-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ସର୍ବଭାରତୀୟ ନକଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ,ସୁନ୍ଦରଗଡ଼ ସେମି ଫାଇନାଲରେ

04-Oct-2025



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ବ୍ଲକ କୁହିବାହାଲ ପଞ୍ଚାୟତ ପଧାନପାଲି ଖେଳ ପଡିଆ ଠାରେ ପ୍ରଜାମଙ୍ଗଲ କ୍ଲବ ଆନୁକୁଲ୍ୟରେ ଚାଲିଥିବା ସର୍ବଭାରତୀୟ ନକ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟର ଆଜି ଦ୍ୱିତୀୟ ଦିବସରେ ବଲାଙ୍ଗିର ସ୍ପୋର୍ଟସ ହଷ୍ଟେଲକୁ ୧-o ଗୋଲରେ ପରାସ୍ତ କରି ସୁନ୍ଦରଗଡ଼ ଦଳ ସେମି ଫାଇନାଲ କୁ ପ୍ରବେଶ କରିଛି।ପ୍ରଥମ ମ୍ୟାଚରେ ବଲାଙ୍ଗିର ଦଳ ଟ୍ରାଇ ବ୍ରେକର ଜରିଆରେ ବ୍ରଜରାଜନଗର କୁ ୭-୬ ଗୋଲରେ ପରାସ୍ତ କରିଥିଲା ।ଦ୍ଵିତୀୟ ମ୍ୟାଚରେ ସୁନ୍ଦରଗଡ଼ ଦଳ ସମ୍ବଲପୁର କୁ ୬-୫ ଗୋଲରେ ପରାସ୍ତ କରିଥିଲା।ତୃତୀୟ ମ୍ୟାଚ ସୁନ୍ଦରଗଡ଼ ବନାମ ବଲାଙ୍ଗିର ମଧ୍ୟରେ ସଂଘର୍ଷପୂର୍ଣ୍ଣ ହୋଇଥିଲା ହେଲେ ନିର୍ଦ୍ଧାରିତ ସମୟ ମଧ୍ୟରେ ସୁନ୍ଦରଗଡ଼ ୧-୦ ଗୋଲରେ ବିଜୟ ହୋଇ ସେମି ଫାଇନାଲ କୁ ଉତ୍ତୀର୍ଣ୍ଣ ହୋଇଛି ।କୁହିବାହାଲ ସରପଞ୍ଚ ସୁଦାମ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ବିନିକା ବ୍ଲକ ପୂର୍ବତନ ଅଧ୍ୟକ୍ଷ ତଥା ସୁବର୍ଣ୍ଣପୁର ଜିଲ୍ଲା ବିଜୁ ଯୁବ ଜନତା ଦଳ ସଭାପତି ଅଶୋକ ନନ୍ଦ ମୁଖ୍ୟ ଅତିଥି, ଜୁଳୁଣ୍ଡା ସରପଞ୍ଚ ରଜତ ପ୍ରଧାନ,ସିଂହିଜୁବା ସରପଞ୍ଚ ପ୍ରତିନିଧି ସଞ୍ଜୀବ ତ୍ରିପାଠୀ, ସେଲେଡି ସରପଞ୍ଚ ପ୍ରତିନିଧି ଗୌର ସୁନା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଖେଳାଳୀ ମାନଙ୍କୁ ଟ୍ରଫି ପ୍ରଦାନ କରିଥିଲେ।ଅନୁଷ୍ଟିତ ଏହି କାର୍ଯ୍ୟକ୍ରମରେ ସୁଧାଂଶୁ,ବେଲାର,ନୃପା,ନବୀନ, ଚୈତନ୍ୟ,ଫଗୁଣୁ,କେତନ,ପବିତ୍ର, ଜଳଧର,ଡାଇଭର ପ୍ରମୁଖଙ୍କ ସମେତ କ୍ଳବର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like