-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ପାଣ୍ଡିଆ ଛକ ବ୍ରିଜ ଓ ଅନ୍ତରିଙ୍ଗାରେ ଋଷିକୁଲ୍ୟା ନଦୀ ବନ୍ୟା ଜଳର ସ୍ଥିତି ଅନୁଧ୍ୟାନ କଲେ ଗଞ୍ଜାମ ଜିଲ୍ଲାପାଳ

04-Oct-2025



ବିଗତ ପାଞ୍ଚ ଦିନ ଧରି ଗୋଟିଏ ପରେ ଗୋଟିଏ ଲଘୁଚାପ ସୃଷ୍ଟି ହୋଇ ଅବପାତ ର ରୂପ ନେବା ଓବର୍ଷା ହେବା କଥା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଶେଷାଜ୍ଞ ମାନେ  ମତ ଦେଉଥିଲେ |  ଯାହାର ପ୍ରଭାବରେ  ଗଞ୍ଜାମ ଜିଲ୍ଲାକୁ ଏଲୋ ୱାର୍ନିଙ୍ଗ ଘୋଷଣା ଯାଇଥିବାରୁ  ତାର ପ୍ରଭାବ ରେ ପ୍ରବଳ ବର୍ଷା ମଧ୍ୟ ଲାଗି ରହିଥିଲା |ବର୍ଷା ଲାଗି ରହିଥିବାରୁ   ଗଞ୍ଜାମ ଜିଲ୍ଲାରେ ପ୍ରବାହିତ ଋଷିକୁଲ୍ୟା ନଦୀର ଜଳସ୍ତର ବୃଦ୍ଧି ଘଟିଛି  | କିଛି କ୍ଷୟ କ୍ଷତି  ଘଟିଥିବା ନେଇ  ପୁରୁଷୋତ୍ତମପୁର ବ୍ଲକର ପାଣ୍ଡିଆ ଛକ ଓ ଅନ୍ତରୀଗାଁ ଠାରେ ଦୁଇ ବ୍ରିଜ ଉପରେ ନଦୀର ଜଳ ସ୍ତର ର ସ୍ଥିତି ଅନୁଧ୍ୟାନ କରି ଥିଲେ ଗଞ୍ଜାମ ଜିଲ୍ଲାପାଳଭି କୀର୍ତ୍ତିଭାସନ | ତାଙ୍କର କହିବା କଥା ଯେଉପର ମୁଣ୍ଡରେ ଥିବା ଘୋଡ଼ାହାଡ଼, ଓ  ପଦ୍ମା ନଦୀର ଜଳକୁ ଋଷିକୁଲ୍ୟା କୁ ନଛାଡିବା କୁ କୁହାଯାଇଛି | ବର୍ତ୍ତମାନ ଋଷିକୁଲ୍ୟା ରେ ବନ୍ୟାର ଆଶଙ୍କା ନାହିଁ | କେବଳ ପବନ ଟିକେ ହେବ ||ଲୋକମାନେ କିଛି ଭୟ ଭିତ ହୁଅନ୍ତୁ ନାହିଁ |  ବର୍ତ୍ତମାନ ପୁରୁଷୋତ୍ତମପୁର ରଣ ଝାଲୀ ଠାରେ ଥିବା କେନ୍ଦ୍ରୀୟ ପାଣି ମାପକ ଯନ୍ତ୍ର ର ଅଧିକାରୀ ଙ୍କ ଠାରୁଜିଲ୍ଲାପାଳ ତଥ୍ୟପାଇଛନ୍ତି ଯେ ବର୍ତ୍ତମାନପାଣ୍ଡିଆ ବ୍ରିଜ ଠାରେ ଜଳସ୍ତରବିପଦ ସୂଚନା 16.835 ରହିଥିଲା ବେଳେ ସତର୍କ ସୂଚନା 15.834 ରହିଛି ତେଣୁ  ଉପର ମୁଣ୍ଡ ରେ ପାଣି ଆସିବ ନାହିଁ ତେଣୁ ବିପଦ ର ଭୟ ନାହିଁ | କିନ୍ତୁ ନଦୀରେ ପାଣିର ସ୍ରୋତ ଅଧିକ ରହିବ ତେଣୁ  ନଈକୁଳିଆ ଲୋକମାନେ ନଦୀ ଭିତର କୁ ଯିବାକୁ ବାରଣ କରିଛନ୍ତି | ଏହାସହ ଯଦି ଫସଲ ଓ ପନିପରିବା କିଛି କ୍ଷୟ କ୍ଷତି ହୋଇଥିବ ତେବେ କୃଷି ଓ ଉଦ୍ୟାନ ବିଭାଗ ତାହାର ଆକଳନ କରି ରିପୋର୍ଟ ପ୍ରଦାନ କରିବାକୁ ନିର୍ଦେଶ ଦେଇଛନ୍ତି  | ଏହାପରେ ଜିଲାପାଳ ଅନ୍ତରିଙ୍ଗା ଓ  ସେଠାରୁ  ଆସ୍କା ଯାଇ ବନ୍ୟା ସ୍ଥିତି ଅନୁଧ୍ୟାନ କରିଥିବାର ଜଣା ପଡିଛି | ଏଠାରେ ଜିଲ୍ଲା ପାଳ ଙ୍କ ସହ ଇରିଗେସେନ ଏସି ସୁବ୍ରତ ପଟନାୟକ, ତହସିଲଦାର ବିନୋଦ କୁମାର ବେହେରା, ଇରିଗେଶନ ନିର୍ବାହୀ ଯନ୍ତ୍ରୀଅଜିତ କୁମାର ପ୍ରଧାନ, ପୁରୁଷୋତ୍ତମପୁର ସହକାରୀ ଯେଇ ଗଙ୍ଗାଧର ଦାଶ, ଓ ପୂର୍ତ୍ତ ବିଭାଗ ଛତ୍ରପୁର ୱାର୍କ ସରକାର ପର୍ଶୁ ଗୌଡ଼ ଓ ପୁରୁଷୋତ୍ତମପୁର ଆରାଇ ପ୍ରସନ୍ନ କୁମାର ଗୌଡ଼ ଙ୍କ ସହ ଅନ୍ୟନ୍ୟ କର୍ମଚାରୀ ମାନେ ଉପସ୍ଥିତ ଥିଲେ |

(ଶୁଭଙ୍କର ଦାସ ଙ୍କ ରିପୋର୍ଟ)

 


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like