-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||     

HOME   ଜିଲ୍ଲା

ବହୁ ପ୍ରତିକ୍ଷୀତ ସୁବର୍ଣ୍ଣପୁର ମଡେଲ ବସଷ୍ଟାଣ୍ଡର ଶିଳାନ୍ୟାସ କଲେ ଉପମୁଖ୍ୟମନ୍ତ୍ରୀ ଓ ସାଂସଦ

03-Oct-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ସଦର ମହକୁମାର ପୁରୁଣା ବସଷ୍ଟାଣ୍ଡ ଠାରେ ଶିଳାନ୍ୟାସ ହେଲା ବହୁ ପ୍ରତିକ୍ଷୀତ ନୂତନ ବସଷ୍ଟାଣ୍ଡ l ଓଡ଼ିଶା ସରକାରଙ୍କ ଉପମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ କନକ ବର୍ଦ୍ଧନ ସିଂଦେଓ ମୁଖ୍ୟ ଅତିଥି ଓ ବଲାଙ୍ଗିର ସାଂସଦ ସଙ୍ଗୀତା କୁମାରୀ ସିଂଦେଓ, ଜିଲ୍ଲାପାଳ ଡ଼. ନୃପରାଜ ସାହୁ, ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ, ପୌର ପରିଷଦ ଅଧ୍ୟକ୍ଷା ତାମସି ତାମସ୍ମିତା ନାୟକ, ଜିଲ୍ଲା ବିଜେପି ସଭାପତି ବେଣୁଧର ଦାଶ, ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ ଏହି ମଡେଲ ବସଷ୍ଟାଣ୍ଡ ର ଶିଳାନ୍ୟାସ କରିଥିଲେ l ବର୍ତ୍ତମାନ ପାଇଁ ୫୮ କୋଟି ୩୬ ଲକ୍ଷ ଟଙ୍କା ମଞ୍ଜୁର ହୋଇଥିବା ଏହି ମେଗା ପ୍ରକଳ୍ପ କୁ ଓବିସିସି କମ୍ପାନୀ ହାତ କୁ ନେଇଥିବା ବେଳେ ପ୍ରକଳ୍ପ ପୁରା ହେବା ଯାଏ ସମୁଦାୟ ୮୦ କୋଟି ଟଙ୍କା ବଜେଟରେ ବ୍ୟୟ ମଞ୍ଜୁର ହେବ ବୋଲି ବିଶ୍ଵସ୍ଥ ସୂତ୍ରରୁ ସୂଚନା ମିଳିଛି l ନିର୍ଦ୍ଧିଷ୍ଟ ସମୟ ସୀମା ଭିତରେ ଏହି ପ୍ରକଳ୍ପକୁ ପୁରା କରାଯିବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଙ୍କ ଲକ୍ଷ୍ୟ ରହିଥିବା ବିଷୟ ଆଜି ଏଠାରେ ଆୟୋଜିତ ଏକ ସାଧାରଣ ସଭାରେ ମାନ୍ୟବର ଉପ ମୁଖ୍ୟମନ୍ତ୍ରୀ  ଶ୍ରୀଯୁକ୍ତ ସିଂଦେଓ ପ୍ରକାଶ କରିଥିଲେ l ଏହି ପ୍ରକଳ୍ପ ର କ୍ୱାଲିଟି (ମାନ)କୁ ତଦାରଖ କରିବା ଆପଣ ମାନେ ସହରର ସଧାରଣ ଜନତାଙ୍କ ଦାୟିତ୍ଵ ବୋଲି କହିଥିଲେ l

ପୂର୍ବ ସରକାର ୨୦୧୭, ୨୦୨୧ ଏବଂ ଅଗଷ୍ଟ ୨୦୨୩ ମସିହାରେ ରାଜନୈତିକ ଉଦ୍ଦେଶ୍ୟ ରଖି ବଟମ୍ ଚିପା ରାଜନୀତି ପାଇଁ ଆଜି ଏଇ ପ୍ରକଳ୍ପ ବହୁ ବିଳମ୍ୱ ହୋଇଥିବା ପ୍ରକାଶ କରି ଆଗାମୀ ଦିନରେ ସୁବର୍ଣ୍ଣପୁର ବାସୀଙ୍କ ଦାବୀ ଅନୁଯାୟୀ ସାଂସଦ ଙ୍କ ପ୍ରସ୍ତାବ କ୍ରମେ ଅଧୁରା ରିଙ୍ଗ ରୋଡ ଓ ବାଇପାସ୍ କାର୍ଯ୍ଯ କୁ ଖୁବ ଶୀଘ୍ର ତ୍ୱରାନ୍ୱିତ କରାଯିବ ବୋଲି ଶ୍ରୀ ସିଂଦେଓ ସଂକଳ୍ପ ନେଇଥିଲେ l ସୁବର୍ଣ୍ଣପୁରରେ ଖୁବ ଶୀଘ୍ର ଏକ ମତ୍ସ୍ୟ ମହାବିଦ୍ୟାଳୟ ର ଶିଳାନ୍ୟାସ ଦିଆଯିବ ବୋଲି ସାଂସଦ ଶ୍ରୀମତୀ ସିଂଦେଓ ପ୍ରକାଶ କରି ରାଜ୍ଯର ମୋହନ ସରକାର ପ୍ରତିଶୃତିକୁ ପୁରା କରିବାକୁ ଚାଷୀ ଙ୍କ ବିକାଶ ଓ ମା ଙ୍କ ବିକାଶ ଦିଗରେ କାମ କରୁଛି ବୋଲି କହିଥିଲେ l
କାର୍ଯ୍ୟକ୍ରମରେ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ ଜିଲ୍ଲା ପରିଚାଳିକା ଜୟଶ୍ରୀ ଲକ୍ଷ୍ମୀ, ବ୍ଲକ ସୂପରଭାଇଜର ଶୁଭ୍ରଜିତ ଦାଶ, ଓଡ଼ିଶା ବ୍ରିଜ ନିର୍ମାଣ ନିଗମ ଅଧିକ୍ଷଣ ଯନ୍ତ୍ରୀ ସୁନା ମୁର୍ମୁ, କନିଷ୍ଠ ଯନ୍ତ୍ରୀ ଅନିଲ କୁମାର ସାହୁ ଓ ଅବନୀ ଶଙ୍କର ନାୟକ ଉପସ୍ଥିତ ରହି ସଭାର ଆୟୋଜନ କରିଥିଲେ l
 ପ୍ରଦ୍ୟୁମ୍ନ ସାହୁ ସଭା ସଂଯୋଜନା କରିଥିବା ବେଳେ ଧନ୍ୟବାଦ୍ ଅର୍ପଣ କରିଥିଲେ l ଦୀର୍ଘ ବର୍ଷ ଦାବୀ ପୂରଣ ହୋଇ ଥିବାରୁ ଆଜି ବର୍ଷା ସତ୍ବେ ଏହି  ସଭାରେ ହଜାର ହଜାର ଲୋକ ଙ୍କ ସମାଗମ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026

You Might Also Like