-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ମାଁ ଜଗତଜନନୀ ଦୁର୍ଗାପୂଜା କମିଟି ପକ୍ଷରୁ ସାଂସ୍କୃତିକ ମହୋତ୍ସବ ଉଦଯାପିତ

05-Oct-2025



ରେଙ୍ଗାଲିକ୍ୟାମ୍ପ(ଆକାଶ ମିଶ୍ର): ଅତାବିରା ରେ କଳାକାର ମାନଙ୍କର ପରିଚୟ ସୃଷ୍ଟି କରିଛି  ଅତାବିରା ଦୁର୍ଗାପୂଜା କମିଟି ।କଳାକାର ମାନଙ୍କୁ ସାଉଁଟିବା ପାଇଁ ନାଚ ଗୀତରେ  ଦୁଲୁକିଲା ମଞ୍ଚ । କମିଟି ପକ୍ଷରୁ ୪ ଦିନ ଧରି  ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ମଞ୍ଚରେ  ମିସ ଓଡ଼ିଶା  ଓ ଫେଶନ ଡିଜାଇନର ପଳଚିନ  ଭୋଇ  ଯୋଗ ଦେଇ  ସମ୍ବଲପୁରୀ ଫେସନ୍ ସୋ ଓ  ନୃତ୍ୟ ପ୍ରତିଯୋଗିତାକୁ  ସଫଳତାର ଶୀର୍ଷରେ ପହଞ୍ଚାଇଥିଲେ । ମାଁ  ଙ୍କ ଉପରେ  ଆଧାରିତ  ଚିତ୍ରକଳା, ରଙ୍ଗୋଲି ଓ  ଚିତ୍ରାଙ୍କନ ପ୍ରତିଯୋଗିତା  ରେ କୁନି କୁନି  ପିଲା ମାନେ  ଅଂଶଗ୍ରହଣ କରି  ତାଙ୍କର କଳାକୃତି ପ୍ରଦର୍ଶନ କରିଥିଲେ। ଦ୍ଵିତୀୟ ଦିବସରେ  'ଶଲାବୁଢ଼ା'  ଚଳଚ୍ଚିତ୍ର ର କଳାକାର ସଂଯୁକ୍ତା  ଷଡ଼ଙ୍ଗୀ ମିଶ୍ର, ସମ୍ବଲପୁର ଲୋକ ମହୋତ୍ସବ ର ସଂଯୋଜକ  ତପନ ମିଶ୍ର  , ହାସ୍ୟ କବି ଲଳିତ ବାରିକ୍,  ସମ୍ବଲପୁରୀ ଆଲବମ ତଥା ହାସ୍ୟ କଳାକାର ଛବିଳ ପ୍ରଧାନ, ପର୍ବତା ରୋହି ଆଶୀର୍ବାଦ ମହାପାତ୍ର  ପ୍ରୁଖ ଯୋଗ ଦେଇ  ପ୍ରତିଯୋଗୀ ମାନଙ୍କୁ ଉତ୍ସାହିତ କରିବା ସହ ଦର୍ଶକ ମାନଙ୍କୁ ମୁଗ୍ଧ କରିଥିଲେ । ବିଭିନ୍ନ  ସାଂସ୍କୃତିକ କାର୍ଯ୍ୟକ୍ରମରେ  କୃତି  ହୋଇଥିବା ୧୫୦ ରୁ ଉର୍ଦ୍ଧ ପ୍ରତିଯୋଗୀ ମାନଙ୍କୁ ଅତିଥି ମାନେ ମାନ ପତ୍ର , ଉପଢୌକନ ଦେଇ  ସମ୍ବର୍ଦ୍ଧିତ କରିଥିଲେ । ସମସ୍ତ ସେଲିବ୍ରିଟି ମାନଙ୍କୁ  ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା ଏହି ମଞ୍ଚରେ । ବିଭିନ୍ନ କ୍ଷେତ୍ରରେ  ଅଞ୍ଚଳରେ ପାରଦର୍ଶିତା କରିଥିବା ୧୦ ଜଣ   ସମାଜ ସେବୀ,ଶିକ୍ଷାବିତ୍, ବିଭିନ୍ନ ଅନୁଷ୍ଠାନ ବ୍ୟତୀତ  ନିକଟ ଅତୀତରେ ସହିଦ ହୋଇଥିବା ଗୋଡଭଗା  ଗ୍ରାମର   ସହିଦ ଙ୍କ ଧର୍ମ ପତ୍ନୀ ତପସ୍ଵିନୀ ମହାପାତ୍ର ଙ୍କୁ  ଉପଢୌକନ, ମାନପତ୍ର  ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି ପୂଜା ମହୋତ୍ସବକୁ  ଗୋପୀନାଥ ନାୟାର, ସଂଯୁକ୍ତା ମିଶ୍ର, ସନ୍ଧ୍ୟା ବାଗ, ଅରୁଣ ବାରିକ୍ ଓ ରବି ଥପା  କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ କମିଟିର ସମସ୍ତ କର୍ମକର୍ତ୍ତା ସକ୍ରିୟ ସହଯୋଗ କରିଥିଲେ ।ପ୍ରତି ଦିନ  ଭକ୍ତ ଙ୍କ ପାଇଁ ଅନ୍ନ ଭୋଗ ବ୍ୟବସ୍ଥା ସହ ସନ୍ଧ୍ୟା ଆରତୀ ଭୋଗ ବଣ୍ଟା ଯାଇଥିଲା ।  ନନ୍ଦୀ କିଶୋର ପ୍ରଧାନ ଓ ଧର୍ମପତ୍ନୀ ଲଳିତା ପ୍ରଧାନ କର୍ତ୍ତା ଦାୟିତ୍ଵ ନିର୍ବାହ କରିଥିବା ବେଳେ  ପଣ୍ଡିତ ସଞ୍ଜୟ ଦାଶ ପୂଜା କାର୍ଯ୍ୟ ତୁଲାଇଥିଲେ ।


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like