-+91-9937148622 |
prerana_bgr@rediffmail.com |
Sunday 26th April 2026 |
R.N.I. Regd No. ODIODI/2010/46693
Breaking News
06-Oct-2025
ନବରଙ୍ଗପୁର ( ପ୍ରିୟଦର୍ଶିନୀ ପାତ୍ର)
ମାଁ ଦୁର୍ଗାଙ୍କ ଭସାଣି। ଭସାଣି ଉତ୍ସବରେ ଦୁଲୁକିଲା ଡାବୁଗାଁ ମାଟି ।ଦୁର୍ଗାପୂଜା କମିଟି ଦ୍ଵାରା ଆୟୋଜିତ ବିରାଟକାୟ ମେଢ଼କୁ ବିରାଟ ପଟୁଆରରେ ବିସର୍ଜନ କରାଯାଇଛି। ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ନାଚ ଗୀତର ତାଳେ ତାଳେ କ୍ଳବର୍ ସଦସ୍ୟମାନଙ୍କ ସହିତ ଗ୍ରାମ ବାସୀ ଅତି ଆନନ୍ଦ ଉଲ୍ଲାସରେ ଝୁମିଥିଲେ। ବହୁ ଦୂର ଦୂରାନ୍ତରୁ ପୂଜା କମିଟି ଗୁଡିକ ଦାମିକିଆ ଡି ଜେ ସାଉଣ୍ଡ , ଆଦିବାସୀ ଲୋକ ନୃତ୍ୟ ଓ ଆଧୁନିକ ସଙ୍ଗୀତ ପରିବେଷଣରେ ଲୋକେ ମସଗୁଲ ହୋଇଥିଲେ । ଶାନ୍ତି ଶୃଙ୍ଖଳା ରକ୍ଷା କରିବା ସହିତ ଟ୍ରାଫିକ ବ୍ୟବସ୍ଥା ପାଇଁ ପୋଲିସ ବ୍ୟାପକ ବନ୍ଦୋବସ୍ତ କରିଥିଲେ।