-+91-9937148622 |

prerana_bgr@rediffmail.com |

  Monday 27th April 2026 |

| | | |

R.N.I. Regd No. ODIODI/2010/46693

Breaking News

“ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||      ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   (27-Apr-2026)       ||      ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   (27-Apr-2026)       ||      ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||      ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||      ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ    (26-Apr-2026)       ||      ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   (26-Apr-2026)       ||      ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ    (26-Apr-2026)       ||      *ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   (26-Apr-2026)       ||      *ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   (26-Apr-2026)       ||      କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ    (26-Apr-2026)       ||      ଜନ ଆକ୍ରୋଶ ମହିଳା ସମାବେଶ    (26-Apr-2026)       ||      *ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   (26-Apr-2026)       ||      ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   (26-Apr-2026)       ||      ସାହସପୁର ପଞ୍ଚାୟତ ରେ ଜଳଛତ୍ର ବଣ୍ଟନ   (26-Apr-2026)       ||       ମାଟି ମୁଠେ ମଧ୍ୟ ନ ପଡ଼ି ୮ଲକ୍ଷ ଟଙ୍କାର ହୋଇଛି ବିଲ୍ ♦️ ଦାଇତ୍ୱ ଥିବା ଅଧିକାରୀଙ୍କ ବିରୋଧରେ ଉଠିଛି କାର୍ଯ୍ୟାନୁଷ୍ଠାନ ଦାବି    (26-Apr-2026)       ||      ବାଲିଗୁଡ଼ା ବନଖଣ୍ଡରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ କାଠ ଗଲା   (26-Apr-2026)       ||      ଶ୍ରୀରାମ ମନ୍ଦିର ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ ଅନୁଷ୍ଠିତ   (26-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସରେ ସୁନ୍ଦରଗଡ଼ ଜିଲ୍ଲା ପୁରସ୍କୃତ   (26-Apr-2026)       ||      କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ    (25-Apr-2026)       ||     

HOME   ଜିଲ୍ଲା

ବିଭିନ୍ନ ବିଭାଗର ସମୀକ୍ଷା କଲେ ବଲାଙ୍ଗୀର ବିଧାୟକ କଳିକେଶ 

04-Oct-2025



ବଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ ଜଙ୍ଗଲ ବିଭାଗ ବୈଠକ ଗୃହରେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଦ୍ବାରା ବଲାଙ୍ଗୀରର ପୁର୍ତ୍ତ ବିଭାଗ, ଜଳସେଚନ ବିଭାଗ, କ୍ଷୁଦ୍ର ଜଳସେଚନ ବିଭାଗ, ଜାତୀୟ ରାଜପଥ ବିଭାଗ, ଗ୍ରାମ୍ଯଉନ୍ନୟନ ବିଭାଗ, ଗ୍ରାମ୍ଯ ଜଳଯୋଗାଣ ବିଭାଗ, ପୌର ସଂସ୍ଥା, ଜିଲ୍ଲା ସଂସ୍କୃତି ବିଭାଗ, ଜନସ୍ବାସ୍ଥ୍ଯ ବିଭାଗ ସମେତ ବଲାଙ୍ଗୀର ଓ ଦେଓଗାଁର ତହସିଲଦାର ମାନଙ୍କୁ ନେଇ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିଥିଲେ । ଏହି ବୈଠକରେ ବଲାଙ୍ଗିର ଅତିରିକ୍ତ ଜିଲ୍ଲାପାଳ ଓ ପୌରାଧ୍ୟକ୍ଷା ଲିକା ସାହୁ ଉପସ୍ଥିତ ଥିଲେ। ପ୍ରଥମରୁ ମାନ୍ୟବର ବିଧାୟକ କଳିକେଶ ସିଂହଦେଓ ବଲାଙ୍ଗିର ସହରର ଡ୍ରେନେଜ ବ୍ଯବସ୍ଥାର ସୁଧାର ଉପରେ ପୌରସଂସ୍ଥା ପୁର୍ତ୍ତ ବିଭାଗ ଓ ଜାତୀୟ ରାଜପଥ ବିଭାଗର ସମୀକ୍ଷା କରିଥିଲେ। ଗ୍ରାମ୍ଯଉନ୍ନୟନ ବିଭାଗ ଅଧିନରେ ଚାଲିଥିବା ବିଭିନ୍ନ ରାସ୍ତା ଓ ବ୍ରିଜର କାର୍ଯ୍ଯ ଖୁବଶୀଘ୍ର ସମାପନ କରିବା ପାଇଁ ନିର୍ଦେଶ ଦେଇଥିଲେ। ଜନସ୍ବାସ୍ଥ୍ଯ ବିଭାଗର ମୂଖ୍ଯଯନ୍ତ୍ରୀଙ୍କୁ ବଲାଙ୍ଗିର ସହରରେ ପାନୀୟଜଳ ଯୋଗାଣ ବିଷୟରେ ଆଲୋଚନା କରି ବଲାଙ୍ଗିର ଆରଆର କଲୋନୀରେ ଶିଘ୍ର ଜଳଯୋଗାଣ ପାଇଁ ନିର୍ଦ୍ଦେଶ ଦେଇଥିବା ବେଳେ ପୁର୍ବ ସରକାରଙ୍କ ଦ୍ବାରା ଆସିଥିବା ଅନୁଦାନର ସଠିକ ରୂପାୟନ କରିବାକୁ ପରାମର୍ଶ ଦେଇଥିଲେ। କ୍ଷୁଦ୍ର ଜଳସେଚନ ବିଭାଗକୁ ବଲାଙ୍ଗିର ସଦର ବ୍ଲକ ଓ ଦେଓଗାଁ ବ୍ଲକ ଅନ୍ତର୍ଗତ ବିଭିନ୍ନ ପ୍ରକଳ୍ପର ଉନ୍ନତିକରଣ ପାଇଁ ପ୍ରସ୍ତାବ ଦେଇଥିବା ବେଳେ ବଲାଙ୍ଗିର ସହରରେ ଥିବା କ୍ଷୁଦ୍ର ଜଳସେଚନ ବିଭାଗ ଅଧିନସ୍ଥ ଡ୍ରେନେଜ ବ୍ଯବସ୍ଥାର ସୁଧାର ପାଇଁ ପଦକ୍ଷେପ ନିଆଯାଇଥିବା ସୂଚନା ଦେଇଥିଲେ। ବଲାଙ୍ଗିରର ଐତିହାସିକ ସମଲେଶ୍ବରୀ ମନ୍ଦିରର ଉନ୍ନତିକରଣ କାର୍ଯ୍ଯ ଶିଘ୍ର କାର୍ଯ୍ଯ ତ୍ବରାନ୍ବିତ କରିବାକୁ ନିର୍ଦ୍ଦେଶ ଦେଇଥିବା ବେଳେ ଗୋପାଲଜୀ ମନ୍ଦିରର କାର୍ଯ୍ଯ ସମାପନ ପାଇଁ ନିର୍ଦ୍ଦେଶ ଦେଇଥିଲେ। ବଲାଙ୍ଗିର ସହର ଲକ୍ଷ୍ମୀ ନାରାୟଣ ମନ୍ଦିରର

ଉନ୍ନତିକରଣ ସହିତ ତାର କମିଟିର ପୁନର୍ଗଠନ କରିବାକୁ ଅତିରିକ୍ତ ଜିଲ୍ଲାପାଳଙ୍କୁ ପରାମର୍ଶ ଦେଇଥିଲେ। କଳାମଣ୍ଡପ ପଡିଆର ଉନ୍ନତିକରଣ କାର୍ଯ୍ଯ ବିଷୟରେ ତଦାରଖ କରି କଲାମଣ୍ଡପର କମିଟି ଓ ତାର ଆର୍ଥିକ ସ୍ଥିତିର ଅନୁଧ୍ୟାନ କରିଥିଲେ। ଏହି ବୈଠକରେ ବଲାଙ୍ଗିର ତହସିଲଦାରଙ୍କ ସହିତ ବଲାଙ୍ଗୀରର ଭୁମୀହିନ ଗରିବ ଖଟିଖିଆ ମଜୁରିଆଙ୍କ ପାଇଁ ଏଲଆରସି ବ୍ଯବସ୍ଥାର କାହିଁକି କରାଯାଉ ନାହିଁ ? ବୋଲି ପ୍ରଶ୍ନ ରେ ସରକାର ଏବେ ଏ ବ୍ଯବସ୍ଥା ବନ୍ଦ କରିଥିବା ସୂଚନା ଦେଇଥିଲେ ତହସିଲଦାର।  ପରପରେ ବଲାଙ୍ଗିର ପୁରାତନ କଲ୍ୟାଣ ମଣ୍ଡପର ସ୍ଥିତି ଅନୁଧ୍ୟାନ କରି ପୁନରୁଦ୍ଧାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
“ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   27-Apr-2026
  ଜିଲ୍ଲା  
ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   27-Apr-2026
  ଜିଲ୍ଲା  
ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   27-Apr-2026
  ଜିଲ୍ଲା  
ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   26-Apr-2026
  ଜିଲ୍ଲା  
ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   26-Apr-2026
  ଜିଲ୍ଲା  
ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ   26-Apr-2026
  ଜିଲ୍ଲା  
ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   26-Apr-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ   26-Apr-2026
  ଜିଲ୍ଲା  
*ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   26-Apr-2026
  ଜିଲ୍ଲା  
*ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   26-Apr-2026
  ଜିଲ୍ଲା  
କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ   26-Apr-2026
  ଜିଲ୍ଲା  
ଜନ ଆକ୍ରୋଶ ମହିଳା ସମାବେଶ   26-Apr-2026

You Might Also Like