-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ଯଜ୍ଞେଶ୍ଵରଙ୍କ ପଦ୍ମ-ପାଖୁଡା ପାଠକାର୍ପିତ

04-Oct-2025



ବୀରମହାରାଜପୁର  (ବିନୋଦ ପାଣ୍ଡେ ): ଉପଖଣ୍ଡର ସର୍ବ ପୁରାତନ କଲେଜର ଅର୍ଥନୀତି ବିଭାଗର ମୁଖ୍ୟ ଯଜ୍ଞେଶ୍ଵର ବିଶିଙ୍କ ସପ୍ତମ ପୁସ୍ତକ ଭକ୍ତି ରାସାତ୍ମକ ଏକପଦୀ କବିତା ସଂକଳନ "ପଦ୍ମ ପାଖୁଡ଼ା"ବାଲାଙ୍ଗୀର ଟାଉନ ବାଳିକା ବିଦ୍ୟାଳୟ ପରିସରରେ ପାଠକାର୍ପିତ ହୋଇଯାଇଛି I ଶାରଦୀୟ ପୂଜା ତଥା ଗାନ୍ଧୀ ଓ ଶାସ୍ତ୍ରୀ ଦିବସରେ ପ୍ରେରଣା ସମ୍ବାଦ ପତ୍ରର ପ୍ରତିଷ୍ଠା ଦିବସ ଅବସରରେ ଭକ୍ତି, ପ୍ରୀତି ଓ ସୂକ୍ତିର ତ୍ରିବେଣୀ ସଙ୍ଗମ ଘଟିଥିବା ଉକ୍ତ ପୁସ୍ତକକୁ ଉନ୍ମୋଚନ କରିଥିଲେ ମାନ୍ୟବର ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି I ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ନରେନ୍ଦ୍ର ମିଶ୍ର ଏଇ ସଭାରେ ସଭାପତିତ୍ୱ କରିଥିବା ବେଳେ ମୁନିସିପାଲିଟିର ପୋୖରାଧ୍ୟକ୍ଷI ଶ୍ରୀମତୀ ଲିକା ସାହୁ ସମ୍ମାନିତ ଅତିଥି, ବରିଷ୍ଠ ବିଜେପି ନେତା ଶ୍ରୀ ଗୋପାଲଜୀ ପାଣିଗ୍ରାହୀ ଅନ୍ୟତମ ଅତିଥି ଏବଂ ଓଡିଆ ଭାଷା ସାହିତ୍ୟ ଗବେଷକ ଶ୍ରୀ ଦୈତାରୀ ମହାପାତ୍ର ମୁଖ୍ୟବକ୍ତା ଭାବରେ ଏ ସଭାରେ ଯୋଗଦାନ କରିଥିଲେ I ପ୍ରେରଣାର ବାର୍ଷିକ ବିବରଣୀ ପାଠ କରିଥିଲେ ଏହାର ସମ୍ପାଦକ ଶ୍ରୀ ରଘୁନନ୍ଦନ ସିଂ I ସଭା ସଂଚାଳନ ଅଞ୍ଜଳୀ ବାରିକ ଏବଂ ଧନ୍ୟବାଦ ଅର୍ପଣ କରିଥିଲେ ଶ୍ରୀ ମନରଞ୍ଜନ ସାହୁ I ପ୍ରାୟ ଦୁଇ ଶହ ଜଣ କବି, କଲାକାର, ସାହିତ୍ୟିକ ଓ ପାଠକ ପାଠିକା ଙ୍କ ସମାଗମରେ ଉତ୍ସବ ମୁଖର ହୋଇଥିଲା ସଭାସ୍ଥଳ I


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like