-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ପୌରାଞ୍ଚଳ ଯାଦବ ମହାସଭାର ନୂଆଁଖାଇ ଭେଟ ମହାସମାରୋହରେ ପାଳିତ 

05-Oct-2025



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ସରକାରୀ ଟାଉନ ବାଳିକା ଉଚ୍ଚବିଦ୍ୟାଳୟ ଠାରେ ବଲାଙ୍ଗିର ପୌରାଞ୍ଚଳ ଯାଦବ ମହାସଭାର ଆୟୋଜରେ ନୂଆଁଖାଇ ଭେଟ-୨୦୨୫ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ପୂଜକ ଟିକେ ଜାଲ ମାଁ ଚଣ୍ଡୀ ସମଲେଇ ଓ ଭଗବାନ ଶ୍ରୀ କୃଷ୍ଣ ଙ୍କ ଠାରେ ପୂଜାର୍ଚ୍ଚନା କରିଥିଲେ । ପରେ ପୌରାଞ୍ଚଳ ଯାଦବ ମହାସଭାର ସଭାପତି ସନ୍ଦୀପ କୁମାର ବାଗଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ଯାଦବ ମହାସଭାର ଜିଲ୍ଲା ସଭାପତି ତଥା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ଓ ସମ୍ମାନିତ ଅତିଥି ଭାବରେ ପଦ୍ମଶ୍ରୀ ହଳଧର ନାଗ ଯୋଗଦେଇ ମାଁ ଚଣ୍ଡୀ ସମଲେଇ ଓ ଭଗବାନ ଶ୍ରୀକୃଷ୍ଣଙ୍କ ଫଟୋଚିତ୍ରରେ ଧୂପଦୀପ ଓ ପୁଷ୍ପମାଲ୍ୟ ଅର୍ପଣ କରି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ ।ମୁଖ୍ୟ ଅତିଥି ଜିଲ୍ଲା ଯାଦବ ମହାସଭାର ଜିଲ୍ଲା ସଭାପତି ତଥା କଣ୍ଟାବାଞ୍ଜି ବିଧାୟକ ଶ୍ରୀ ବାଗ କହିଥିଲେ ଯେ, ଶିକ୍ଷା, ସ୍ୱାସ୍ଥ୍ୟ, ସମାଜର ଯୁବ ସଙ୍ଗଠନକୁ ମଜବୁତ, ଆର୍ଥିକ ଅଭିବୃଦ୍ଧି, ପଶୁପାଳନ ଉପରେ ସମାଜର ଭାଇ ମାନେ ସବୁବେଳେ ଧ୍ୟାନ ହେବାକୁ ଆହ୍ୱାନ ଦେଇଥିଲେ । ଅନ୍ୟତମ ଅତିଥି ଭାବରେ ବଲାଙ୍ଗିର ଜିଲ୍ଲା ଯାଦବ ମହାସଭାର ମୁଖ୍ୟ ଉପଦେଷ୍ଟା ସତ୍ୟ ନାରାୟଣ ବାଗ, ଜିଲ୍ଲା ଉପସଭାପତି ପ୍ରଦୀପ କୁମାର ସେଲମା, ଜିଲ୍ଲା ସଂପାଦକ ଖୁସିରାମ ଦୀପ, ଜିଲ୍ଲା ସହ ସଂପାଦକ ଦେବେନ୍ଦ୍ର ହାତୀ, ମୁନିରାମ ନାଗ, ଜିଲ୍ଲା ସଭାନେତ୍ରୀ ମୃଣ୍ମୟୀ ଭୋଇ, ପୌରାଞ୍ଚଳ ଉପସଭାପତି ସରୋଜ କୁମାର ଗହୀର, ପୌରାଞ୍ଚଳ କୋଷାଧ୍ୟକ୍ଷ ବାସୁଦେବ ନାଗ, ବଲାଙ୍ଗିର ସଦର ବ୍ଲକ ସଭାପତି ଗୋଲାପ ବାଗ, ବେଲପଡା ବ୍ଲକ ସଭାପତି ଗୋକୁଳ ଖର୍ଷେଲ, ମୁରିବାହାଲ ବ୍ଲକ ସଭାପତି ଗଙ୍ଗାଧର ହେର୍ଣ୍ଣା, ପୁଇଁନ୍ତଲା ବ୍ଲକ ସଭାପତି ଅନିରୁଦ୍ଧ ବଗର୍ତ୍ତୀ, ସଇଁନ୍ତଲା ବ୍ଲକ ସଭାପତି ମନୋହର ବାଗ, ବଲାଙ୍ଗିର ସଦର ବ୍ଲକ ଅଧ୍ୟକ୍ଷା ସରିତା ବାଗ ପ୍ରମୁଖ ମଞ୍ଚାସୀନ ଥିଲେ  ।
ଏହି ଅବସରରେ ସାମ୍ବାଦିକ କ୍ଷେତ୍ରରେ ସଚିତା ନନ୍ଦ ବଗର୍ତ୍ତୀ, ମୁନା ଗୌଡ, କ୍ରୀଡା କ୍ଷେତ୍ର ରେ ଶ୍ଵେତା ଠେଲା, ଦୟାସାଗର କଠାର, କଳା କ୍ଷେତ୍ରରେ ବ୍ରହ୍ମା ନନ୍ଦ ବନଛୋର,ଚୈତନ୍ୟ ମଟାରୀ,  କିଶୋର ଜାଲ, ବ୍ୟବସାୟୀ କ୍ଷେତ୍ର ରେ ଧୃବ ଯୁଏଡ, ମୁରଲୀ ବେହେରା, ସମାଜସେବା କ୍ଷେତ୍ରରେ ଜନ୍ମେଜୟ ଚନ୍ଦନ, ପିତାମ୍ବର ବନଛୋର, ସମାଜର ବରିଷ୍ଠ ସଦସ୍ୟ ଘାସିରାମ ଯୁଏଡ, ସନ୍ୟାସୀ ବଘାର ଏବଂ ପୌରାଞ୍ଚଳର ସମସ୍ତ ୱାର୍ଡର ଯାଦବ ସଙ୍ଗଠନକୁ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥି ପୁଷ୍ପଗୁଚ୍ଛ, ଉପଢୌକନ ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଵା ସହ ସମାଜର ବରିଷ୍ଠ ସଦସ୍ୟ ସ୍ବର୍ଗତ ଅନାଦି ପୋଢ ଙ୍କ ପରିବାର ବର୍ଗଙ୍କୁ ମରଣତ୍ତୋର ସମ୍ମାନ ପ୍ରଦାନ କରାଯାଇଥିଲା । ପୌରାଞ୍ଚଳ ସଂପାଦକ ବସନ୍ତ ଷାଣ୍ଢ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ଶେଷରେ ପୌରାଞ୍ଚଳ ସହ ସଂପାଦକ ଅଷ୍ଟମୀ ବଗର୍ତ୍ତୀ ଧନ୍ୟବାଦ ଅର୍ପଣ କରିଥିଲେ ।  ସମାଜର ଛାତ୍ର /ଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଶିତ ହୋଇଥିଲା ! କାର୍ଯ୍ୟକ୍ରମକୁ ସୁବଳ ନାଗ, ଆନନ୍ଦ ଠେଲା, ଆର୍ତ୍ତତ୍ରାଣ ବାଗ, ରଞ୍ଜନ ବଗର୍ତ୍ତୀ, ଦିଗାମ୍ବର ମାଝୀ, ପ୍ରକାଶ ମଟାରୀ ସିଦ୍ଧାର୍ଥ ବନଛୋର, କପିଳ ନିଆଲ, ବୀରେନ୍ଦ୍ର ପାଣ୍ଡେ, ଦେବରାଜ ନାଗ, ଗୌତମ ଷାଣ୍ଢ, ଦମୟନ୍ତୀ ନାଗ, ରୀନା ପୋଢ, ଆଞ୍ଚଲ ନାଗ, ଦମୟନ୍ତୀ ହଂସ, ଭଗବତୀ ନାଗ, ଚମ୍ପା ଚିରଗୁନ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like