-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

୨ୟ ଡୁଲେଶ୍ୱର କ୍ରିକେଟ କପ୍ ଉଦ୍ଘାଟିତ

04-Oct-2025



ବୀରମହାରାଜପୁର,(ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ପିତାମହୁଲ ପଞ୍ଚାୟତ ର ଡୁଲେଶ୍ୱର ଗ୍ରାମରେ ବାଗ୍ଦେବୀ କ୍ଲବ ଆନୁକୂଲ୍ୟରେ ଦ୍ଵିତୀୟ ରାଜ୍ୟ ସ୍ତରୀୟ  ସମଲେଶ୍ଵରୀ ଡୁଲେଶ୍ୱର କ୍ରିକେଟ କପ ଶନିବାର ଉଦ୍ଘାଟିତ ହୋଇଯାଇଛି। ଆୟୋଜକ ସଭାପତି ଆଦିକନ୍ଦ ପଣ୍ଡା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ଉତ୍ସବରେ ବୀରମହାରାଜପୁର ଜୋନ -୧ ଜିଲ୍ଲା ପରିଷଦ ସଭ୍ୟ ଲବ କୁମାର ସାହୁ ମୁଖ୍ୟ ଅତିଥି ଏବଂ ସ୍ଥାନୀୟ ସରପଞ୍ଚ ଆକସ୍ମିତା ବଢିଆ,ସ୍ବେଚ୍ଛାସେବୀ ପ୍ରଦୀପ ବଢିଆ, ଆୟୋଜକ ଉପଦେଷ୍ଟା ଲକ୍ଷ୍ମଣ ପଣ୍ଡା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍ଘାଟନ କରିଥିଲେ। ଉଦ୍ଘାଟନୀ ମ୍ୟାଚ ଟି ଡ୍ରିମ୍ସ୍। -୧୧ ସୋନପୁର ଓ ଏଙ୍ଗ୍ରୀ ଟାଇଗର ସମ୍ବଲପୁର ମଧ୍ୟରେ ହୋଇଥିଲା।  ଏଥିରେ ସୋନପୁର ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୧୦ ଓଭର ରେ ୭ ଉଇକେଟ ହରାଇ ୯୨ ରନ କରିଥିଲା।

ଜବାବରେ ସମ୍ବଲପୁର ନିର୍ଦ୍ଧାରିତ ୧୦ ଓଭର ରେ ୭ ଉଇକେଟ ହରାଇ ୮୬ ରନ କରି ପରାସ୍ତ ହୋଇଥିଲା। ଦ୍ଵିତୀୟ ମ୍ୟାଚ ଟି ଏମଏସଟି ବଲାଙ୍ଗୀର ଓ ଷ୍ଟାର -୧୧ ସିଉଳା,ପୁରୀ ମଧ୍ୟରେ ହୋଇଥିଲା। ଏଥିରେ ବଲାଙ୍ଗୀର ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୮ ଓଭର ରେ ୫ ଉଇକେଟ ହରାଇ ୯୭ ରନ କରିଥିଲା। ଜବାବରେ ପୁରୀ ଦଳ ନିର୍ଦ୍ଧାରିତ ୮ ଓଭର ରେ ୯ ଉଇକେଟ ହରାଇ ୭୨ ରନ କରି ପରାସ୍ତ ହୋଇଥିଲା। ପ ସୋନପୁର ଓ ଦ ବଲାଙ୍ଗୀର ମଧ୍ୟରେ ପ୍ରଥମ ସେମି ଫାଇନାଲ ଖେଳା ଯାଇଥିଲା। ଏଥିରେ ସୋନପୁର ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୬ ଓଭର ରେ ୯ ଉଇକେଟ ହରାଇ ୩୪ ରନ କରିଥିବା ବେଳେ ବଲାଙ୍ଗୀର ୩.୩ ଓଭର ରେ ୩ ଉଇକେଟ ହରାଇ ୩୫ ରନ କରି ବିଜୟୀ ହୋଇ ଫାଇନାଲ ରେ ପ୍ରବେଶ କରିଛି। ମ୍ୟାଚ ଗୁଡିକରେ ଦର୍ଶନୀ ଅଦର ଓ ଭିଷ୍ମଲୋଚନ ବାଘ ଅମ୍ପାୟାର,ସୁଜିତ ପାଢ଼ୀ ସ୍କୋରିଙ୍ଗ ଏବଂ ପ୍ରେମଚାନ୍ଦ ସାହୁ ଧାରାବିବରଣୀ ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like