-+91-9937148622 |

prerana_bgr@rediffmail.com |

  Sunday 26th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||      ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ    (26-Apr-2026)       ||      ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   (26-Apr-2026)       ||      ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ    (26-Apr-2026)       ||      *ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   (26-Apr-2026)       ||      *ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   (26-Apr-2026)       ||      କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ    (26-Apr-2026)       ||      ଜନ ଆକ୍ରୋଶ ମହିଳା ସମାବେଶ    (26-Apr-2026)       ||      *ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   (26-Apr-2026)       ||      ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   (26-Apr-2026)       ||      ସାହସପୁର ପଞ୍ଚାୟତ ରେ ଜଳଛତ୍ର ବଣ୍ଟନ   (26-Apr-2026)       ||       ମାଟି ମୁଠେ ମଧ୍ୟ ନ ପଡ଼ି ୮ଲକ୍ଷ ଟଙ୍କାର ହୋଇଛି ବିଲ୍ ♦️ ଦାଇତ୍ୱ ଥିବା ଅଧିକାରୀଙ୍କ ବିରୋଧରେ ଉଠିଛି କାର୍ଯ୍ୟାନୁଷ୍ଠାନ ଦାବି    (26-Apr-2026)       ||      ବାଲିଗୁଡ଼ା ବନଖଣ୍ଡରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ କାଠ ଗଲା   (26-Apr-2026)       ||      ଶ୍ରୀରାମ ମନ୍ଦିର ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ ଅନୁଷ୍ଠିତ   (26-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସରେ ସୁନ୍ଦରଗଡ଼ ଜିଲ୍ଲା ପୁରସ୍କୃତ   (26-Apr-2026)       ||      କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ    (25-Apr-2026)       ||      କଂଗ୍ରେସ ବହୁପୂର୍ବରୁ ମହିଳାଙ୍କୁ ପ୍ରଧାନମନ୍ତ୍ରୀ,ବାଚସ୍ପତି ଓ ରାଷ୍ଟ୍ରପତି ପଦ ଦେଇସାରିଛି-କୁକୁସିଂ   (25-Apr-2026)       ||      କଟକରେ ଗ୍ୟାସ ସିଲିଣ୍ଡର ର ନକଲି କାରବାରର ଆଡ୍ଡା ଉପରେ ମାଡି ବସିଲା ପୋଲିସ    (25-Apr-2026)       ||      ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Apr-2026)       ||      ପୂର୍ବତନ ଅଧ୍ୟକ୍ଷ ପ୍ରଶନ୍ନ ଛୋଟରାୟ ଙ୍କ ବିୟୋଗରେ ପୁରାତନ ଛାତ୍ର ସଂଘ ପକ୍ଷରୁ ଶୋକସଭା   (25-Apr-2026)       ||     

HOME   ଜିଲ୍ଲା

ସର୍ବଭାରତୀୟ ନକଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ,ରାଉରକେଲା ସେମି ଫାଇନାଲରେ

05-Oct-2025



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ବ୍ଲକ କୁହିବାହାଲ ପଞ୍ଚାୟତ ପଧାନପାଲି ଖେଳପଡିଆ ଠାରେ ପ୍ରଜାମଙ୍ଗଲ କ୍ଲବ ଆନୁକୁଲ୍ୟରେ ଚାଲିଥିବା ସର୍ବଭାରତୀୟ ନକ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟର ଆଜି ତୃତୀୟ ଦିବସରେ ବଲାଙ୍ଗିର ପ୍ରୋଗ୍ରେଶିଭ କ୍ଳବକୁ ପେନାଲ୍ଟି ସୁଟ ଜରିଆରେ ହରାଇ ରାଉରକେଲା କିସାନ ବ୍ରଦର ତୃତୀୟ ଦଳ ଭାବେ  ସେମି ଫାଇନାଲକୁ ପ୍ରବେଶ କରିଛି।ପ୍ରଥମ ମ୍ୟାଚରେ ବଲାଙ୍ଗିର   ପ୍ରୋଗ୍ରେସିଭ ୩-୧ ଗୋଲରେ ବାରକୋଟ ଏଫସି କୁ ପରାସ୍ତ କରିଥିଲା ।ଦ୍ଵିତୀୟ ମ୍ୟାଚରେ ରାଉରକେଲା ଦଳ ୩-୨ ଗୋଲରେ ଭବାନୀପାଟଣା ଇଭିଂନୀଙ୍ଗ କ୍ଳବକୁ ପରାସ୍ତ କରିଥିଲା।ତୃତୀୟ ମ୍ୟାଚ ଅର୍ଥାତ କ୍ୱାଟର ଫାଇନାଲ ମ୍ୟାଚ୍ ବଲାଙ୍ଗିର ବନାମ ରାଉରକେଲା  ମଧ୍ୟରେ ଅତ୍ୟନ୍ତ ସଂଘର୍ଷପୂର୍ଣ୍ଣ ହୋଇଥିଲା ହେଲେ ନିର୍ଦ୍ଧାରିତ ସମୟ ମଧ୍ୟରେ କେହି କାହାକୁ ଗୋଲ ଦେଇ ନପାରିବାରୁ ଟ୍ରାଇ ବ୍ରେକର ଜରିଆରେ ହାରଜିତ ନିର୍ଣ୍ଣୟ ହୋଇଥିଲା ଏଥିରେ ରାଉରକେଲା ପ୍ରତିପକ୍ଷ ଦଳ ବଲାଙ୍ଗିର କୁ ୮-୭ ଗୋଲରେ ପରାସ୍ତ କରି ତୃତୀୟ ଦଳ ଭାବେ ସେମି ଫାଇନାଲକୁ ଉତ୍ତୀର୍ଣ୍ଣ ହୋଇଛି । ଟୁର୍ଣ୍ଣାମେଣ୍ଟର  ଖେଲ ଗୁଡ଼ିକୁ ଜିତେନ୍ଦ୍ରିୟ ଥନାପତି,ସୁବ୍ରତ ପୁରୋହିତ,ସହିଲ ବେହେରା,ସନ୍ଦୀପ ତରିଆ ପରିଚାଳନା କରିଥିଲେ ।ପୁରସ୍କାର ବିତରଣି ଉତ୍ସବରେ ମୁଖ୍ୟ ଅତିଥି ଭାବେ କୁହିବାହାଲ ସରପଞ୍ଚ ସୁଦାମ ପ୍ରଧାନ ଯୋଗଦେଇ ଖେଳାଳୀ ମାନଙ୍କୁ ଟ୍ରଫି ପ୍ରଦାନ କରିଥିଲେ।ଅନୁଷ୍ଟିତ ଏହି କାର୍ଯ୍ୟକ୍ରମରେ ଲିପୁନ,ବୀରେନ,ସୁନିଲ,ରିକୁ,ଅମିୟ,ରାଜିନ,ବୁଲୁ,ଅଶୋକ,ହିତ, ମଗଶିର,ପଞ୍ଚା,ନିକୁ,ପରୀକ୍ଷିତ,ବିଦେଶୀ,ସୁରେଶ,ଫଗୁଣୁ,ମନ୍ତୁ, ରାଜନ,ଉଦେ,ଅରୂପ ପ୍ରମୁଖଙ୍କ ସମେତ କ୍ଳବର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   26-Apr-2026
  ଜିଲ୍ଲା  
ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ   26-Apr-2026
  ଜିଲ୍ଲା  
ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   26-Apr-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ   26-Apr-2026
  ଜିଲ୍ଲା  
*ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   26-Apr-2026
  ଜିଲ୍ଲା  
*ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   26-Apr-2026
  ଜିଲ୍ଲା  
କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ   26-Apr-2026
  ଜିଲ୍ଲା  
ଜନ ଆକ୍ରୋଶ ମହିଳା ସମାବେଶ   26-Apr-2026
  ଜିଲ୍ଲା  
*ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   26-Apr-2026
  ଜିଲ୍ଲା  
ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   26-Apr-2026
  ଜିଲ୍ଲା  
ସାହସପୁର ପଞ୍ଚାୟତ ରେ ଜଳଛତ୍ର ବଣ୍ଟନ   26-Apr-2026
  ରାଜ୍ୟ  
 ମାଟି ମୁଠେ ମଧ୍ୟ ନ ପଡ଼ି ୮ଲକ୍ଷ ଟଙ୍କାର ହୋଇଛି ବିଲ୍ ♦️ ଦାଇତ୍ୱ ଥିବା ଅଧିକାରୀଙ୍କ ବିରୋଧରେ ଉଠିଛି କାର୍ଯ୍ୟାନୁଷ୍ଠାନ ଦାବି    26-Apr-2026

You Might Also Like