-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ସ୍ବର୍ଗତ ତରଣୀସେନ ସାହୁଙ୍କ ସୃତି ରେ ରାଜ୍ୟ ସ୍ତରୀୟ ଓପନ ଚେସ ପ୍ରତିଯୋଗିତା ଉଦଘାଟନ

04-Oct-2025



ଆଗଲପୁର, (ବିନୋଦ ଦୀପ) ଗିରିଧାରୀ ମହାବିଦ୍ୟାଳୟ ରେ ସ୍ବର୍ଗତ ତରନିସେନ୍ ସାହୁ ଙ୍କ ସ୍ମୃତି ରେ ରାଜ୍ୟସ୍ତରୀୟ ଓପନ ଚେସ ପ୍ରତିଯୋଗିତା ଉଦଘାଟିତ ହୋଇଯାଇଛି l ଏଥିରେ ବିନୟ ସାହୁ , ଜଗା ସାହୁ , ଯଯାତି ସାହୁ , କେଶରଂଜନ ପଧାନ , ରମଣୀରଞ୍ଜନ ପଧାନ, କ୍ଷୀରୋଦ ଦଳାଇ , ବିଘ୍ନେଶ୍ୱର ଯୋଶୀ , ମଂଚାସୀନ ଅତିଥି ଭାବେ ଯୋଗ ଦେଇଥିଲେ l ଅତିଥି ମାନେ ପ୍ରଥମେ ଗଣେଶ ପ୍ରତିମୂର୍ତ୍ତି ରେ ପୂଜା ଅର୍ଚ୍ଚନା କରିବା ସହିତ ସ୍ବର୍ଗତ ତରନିସେନ ଙ୍କ ଫଟୋ ରେ ସ୍ମୃତିଚାରଣ କରିଥିଲେ । ଏହାପରେ ଅତିଥି ମାନଙ୍କୁ  ସମ୍ମାନିତ କରାଯାଇଥିଲା । ଉକ୍ତ କମିଟି ର ସଦସ୍ୟ କ୍ଷୀରୋଦ ଦଳାଇ ମଞ୍ଚ ପରିଚାଳନା କରିଥିବା ବେଳେ ସ୍ବର୍ଗତ ତରଣିଶେନ ସାହୁ ଙ୍କ ସୂପୁତ୍ର ଜଗା ସାହୁ ଚେସ ପ୍ରତିଯୋଗିତା କୁ ଆୟୋଜନ କରିଥିଲେ l

ଏହି ପ୍ରତିଯୋଗିତା 4 ଓ 5 ଦୁଇ ଦିନ ପର୍ଯ୍ୟନ୍ତ ଖେଳାଯିବ ବୋଲି କମିଟି ସୂତ୍ରରୁ ପ୍ରକାଶ l ଓଡ଼ିଶାର କଟକ,ପୁରୀ ,ଯାଜପୁର , ଭଦ୍ରକ ,ବରଗଡ଼ , ଝାରସୁଗୁଡ଼ା , ରାଉରକେଲା ଏବଂ ଆନ୍ୟାନ୍ୟ ଜିଲ୍ଲା ସହିତ ଛତିଶଗଡ ରୁ ଖେଳାଳି ମାନେ ପ୍ରାୟ 150 ଖେଳାପ୍ରେମୀ ଯୋଗଦେଇ ଥିବା କମିଟି ସୂତ୍ର ରୁ ପ୍ରକାଶ l ଦୂରରୁ ଆସିଥିବା ଖେଳାଳି ମାନଙ୍କ ପାଇଁ ରହିବା, ଖାଇବା ର ବ୍ୟବସ୍ଥା କରାଯାଇଥିବା କମିଟି ପ୍ରକାଶ କରିଛି l ଶେଷରେ କେଶ ରଂଜନ ପଧାନ ଧନ୍ୟବାଦ ଦେଇ ସଭା ସାଙ୍ଗ ଘୋଷଣା କରିଥିଲେ l ଉକ୍ତ ଖେଳ କରିହ୍ ମୁଣ୍ଡା ଗ୍ରାମବାସି ଓ କମିଟି ତରଫରୁ ଆୟୋଜନ କରାଯାଇ ସହଯୋଗ ଥିବା ସୂଚନା ରୁ ପ୍ରକାଶ l


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like