-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ବ୍ଲକ ଛକ ଦୁର୍ଗା ପୂଜା କମିଟି ପକ୍ଷରୁ ସମ୍ବର୍ଦ୍ଧନା

05-Oct-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
ବ୍ଲକ୍ ଛକ ଦୁର୍ଗା ପୂଜା ୨୦୨୫ ଅବସର ରେ ପୂଜା କମିଟି ପକ୍ଷରୁ ଆୟୋଜିତ ରାବଣ ପୋଡ଼ି ଉତ୍ସବ ରେ ୨୦୨୩ ପ୍ରଶାସନିକ ସେବା ପରୀକ୍ଷାରେ କୃତ କାର୍ଯ୍ଯ ହୋଇଥିବା ସୁବର୍ଣ୍ଣପୁର ଜିଲ୍ଲା ର   କୃତୀ ଛାତ୍ର ଛାତ୍ରୀ ଙ୍କୁ ମୁଖ୍ୟ ଅତିଥି  ଜିଲ୍ଲାପାଳ ଡ଼.ନୃପ ରାଜ ସାହୁ ଓ ସମ୍ମାନିତ ଅତିଥି ଏସପି ନାରାୟଣ ନାୟକ ଙ୍କ ଦ୍ଵାରା ସମ୍ବର୍ଦ୍ଧିତ କରାଯାଇଛି l ଓ ସମାଜ ର ଅବହେଳିତ ଅପହଞ୍ଚ ଅଞ୍ଚଳରେ ଜନତା ଙ୍କ ଉତ୍ତମ  ସେବା ପ୍ରଦାନ ସହ ସଧାରଣ ଲୋକ ଙ୍କ ଅସ୍ଥା ଭାଜନ ହେବାକୁ ଜିଲ୍ଲାପାଳ ଓ ଏସପି ଶୁଭକାମନା ଜଣାଇଥିଲେ l

ଶିକ୍ଷା, କଳା, ସଂସ୍କୃତି ସହ ବିଭିନ୍ନ କ୍ଷେତ୍ରରେ କୃତୀ ଅର୍ଜ୍ଜନ କରିଥିବା ବ୍ୟକ୍ତି ବିଶେଷ ଙ୍କୁ ପୂଜା କମିଟି ପକ୍ଷରୁ ସମ୍ବର୍ଦ୍ଧନା କରା ଯାଇଛି l  ୧୭ ନମ୍ବର ରାଙ୍କ ରଖିଥିବା ପଶ୍ଚିମ ଓଡ଼ିଶା ର ଟପ୍ପର ତଥା ସୁବର୍ଣ୍ଣପୁର ଜିଲ୍ଲା ର ତରଭା ରମ୍ଭା ସିଂଢୋଲ  ଗାଁ ର ସୁପ୍ରିୟା ମିଶ୍ର, ଜିଲ୍ଲାପାଳ ଙ୍କ ସୁ ପୁତ୍ର ସୌମ୍ୟ କାନ୍ତ ସାହୁ, ଡୁଙ୍ଗୁରିପାଲି ଗଜବନ୍ଦ ଗାଁ ର ଅନ୍ଧ ଝିଅ ସ୍ମୃତିଶିଖା ଭୋଇ ,  ସୋନପୁର ର ଅଂଶୁମାନ ସାହୁ, ସମୃଦ୍ଧ ମିଶ୍ର ଙ୍କୁ ସମ୍ବର୍ଦ୍ଧିତ କରାଯାଉଥିବା ବେଳେ ଜିଲ୍ଲା ର +2 ଟପ୍ପର ଦେବେନ୍ଦ୍ର ଖମାରୀ, ପୂଜା କମିଟି ର ସକ୍ରିୟ ସଦସ୍ୟ ଭାବେ ସୁବ୍ରତ ସେଠୀ, ସର୍ବେଶ୍ଵର ନାୟକ ଙ୍କୁ ଓ କଳା କ୍ଷେତ୍ରରେ ଲକ୍ଷ୍ମୀ ପ୍ରିୟା ପାଣିଗ୍ରାହୀ ଙ୍କୁ କମିଟି ପକ୍ଷରୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା l


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like