-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

ଆଠଗଡ଼ ବିକାଶ ପରିଷଦ ପକ୍ଷରୁ ପୂଜା ମିଳନ ଉତ୍ସବ

04-Oct-2025



ଆଠଗଡ(ପ୍ରେରଣା ଖବର): ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଠାରେ ପୂଜା ମିଳନ ଉତ୍ସବ ୨୦୨୫ ଗୁରୁବାର ଅନୁଷ୍ଠିତ  ହୋଇଯାଇଛି | ଉକ୍ତ ଉତ୍ସବରେ ମୁଖ୍ୟଅତିଥି ଭାବରେ ବରିଷ୍ଠ ସାମ୍ବାଦିକ ସୁବାସ ପଟ୍ଟନାୟକ, ସମ୍ମାନିତ ଅତିଥି ଭାବେ ଅବସର ପ୍ରାପ୍ତ ଶିକ୍ଷକ ଯୋଗୀ ନାଥ ଦାଶ, ବରିଷ୍ଠ ଓକିଲ ପ୍ରାଣକୃଷ୍ଣ ଦାଶ, ଦୁର୍ଗାପ୍ରସାଦ ମିଶ୍ର,ସୁବୋଧ ପଟ୍ଟନାୟକ,ସ୍ବାଧିନ ପଣ୍ଡା, ପ୍ରମୁଖ ଉପସ୍ଥିତଥିଲେ। ପରିଷଦ ର ସଭାପତି ରାମନାରାୟଣ ମହାନ୍ତି ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସୁରେଶ ପ୍ରଧାନ ମଞ୍ଚ ପରିଚାଳନା କରି ଥିଲେ।  ଅତିଥି ମାନଙ୍କ ଦ୍ବାରା ମା ଦୁର୍ଗାଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ ଏବଂ ପ୍ରଦୀପ ପ୍ରଜ୍ବଳନ ପରେ ଆଠଗଡ଼ ବିକାଶ ପରିଷଦର ଚାରିଜଣ ଦିବଂଗତ ଆଠଗଡ ଅଞ୍ଚଳ ର ମୁରବି  ରାଷ୍ଟ୍ରୀୟ ଲୋକ ସେବକ ମଣ୍ଡଳ ସମ୍ପାଦକ ତଥା  ଓଡିଶା ରେ ବିଭିନ୍ନ  ଅନୁଷ୍ଠାନ ସହିତ ଜଡିତ ଥିବା  ପଣ୍ଡିତ ନିରଞ୍ଜନ ରଥ, ବରିଷ୍ଠ ଅସ୍ଥିଶଲ୍ୟ ଚିକିତ୍ସକ  ପ୍ରତାପରୁଦ୍ର ବେଉରାୟ, ରାଜକିଶୋର ଖଟୁଆ ଏବଂ ରସାନନ୍ଦ ସାହୁ ଙ୍କ ଫଟୋଚିତ୍ରରେ ଅତିଥି ମାନେ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ।ଏହି ଅଵସର ରେ ସୁବାସ ପଟ୍ଟନାୟକ, ପ୍ରଫେସର ପ୍ରକାଶ କୁମାର ସାହୁ, ଡ଼ଃ ଜ୍ଞାନ ରଞ୍ଜନ ମହାନ୍ତି, ନଳିନୀକାନ୍ତ ମହାରଣାଙ୍କ ସହିତ ଦୁଇ ଜଣ କୃତି ଛାତ୍ରଛାତ୍ରୀ ବୈଭବ ମହାରଣା ଏବଂ ବୈଶାଳୀ ମହାରଣା ଙ୍କୁ ପରିଷଦ ତରଫରୁ ସମ୍ବର୍ଦ୍ଧିତ କରା ଯାଇଥିଲା। ବରିଷ୍ଠ ଓକିଲ ବିକ୍ରମ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like