-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   (28-Apr-2026)       ||      ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||     

HOME   ଜିଲ୍ଲା

ବଶିଷ୍ଠ ଓ ସୁଧାଂଶୁ ସ୍ମାରକୀ କ୍ରିକେଟ,,,,,, -ଘିଚାପାଲି ଚାମ୍ପିଅନ

03-Oct-2025



ବୀରମହାରାଜପୁର,(ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଲୁତୁରପଙ୍କ ହାଇସ୍କୁଲ ପଡ଼ିଆରେ ହେଉଥିବା ପ୍ରଥମ ବଶିଷ୍ଠ ଓ ସୁଧାଂଶୁ ସ୍ମାରକୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ ର ଫାଇନାଲ ରେ ଆୟୋଜକ ଲୁତୁରପଙ୍କ କୁ ହରାଇ ଘିଚାପାଲି ବିଜୟୀ ହୋଇ ଚାମ୍ପିଅନ ହୋଇଛି। ପ୍ରଥମ ସେମିଫାଇନାଲ ରେ ଅମରପାଲି କୁ ହରାଇ ଲୁତୁରପଙ୍କ ବିଜୟୀ ହୋଇଥିବା ବେଳେ ଦ୍ଵିତୀୟ ସେମିଫାଇନାଲ ରେ ବହଳପଦର କୁ ହରାଇ ଘିଚାପାଲି ବିଜୟୀ ହୋଇ ଫାଇନାଲ ରେ ପ୍ରବେଶ କରିଥିଲା। ଫାଇନାଲ ମ୍ୟାଚ ରେ ଲୁତୁରପଙ୍କ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୧୦ ଓଭର ରେ ସମସ୍ତ ଉଇକେଟ ହରାଇ ୮୪ ରନ କରିଥିଲା। ଜବାବରେ ଘିଚାପାଲି ଦଳ ଆବଶ୍ୟକୀୟ ୮୫ ରନ କୁ ୮.୩ ଓଭର ରେ ୫ ଉଇକେଟ ହରାଇ ସଂଗ୍ରହ କରି ବିଜୟୀ ହୋଇ ଚାମ୍ପିଅନ ହୋଇଥିଲା। ପୀତାମ୍ବର ସାହୁ ଙ୍କ ପୌରୋହିତ୍ୟ ରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ଲୁତୁରପଙ୍କ ସରପଞ୍ଚ ସୂର୍ଯ୍ୟ କୁମାର ନନ୍ଦ ମୁଖ୍ୟ ଅତିଥି ଏବଂ ସ୍ବେଚ୍ଛାସେବୀ ଶୁଭମ ଭୋଇ,ଜୟ ଜଗନ୍ନାଥ ସ୍ପୋର୍ଟସ କ୍ଲବ ର ସଭାପତି ସୁଶିଲ କୁମାର ପ୍ରଧାନ ଓ କ୍ରୀଡାବିତ ଶଶାଙ୍କ ପ୍ରଧାନ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଲୁତୁରପଙ୍କ ର ଟୁଟୁ ମହାକୁର ଙ୍କୁ ଶ୍ରେଷ୍ଠ ସିକ୍ସର,ଦୀପକ ପ୍ରଧାନ ଙ୍କୁ ଶ୍ରେଷ୍ଠ ୱିକେଟ କିପର, ଘିଚାପାଲି ର ଜୟାନନ୍ଦ ବେହେରା ଙ୍କୁ ଶ୍ରେଷ୍ଠ ବୋଲର,ଦେବାଶିଷ ଜଗଦଲା ଙ୍କୁ ମ୍ୟାନ ଅଫ ଫାଇନାଲ ଓ ସିରିଜ ଭାବେ ପୁରସ୍କୃତ କରାଯାଇଥିଲା। ଚାମ୍ପିଅନ ଘିଚାପାଲି ଦଳକୁ ନଗଦ ୧୨ ହଜାର ଟଙ୍କା ସହିତ ଟ୍ରଫି ଓ ଉପବିଜେତା ଲୁତୁରପଙ୍କ ଦଳ କୁ ନଗଦ ୮ ହଜାର ଟଙ୍କା ସହିତ ଟ୍ରଫି ପୁରସ୍କୃତ କରାଯାଇଥିଲା। ଫାଇନାଲ ମ୍ୟାଚ୍ କୁ ସୁନୀଲ ପ୍ରଧାନ ଓ ସୁରେଶ ବିଶି ପରିଚାଳନା କରିଥିବା ବେଳେ ମାନସ ନନ୍ଦ ସ୍କୋରର ଏବଂ ବୁଲୁ ପାତ୍ର ଧାରାବିବରଣୀ ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   28-Apr-2026
  ଜିଲ୍ଲା  
ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      28-Apr-2026
  ଜିଲ୍ଲା  
ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   28-Apr-2026
Qwert   28-Apr-2026
Jk   28-Apr-2026
  ଜିଲ୍ଲା  
କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼   28-Apr-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   28-Apr-2026
  ଜିଲ୍ଲା  
*ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   28-Apr-2026
  ଜିଲ୍ଲା  
ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   28-Apr-2026
  ଜିଲ୍ଲା  
ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   28-Apr-2026
  ଜିଲ୍ଲା  
ସିଲ୍ ହେଲା ବେଆଇନ ବାଲି ଘାଟ   28-Apr-2026
  ଜିଲ୍ଲା  
ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   28-Apr-2026

You Might Also Like

           
  ଜିଲ୍ଲା  

Qwert

   
  ଜିଲ୍ଲା  

Jk