-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘ ସୁବର୍ଣ୍ଣପୁର ଜିଲ୍ଲାର ଶତାବ୍ଦୀ ବର୍ଷ ତଥା ବିଜୟା ଦଶମୀ ଉତ୍ସବ ପାଳନ।

05-Oct-2025



(ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲାର ଶତାବ୍ଦୀ ବର୍ଷ କାର୍ଯ୍ୟକ୍ରମର ଉଦଘାଟନ ହୋଇଛି। ୨୦୨୫ ମସିହା ବିଜୟା ଦଶମୀ ଦିନ ସଂଘକୁ ଏକ ଶହ ବର୍ଷ ପୂର୍ତ୍ତି ଅବସରରେ ସୁବର୍ଣ୍ଣପୁର ଜିଲ୍ଲାରେ ଶତାବ୍ଦୀ ବର୍ଷ ପାଳନ ହୋଇଛି ଏହି ଅବସରରେ ଜିଲ୍ଲାର ବିଭିନ୍ନ ସ୍ଥାନରୁ ଶତାଧିକ ସ୍ଵୟଂ ସେବକ ସୋନପୁର ଅଧିଷ୍ଠାତ୍ରୀ ଦେବୀ ମା ସୁରେଶ୍ଵରୀଙ୍କ ମନ୍ଦିରରୁ ଏକ ବିରାଟ ସଞ୍ଚଳନ ବାହାରି ସୋନପୁର ଦୁର୍ଗା ମଣ୍ଡପ ଛକ, ବିଜୁ ପଟ୍ଟନାୟକ ଛକ, ମଝିପଡ଼ା, କଚେରି ଛକ, ଆମ୍ବେଦକର ଛକ, ବ୍ଲକ ଛକ ଦେଇ ରୟାଲ ପଡ଼ିଆରେ ସରିଥିଲା। ଏହି ସଞ୍ଚାଳନ ସମୟରେ ସହରର ବିଭିନ୍ନ ଛକ ସ୍ଥାନ ମାନଙ୍କରେ ଭବ୍ୟ ସ୍ବାଗତ ମାନ ହୋଇଥିଲା। ରୟାଲ ପଡ଼ିଆରେ ବିଭିନ୍ନ ପ୍ରକାର ଶାରୀରିକ ପ୍ରଦର୍ଶନ ନିୟୁଦ୍ଧ୍, ସୂର୍ଯ୍ୟ ନମସ୍କାର, ଦଣ୍ଡ ଯୋଗ, ପ୍ରହାର ମାନ ପ୍ରଦର୍ଶନ କରିଥିଲେ। ମଞ୍ଚାରେ ସୁବର୍ଣ୍ଣପୁର ଜିଲ୍ଲା ସଂଘ ପରିବାରର ମାନନୀୟ ଜିଲ୍ଲା ସଂଘ ଚାଳକ ଦିଲ୍ଲୀପ କୁମାର ତ୍ରିପାଠୀ, ଜିଲ୍ଲା କର୍ଯ୍ୟବାହ ଧର୍ମେନ୍ଦ୍ର ବଡମାଳି, ମୁଖ୍ୟ ଅତିଥି ଅବସର ପ୍ରାପ୍ତ ସେନା ଅଧିକାରୀ  ପଦ୍ମଲୋଚନ ମହାଲିଙ୍ଗ ଓ ମୁଖ୍ୟ ବକ୍ତା ଭାବରେ ଡାକ୍ତର ବିଭୁଦତ୍ତ ପ୍ରମୋଦ କୁମାର ମିଶ୍ର ମଞ୍ଚାସିନ ଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ  ଅତିଥି ତାଙ୍କ ବକ୍ତବ୍ୟରେ ସ୍ୱୟଂସେବକ ମାନଙ୍କୁ ଦେଶର ସେନା ବାହିନୀ ସହିତ ତୁଳନା କରିଥିଲେ ଓ ସ୍ୱୟଂସେବକ ମାନଙ୍କୁ ଉତ୍ସାହୀତ କରିଥିଲେ। ମୁଖ୍ୟ ବକ୍ତା ସଂଘ ଇତିହାସରେ ବିଭିନ୍ନ ସଂଘର୍ଷ ମାଧ୍ୟମରେ ଭାରତକୁ ପରମ ବୈଭବଶାଳୀ ଗଢିବାରେ ଦେଶର ବିଭିନ୍ନ ସ୍ଥାନରେ ଶାଖା ଦ୍ୱାରା ଉତ୍କୃଷ୍ଠ ମନୁଷ୍ୟ ନିର୍ମାଣ ତାସହ  ସଙ୍ଘ ନିର୍ମାଣ ପୃଷ୍ଠଭୂମି ଉପରେ ଅନେକ ତଥ୍ୟତ୍ମକ ବିଷୟ ରଖିଥିଲେ। ସଂଘର ନିର୍ମାତା ପରମ ପୂଜନୀୟ ଡାକ୍ତର କେଶବ ବଳିରାମ ହେଡଗୱାରଙ୍କ ସଂଘର୍ଷ ମୟ ଜୀବନୀ ଉପରେ ତଥ୍ୟ ରଖିଥିଲେ। ଏହି କାର୍ଯ୍ୟକ୍ରମରେ ସହଜିଲ୍ଲା ଜିଲ୍ଲା ସଂଘ ଚାଳକ ଜୟଦ୍ରଥ ଜଗଦଲ୍ଳା,  ତରଭା ଖଣ୍ଡ ସଂଘ ଚାଲକ ମାଂଗେଲାଲ ଅଗ୍ରୱାଲ, ନଗର ସଂଘ ଚାଳକ ଶିବ ପ୍ରସାଦ ପାତ୍ର, ସହ ଜିଲ୍ଲା କାର୍ଯ୍ୟବହ ହୃଷୀକେଶ ଭୋଇ, ସହ ପ୍ରାନ୍ତ ପ୍ରଚାର ପ୍ରମୁଖ ପ୍ରଣବ ନାୟକ, ସେବା ପ୍ରମୁଖ କୃପା ସିନ୍ଧୁ ମହାକୁର, ଜିଲ୍ଲା ପ୍ରଚାର ପ୍ରମୁଖ ରଶ୍ମି ରଞ୍ଜନ ଦାସ, ପୂର୍ଣ୍ଣ ଚନ୍ଦ୍ର  ଖମାରୀ,, ଯୁଧିଷ୍ଠିର ଖମାରୀ, ଜଳଦେବ ବରିହା, ରାଜେନ୍ଦ୍ର ନାୟକ,  ବିପିନ ବିହାରୀ ବାଗ, ବିଭୂତି ଭୂଷଣ କୁଦେଇ,   ଦୀପକ ମହାପାତ୍ର, କେଦାର ଦାସ, ସଞ୍ଜୟ ମହାପାତ୍ର, ସୁବାଷ ମିଶ୍ର, ସୁଶାନ୍ତ ପଧାନ,   ରାଜେଶ୍ ସିଂ, ଚନ୍ଦନ ପ୍ରହରାଜ, ବ୍ରଜ ମୋହନ ସାହୁ, ଆନନ୍ଦ ସାହୁ ସମସ୍ତେ ମିଶି ଅଗ୍ରଣୀ ଭୂମିକା ଗ୍ରହଣ କରିଥିଲେ, ଶେଷରେ ଜିଲ୍ଲା କାର୍ଯ୍ୟବାହ ଧର୍ମେନ୍ଦ୍ର ବଡମାଳୀ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like