-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||      “ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||     

HOME   ଜିଲ୍ଲା

କମଗାଁରେ ୭୧ତମ ବନ୍ୟ ପ୍ରାଣୀ ସପ୍ତାହ ପାଳିତ

04-Oct-2025



ବରଗଡ଼(ପ୍ରେରଣା ଖବର): ବନ୍ୟପ୍ରାଣୀମାନଙ୍କର ସଂରକ୍ଷଣ  ପରିବେଶ ସନ୍ତୁଳନ ରକ୍ଷା କରିବା ଦିଗରେ ମହତ୍ତ୍ଵପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ ।ତେଣୁ ବନ୍ୟପ୍ରାଣୀ ସୁରକ୍ଷା ନିମନ୍ତେ ଜନ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ବରଗଡ଼ ବନାଞ୍ଚଳ ପକ୍ଷରୁ କମଗାଁରେ ୭୧ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ବନାଞ୍ଚଳ ଅଧିକାରୀ

ଆରତୀ ନେଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଅତିଥି ଭାବରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କମଗାଁର ଅଧ୍ୟକ୍ଷ ପ୍ରେମାନନ୍ଦ ପଟେଲ, ଇକୋ କ୍ଳବ୍ ମାଷ୍ଟର ଟ୍ରେନର ତଥା ପରିବେଶବିତ୍ ସଞ୍ଜୟ ଖମାରୀ,ସରପଞ୍ଚ ଦମୟନ୍ତୀ ନାଏକ, ଗବେଷକ ଆକାଶ ପଧାନ,ବନ୍ୟପ୍ରାଣୀ ବିଭାଗର ଉପ ବନାଞ୍ଚଳ ଅଧିକାରୀ ନୀଳାଞ୍ଚଳ ଜେନା  ଓ ସ୍ଥାନୀୟ ବନ ସୁରକ୍ଷା ସମିତିର ସଭାପତି ଟଙ୍କଧର ପ୍ରଧାନ ଯୋଗ ଦେଇଥିଲେ। ବନପାଳ ଶଶୀକାନ୍ତ ମଲ୍ଲିକ ସଭାକାର୍ଯ୍ୟ ପରିଚାଳନା କରିଥିବାବେଳେ ବନାଞ୍ଚଳ ଅଧିକାରୀ ଶ୍ରୀମତି ନେଗୀ ବନ୍ୟ ପ୍ରାଣୀ ସପ୍ତାହ ପାଳନର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ବିଷୟରେ ଉପସ୍ଥାପନ କରିଥିଲେ।ପ୍ରାକୃତିକ ଭାରସାମ୍ୟ ରକ୍ଷା କରିବା ନିମନ୍ତେ ବନ୍ୟପ୍ରାଣୀ ସଂପଦର ସଂରକ୍ଷଣ କରିବା 

ଆମ ସମସ୍ତଙ୍କର ନୈତିକ ଦାୟିତ୍ୱ ବୋଲି ଅତିଥିବୃନ୍ଦ ମତ ଦେଇଥିଲେ।ବୈଠକ ଶେଷରେ ସମସ୍ତ ଅତିଥି, ପ୍ରକୃତିପ୍ରେମୀ ଏବଂ ବନ କର୍ମଚାରୀ ବନ୍ୟପ୍ରାଣୀ ସୁରକ୍ଷା ସମ୍ପର୍କିତ ପ୍ଲାକାର୍ଡ ଧରି ସ୍ଲୋଗାନ ମାଧ୍ୟମରେ ଜନ ସଚେତନତା ସୃଷ୍ଟି କରିବା ପାଇଁ କମଗାଁ ଗ୍ରାମ ପରିକ୍ରମା କରିଥିଲେ।ଏହି କାର୍ଯ୍ୟକ୍ରମ ପରିଚାଳନାରେ ସ୍ଥାନୀୟ ବନପାଳ କୈଳାଶ ମାଝୀ ,ବନରକ୍ଷୀ କିଶୋର ସେଠ ଓ ଫରେଷ୍ଟ ସ୍କ୍ୱାର୍ଡ ସୁମନ୍ତ ମିର୍ଦ୍ଧା ପ୍ରମୁଖ ସକ୍ରିୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   28-Apr-2026
  ଜିଲ୍ଲା  
ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   28-Apr-2026
  ଜିଲ୍ଲା  
ସିଲ୍ ହେଲା ବେଆଇନ ବାଲି ଘାଟ   28-Apr-2026
  ଜିଲ୍ଲା  
ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   28-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   28-Apr-2026
  ଜିଲ୍ଲା  
ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   27-Apr-2026
  ଜିଲ୍ଲା  
ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ   27-Apr-2026
  ଜିଲ୍ଲା  
ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   27-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ   27-Apr-2026
  ଜିଲ୍ଲା  
ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି   27-Apr-2026
  ଜିଲ୍ଲା  
ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ   27-Apr-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   27-Apr-2026

You Might Also Like