-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ବିଶ୍ୱ ଶିକ୍ଷକ ଦିବସ ପାଳିତ

05-Oct-2025



ବଲାଂଗୀର(ପ୍ରେରଣା ଖବର): ଅଖିଳ ଭାରତୀୟ ପ୍ରାଥମିକ ଶିକ୍ଷକ ସଂଘ ,ବଲାଂଗୀର ଜିଲ୍ଲା ତରଫରୁ ସହ ସମ୍ପାଦିକା ଅନୁପମା ପ୍ରହରାଜଙ୍କ ଆବାହନ କ୍ରମେ ଶାନ୍ତିକତା ସାହୁଙ୍କ ଅଧ୍ୟକ୍ଷତାରେ,ଉପଦେଷ୍ଟା ଆଚାର୍ଯ୍ୟ ସୁଚିତ୍ର ସୁନା ,ମଧୁସୁଦନ ନାୟକ ଓ ଅଜିତ ମିଶ୍ର ଙ୍କର ଆତିଥ୍ୟରେ  ମହିଳା ପ୍ରକୋଷ୍ଠ ସଭାନେତ୍ରୀ ଲକ୍ଷ୍ମୀପ୍ରିୟା ପଟେଲ,ସାଙ୍ଗଠନିକ ସମ୍ପାଦକ ଜୟଦେବ ବିଶି,ରାଜ୍ୟ

ଉପସଭାପତି ପ୍ରଶାନ୍ତ ପୁରୋହିତ,ବିପିନ ବୁଡେକ,ଭୀମସେନ ଦଣ୍ଡସେନା,ବସନ୍ତ ବୁଡେକ,ସଞ୍ଜିତ ଦୋରା, ଦୁର୍ଯ୍ଯୋଧନ ପସାୟତ, ରଘୁନାଥ ଷଡଙ୍ଗୀ,ମନମୋହନ ଲିମ୍ମା ପ୍ରଭୃତି ଜିଲ୍ଲା ସଂଘରେ ସଦସ୍ୟ ଉପସ୍ଥିତ ଥିଲେ ।ସଭାରେ ଶିକ୍ଷକର ସୁଶାସନ, କର୍ତ୍ତବ୍ୟପରାୟଣତା ବ୍ୟତୀତ ସମାଜ ସଂସ୍କାରରେ ତାର ଭୂମିକା ଉପରେ  ଆଚାର୍ଯ୍ୟ ସୁନା ଆଲୋକପାତ କରି ଜାପାନ ଦେଶର ଶିକ୍ଷା ପ୍ରଣାଳୀ ଉପରେ ବକ୍ତବ୍ୟ ଦେଇଥିଲେ  ।ଆଗଲପୁର ବ୍ଲକ ଶିକ୍ଷକ ସଂଘର ସଭାପତି ପସାୟତ ସାର ଓଡ଼ିଶାର ଶିକ୍ଷା ବିଭାଗ ଓ ଶିକ୍ଷକର ଭୂମିକା ସମ୍ପର୍କରେ ବହୁ ମୂଲ୍ୟବାନ ତଥ୍ୟ ଉଲ୍ଲେଖ କରିଥିଲେ । ଶିକ୍ଷକ ନେତା ମଧୁ ସୁଦନ ନାୟକ ଇଂଲଣ୍ଡର ଶିକ୍ଷାନୀତି ଓ ଚର୍ଚିଲ ଉପରେ ସୁମଧୁର ବକ୍ତବ୍ୟ ପ୍ରଦାନ କରିଥିଲେ। ସମ୍ପାଦକ ହରେକୃଷ୍ଣ ରଥ ସମସ୍ତ ଉପସ୍ଥିତ ସଦସ୍ୟଙ୍କୁ ସଂଘର ଏକତା ,ଆଭିମୁଖ୍ୟ ଓ ଶିକ୍ଷକ ର ସ୍ୱାଭିମାନ

ଉପରେ ଅଭିଭାଷଣ ଦେଇଥିଲେ ।ଅଜିତ ମିଶ୍ର ନିଜ ଶିକ୍ଷକ ଓ ପ୍ରଶାସନିକ ଜୀବନ ର ବିଶେଷ ତଥ୍ୟ ଉପସ୍ଥାପନ କରି ,ଜିଲ୍ଲା ସଂଘ କୁ ଭୁୟସୀ ପ୍ରଶଂସା କରିଥିଲେ। ଶିକ୍ଷକ ନିଜ ଓ ସମାଜର ମର୍ଯ୍ୟାଦା ଦୃଷ୍ଟିରୁ ସ୍ୱତନ୍ତ୍ର ଜୀବନ ଶୈଳୀ ଅନୁ ଗ୍ରହଣ କରିବା ସହ ତାର ଅନ୍ତର୍ନିହିତ ଗୁଣ।ବଳୀ  ର ବିକାଶ ପାଇଁ ସଂଘ ଭିତ୍ତି ଭୂମି ପ୍ରତିଷ୍ଠା କରିବା ଉପରେ ସଭାନେତ୍ରୀ ଶ୍ରୀମତୀ ଶାନ୍ତିଲତା ସାହୁ ଗୁରୁତ୍ୱ ଦେଇଥିଲେ। ଶେଷରେ ଶିକ୍ଷା ବିଭାଗ ଓ ଶିକ୍ଷକସମାଜ ର  ପ୍ରଗତି ସହ ମାନବୀୟ ମୂଲ୍ୟବୋଧର ସୁରକ୍ଷା ତଥା ଦେଶପ୍ରେମ ଜୀବନର ଏକ ବ୍ରତ ହେବା ଉଦ୍ଦେଶ୍ୟ ରେ ରେ ସାମୁହିକ ଶପଥ ପାଠ କରାଯାଇଥିଲା।ବଲାଂଗୀର ଜିଲ୍ଲା ଶିକ୍ଷା ଅଧିକାରୀ ତଥା ଗୋଷ୍ଠୀ ଶିକ୍ଷା ଅଧିକାରୀ ମାନଙ୍କର ସୁ ପ୍ରଶାସନକୁ ଧନ୍ୟବାଦ ଦେଇ ସଭାନେତ୍ରୀ ସଭା ସାଙ୍ଗ କରି ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like