-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||     

HOME   ଜିଲ୍ଲା

ଆସନ୍ତା ୬ ତାରିଖରୁ ଆରମ୍ଭ ହେବ ପ୍ରସିଦ୍ଧ ହରଗୌରୀ ଯାତ୍ରା

03-Oct-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ଆସନ୍ତା ୬ ତାରିଖରୁ  ସହରର ଢ଼େରାପଡା ଠାରେ ଆରମ୍ଭ ହେବ ପ୍ରସିଦ୍ଧ ହରଗୌରୀ ଯାତ୍ରା । ପ୍ରତିବର୍ଷେ ଅନ୍ତରରେ ଏହ। ସହର ର ତେଲୁଗୁ ସଂପ୍ରଦାୟ ଦେବାଙ୍ଗ (ଢେରା) ଙ୍କ ଦ୍ଵାରା ଆୟୋଜନ ହେଉଥିବା ଏହି ଯାତ୍ରା ୬ତାରିଖରେ ପ୍ରଥମେ ଗୌରୀଙ୍କ ଆଗମନ ପରେ ୮ ତାରିଖରେ ହରଙ୍କୁ ଆମନ୍ତ୍ରଣ କରି ଅଣାଯିବ । ପ୍ରତିଦିନ ହରଗୌରୀଙ୍କଠାରେ ସୁପ୍ରଭାତମ୍,ମହାପୂଜା, ରୁଦ୍ରାଭିଷେକ ପ୍ରଭୃତି ଜାରି ରହିବା ସହ ପ୍ରତି ସଂଧ୍ୟାରେ ସଂସ୍କୃତିକ କାର୍ଯ୍ୟକ୍ରମ ମାନ ଆୟୋଜିତ ହେବ । ୯ ତାରିଖରେ  ବଲାଙ୍ଗୀର ର ଡେନ୍ସ ଗୃପ  କିଲର୍  ବଏଜ୍‌ ଙ୍କ ଦ୍ଵାରା ଡେନ୍ସ ପରିବେଷଣ ହେବାକୁ ଥିବ।ବେଳେ ୧୦ ତାରିଖ ରେ ଭକ୍ତି ଆରାଧନା ଭଜନ ସଂଧ୍ୟା , ୧୧ ତାରିଖରେ ବର୍ଷାରାଣୀ ତ୍ରିପାଠୀ ଙ୍କ ଦ୍ଵାରା ସୁନ୍ଦରାକାଣ୍ଡ ପାରାୟଣ ଓ ଭଜନ ପରିବେଷଣ ହେବ। ୧୨ତାରିଖରେ ସମ୍ବଲପୁର ର ପଞ୍ଚବାଦ୍ୟ ସାଂସ୍କୃତିକ ଅନୁଷ୍ଠାନ ଦ୍ଵାରା ସମ୍ବଲପୁରୀ ଲୋକ ନୃତ୍ୟ ପରିବେଷଣ ରହିଛି। ୧୩ ତାରିଖରେ ହରିଓଁ  ମେଲୋଡି ଓ ୧୪ ତାରିଖ ଭୁବନେଶ୍ଵର ର ତରଙ୍ଗ ସଙ୍ଗୀତ ଭଜନ ସଂଧ୍ୟା ଓ ମଧ୍ୟରାତ୍ର ରୁ ଉଷାଶି ଉତ୍ସବ ଅନୁଷ୍ଠିତ ହେବ ବୋଲି ବୁଢ଼ିମା କଲ୍ୟାଣ ମଣ୍ଡପ ଠାରେ ଆୟୋଜିତ ଏକ ଖବର ଦାତା ସମ୍ମିଳନୀରେ ସଭ।ପତି ସହଦେବ ପାତ୍ର ପ୍ରକାଶ କରିଛନ୍ତି। ପ୍ରକାଶଯୋଗ୍ୟ ଯେ ଏହି ଅବସରରେ କୁଙ୍କୁମପୂଜା ସହ ଦେବ।ଙ୍ଗ ଦମ୍ପତ୍ତିଙ୍କ ପାଇଁ ଏକ ଦିକ୍ଷା ପ୍ରଦାନ ସମାରୋହ ଆୟୋଜିତ ହେବ। ଦେବାଙ୍ଗ ସଂସ୍କୃତି ଓ ପରମ୍ପରା କୁ ନେଇ ଏହି ଯାତ୍ରା ୯ ଦିନ ଧରି ଚାଲିବ ବୋଲି ଯାତ୍ରା କମିଟିର ସଂପାଦକ ବି.ସତ୍ୟନାରାୟଣ ରାଓ ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026

You Might Also Like