଦଶମୀ ପୂଜା କାର୍ଯ୍ୟ ସହ କନ୍ୟା ପୂଜନ ଅନୁଷ୍ଠିତ ହୋଇଯାଇଛି 

ବଲାଙ୍ଗିର(ଅନ୍ତର୍ଯ୍ୟାମୀ ସାହୁ) ବଲାଙ୍ଗିର ଜିଲ୍ଲା ଦେଓଗାଁ: ଶାରଦୀୟ  ଦୁର୍ଗାପୂଜାକୁ ନେଇ ଚଳ ଚଞ୍ଚଳ ହୋଇ ପଡ଼ିଛି ଗାଁ ଠୁ ସହର। ଚାରି ପଟରେ ଥିବା ପୂଜା ମଣ୍ଡପ ଗୁଡ଼ିକ ମନ୍ତ୍ର ପାଠ ଜାରି ରହିଛି।  ଆଜି ମଣ୍ଡପରେ ଦଶମୀ ପୂଜା କାର୍ଯ୍ୟ ସହ କନ୍ୟା ପୂଜନ ଅନୁଷ୍ଠିତ ହୋଇଯାଇଛି। ୯ ଜଣ କୁଆଁରୀ କନ୍ୟାକୁ ମା’ଙ୍କ ବେଶରେ ସଜ୍ଜିତ କରି କନ୍ୟା ପୂଜନ କରିଛନ୍ତି ପୂଜା କର୍ତ୍ତା।
ତେବେ ବଲାଙ୍ଗୀରଜିଲ୍ଲା ଦେଓଗାଁ ବ୍ଲକର ଦେଓଗାଁ ଜବହାର ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଅନୁଷ୍ଠିତ ହୋଇଥିବା ଶାରଦୀୟ ପୂଜାରେ ହିନ୍ଦୁ ମୁସଲିମ୍‌ଙ୍କ ଭାଇଚାରାର ଝଲକ ଦେଖିବା ମିଳିଛି। ହିନ୍ଦୁ ବସ୍ତିରେ ଏହି ପୂଜାକୁ ୧୯୬୭ ମସିହାରେ  ନବୀ ଖାନ୍ ନାମକ ଜଣେ ମୁସଲାନ୍ ଭକ୍ତ ଗାଁର ସ୍ବର୍ଗତ ଶ୍ରୀଧର ସାହୁ ,କିଶୋରୀ ଅଗ୍ରୱାଲଙ୍କ ସହ ମିଶି ପୂଜା ଆରମ୍ଭ କରିଥିଲେ ।  ଏବେ ବି ସେହି ପରମ୍ପରା ଜାରି ରହି ପୂଜା ହେଉଛି। ଚଳିତ ବର୍ଷ ଏହା ୫୮ ବର୍ଷରେ ପଦାର୍ପଣ କରିଛି। 
ଅଚ୍ୟୁତ ଭଞ୍ଜ ଓ ମଞ୍ଜୁ ଲତା ଭଞ୍ଜ କର୍ତ୍ତା ଦାୟିତ୍ଵରେ ଥିବା ବେଳେ ପଣ୍ଡିତ ବାଲ କୃଷ୍ଣ କର ପୂଜା କାର୍ଯ୍ୟ ସମ୍ପାଦନ କରୁଛନ୍ତି। ପୂଜାକୁ ଅଧିକ ଆକର୍ଷଣ କରିବା ପାଇ ସନ୍ଧ୍ୟା ଆଳତୀ ସହ ରାତିରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି ବୋଲି ପୂଜା କମିଟି ପକ୍ଷରୁ ସୂଚନା ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026

You Might Also Like