-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

କଳାହାଣ୍ଡି : ମା ଭୈରବୀ କ୍ରିକେଟ ଟୁର୍ନାମେଣ୍ଟ ଉଦଯାପିତ

29-Jan-2021



କଳାହାଣ୍ଡି,କୋକସରା(ତ୍ରିନାଥ ବେଶ୍ରl):କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ବନ୍ଦପାରି ଗ୍ରାମ ଖେଳ ପଡିଆ ଠାରେ ମାଁ ଭୈରବୀ ସାଂସ୍କୃତିକ ଅନୁଷ୍ଠାନ ଆନୁକୂଲ୍ୟରେ ନକ ଆଉଟ କ୍ରିକେଟ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି l  ଫାଇନାଲ ମ୍ୟାଚ ରେ କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ବ୍ଲକ ବାଦଲ ଦେଇ ଓ ରାୟଗଡ ଜିଲ୍ଲା ଡିକେ ଆମ୍ବଦଲା ଦଳ ମଧ୍ୟ୍ୟ ରେ ଖେଳ ହୋଇଥିଲା l ଆମ୍ବଦଲା ଦଳ ଟସ  ଜିଣି ନିର୍ଦ୍ଧାରିତ 16ଓଭର ରେ 8ଉଇକେଟ ହରାଇ 143ରନ ସଂଗ୍ରହ କରିଥିବା ବେଳେ ଜୁନାଗଡ଼ ବାଦଲଦେଇ ଦଳ 13.4ଓଭର ରେ 6 ଉଇକେଟ ବିନିମୟ ରେ145 ରନ ସଂଗ୍ରହ କରି  ବିଜୟ ହାସଲ କରିଥିଲା !  ଫାଇନାଲ ମ୍ୟାଚ ରେ ଲାଞ୍ଜିଗଡ ବିଧାୟକ ପ୍ରଦୀପ କୁମାର ଦିଶାରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବେ ଲାଞ୍ଜିଗଡ ବ୍ଲକ ଅଧକ୍ଷ ଫକୀର ମୋହନ ମାଝୀ, ବନ୍ଦପାରି ସରପଞ୍ଚ ସୁଶ୍ରୀ ଫୁଲମେ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ ! ଏହି ମ୍ୟାଚ କୁ ଦିଲ୍ଲୀପ ମହାରଣା ଓ ସନମ ମାଝୀ ପରିଚାଳନା କରି ଥିବା ବେଳେ ମାଁ ଭୈରବୀ ନକ ଆଉଟ କ୍ରିକେଟ ଟୁର୍ନାମେଣ୍ଟ କମିଟି ମୁଖ୍ୟ ପ୍ରଫୁଲ ଦଳପତି, କୃଷ୍ଣଚନ୍ଦ୍ର ଦଳପତି ଉପସ୍ଥିତ ଥାଇ ବିଜେତା ଦଳକୁ ଟ୍ରଫି ଶହ 15 ହଜାର ଟଙ୍କାର ଚେକ ପ୍ରଦାନ କରିଥିଲେ l ରନର୍ସ ଦଳକୁ 10 ହଜାର ଟଙ୍କାର  ଚେକ ଦିଆଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like