-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଡେଙ୍ଗାଗୁଡା ଗ୍ରାମ ତେନ୍ତୁଳି ପଡା ଠାରେ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା

04-Oct-2025



କଳାହାଣ୍ଡି,କୋକସରା (ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ର ବିଭିନ୍ନ  ଅଞ୍ଚଳରେ ଦିନକୁ ଦିନ ବେ ଆଇନ୍ ଭାବରେ ଦେଶୀ ମଦକୋଠି ଛତୁ ଫୁଟିଲା ପରି ଖୋଲୁଥିବା ଦେଖିବାକୁ ମିଳୁଛି ।  ମହିମା ପଞ୍ଚାୟତ ଅନ୍ତର୍ଗତ ଡେଙ୍ଗା ଗୁଡା ଗ୍ରାମ ତେନ୍ତୁଳି ପଡା ଠାରେ ମଧ୍ୟ ଏକ ମଦକୋଠି ଖୋଲିଥିବା ନେଇଁ ତାକୁ ପ୍ରତିବାଦ  କରି  ଶନିବାର ତେନ୍ତୁଳି ପଡା ଗ୍ରାମର ମହିଳା ମାନେ ଏକତ୍ରିତ ହୋଇ ପ୍ଲେ କାର୍ଡ ଧରି ଗାଁ କୁ ନିଶାମୁକ୍ତ କରିବା ପାଇଁ ଶ୍ଲୋଗାନ ଦେଇ ଗାଁ ପରିକ୍ରମା କରିଥିଲେ । ଏବଂ  ମଦକୋଠି କୁ ଯାଇ ଆସନ୍ତା କାଲି ଠାରୁ ଗାଁ ରେ ମଦବିକ୍ରି  ବନ୍ଦ କରିବା ପାଇଁ ଶାନ୍ତି ପୁର୍ଣ୍ଣ ଭାବରେ ବୁଝାଇ ଚେତାବନୀ ଦେଇଥିଲେ । ସେଠାରେ କୋଠି ମାଲିକ ମହିଳା ତଥା ଗ୍ରାମ ବାସୀଙ୍କ କଥା ରଖିବି ଏବଂ ଆସନ୍ତା କାଲି ଠାରୁ ମୁଁଆଦୈ। ମଦ ବିକ୍ରି କରିବି ନାହିଁ ବୋଲି ଖୋଲାଖୋଲି ଭାବେ କହିଦେଇଥିଲେ । ପରେ ସମସ୍ତେ ଗାଁ କୁ ଫେରିଥିଲେ ।

ଏଥିରେ ତେନ୍ତୁଳି ପଡା ଗାଁର ୱ।ର୍ଡ ସଭ୍ୟା ଗୀତା ଭରତିଆ, ମହିଳା ଗୋଷ୍ଠୀ ରଜନୀ ପାଣିଗ୍ରାହୀ, କ୍ଷିତି ସୁତା ମେହେର, ଲିନା ସୁନାନୀ, ଜୟନ୍ତୀ ବାଣୁଆ, ତ୍ରୀପୁରା ସୁନାନୀ, ସେବତୀ ନାଏକ, ଲକ୍ଷ୍ମୀ ବାଣୁଆ, ମିଥିଲା ବାଣୁଆ , ଜନନୀ ମେହେର, ଖିର ମେହେର, ଦେବକୀ ମେହେର, ଅର୍ଣ୍ଣଭରତିଆ, ରୁପବତୀ ସୁନାନୀ, ଧନମତୀ ମେହେର, ସୁରେଖା ସୁନାନୀ, ଗ୍ରାମବାସୀ ମଣିରାମ ମେହେର,ରାମନାଥ ମେହେର, ସନାତନ ସୁନାନୀ, ତାରାଚନ ମେହେର, ରବି କିଶୋର ବାଣୁଆ, ଦୈତାରି ସୁନାନୀ,ବଲରାମ ବାଣୁଆ, ପୁରୁନ ସୁନାନୀ,ନେତ୍ର ନାଏକ, ଜଗଦୀଶ ମେହେର, ଜୟଲାଲ ସୁନାନୀ, ଲୋକନାଥ ମେହେର ଏବଂ ଜୟହିନ୍ଦ ୱ।ରିଅର୍ସ  ସଂଗଠନ ର କର୍ମକର୍ତ୍ତା ମାନେ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like