-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ସାଉନ୍ତେଶ୍ୱରୀ ଦେବୀଙ୍କ ପୁସ୍ତକ ଉନ୍ମୋଚନ ପଦ୍ମଶ୍ରୀ ହଳଧର ନାଗ ସାଉନ୍ତେଶ୍ୱରୀ ଦେବୀଙ୍କ କାବ୍ୟ ଲେଖିବେ

06-Oct-2025



ବଲାଙ୍ଗିର (ପ୍ରେରଣା ଖବର)
 ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ସାଉନ୍ତପୁର ଗ୍ରାମ ରେ ମାଁ ସାଉନ୍ତେଶ୍ୱରୀ ମନ୍ଦିରରେ ସାଉନ୍ତେଶ୍ୱରୀ ଦେବୀଙ୍କ ପୀଠ ରେ ପୂଜାର୍ଚ୍ଚନା କରି ଏକ ସଭା ଆୟୋଜିତ ହୋଇଥିଲା । ସଭାକୁ ସ୍ୱାଗତ ଭାଷଣ ଦେଇଥିଲେ ଜଗବନ୍ଧୁ ପ୍ରଧାନ, ମୁଖ୍ୟ ଅତିଥି ଭାବେ ପଦ୍ମଶ୍ରୀ ହଳଧର ନାଗ, ସମ୍ମାନିତ ଅତିଥି ଭାବେ ଡା. ରୁଦ୍ର ନାରାୟଣ ପଟେଲ, ଦେବାଳୟ ସୁରକ୍ଷା କମିଟି ସଭାପତି ଜୟକୃଷ୍ଣ ମିଶ୍ର, ପ୍ରଶାନ୍ତ ମହାକୁର ମଂଚାସିନ ହୋଇଥିବା ବେଳେ ପରିଚାଳନା କରିଥିଲେ ପ୍ରଦୀପ କୁମାର ପ୍ରଧାନ । ଯୁଗେ ଯୁଗେ ସାଉନ୍ତେଶ୍ୱରୀ ଦେବୀ ପୁସ୍ତକ ଉନ୍ମୋଚିତ କରିଥିଲେ ପଦ୍ମଶ୍ରୀ ହଳଧର ନାଗ । ଏହି ପୁସ୍ତକରେ ଦେବୀ ଙ୍କ କିମଦନ୍ତି , ଐତିହ୍ୟ ଓ ତନ୍ତ୍ରମନ୍ତ୍ର ଯନ୍ତ୍ର ଓ ଦେବୀଙ୍କ ମହିମା ପୂଜାର୍ଚ୍ଚନା ଉପରେ ଓ ୧୬ ପୂଜା ଓ ଦେବୀଙ୍କ ଅଭିର୍ଭାବ ଏହି ପୁସ୍ତକରେ ସ୍ଥାନ ପାଇଛି । ପଦ୍ମଶ୍ରୀ ହଳଧର ନାଗ ଏହି ସାଉନ୍ତେଶ୍ୱରୀ ଦେବୀଙ୍କ ଉପରେ ଏକ କାବ୍ୟ ଲେଖିବେ ଏବଂ ରାଜ୍ୟ ସରକାର , କେନ୍ଦ୍ର ସରକାରଙ୍କୁ ପ୍ରଦାନ କରିବେ ଏବଂ ପଶ୍ଚିମ ଓଡିଶାର ବିଭିନ୍ନ ଦେବାଦେବୀ ପୀଠ ର ସୁରକ୍ଷା ପାଇଁ ପ୍ରଦାନ କରିବେ । ଏହି ପୁସ୍ତକ କୁ ଲେଖକ ଉକାଳୁ ସା, ପ୍ରକାଶକ ସୁଦର୍ଶନ ଓ ହୃଷିକେଶ ସ୍ୱାଇଁ କରିଥିବା ବେଳେ ସହଯୋଗ କରିଥିଲେ ମନୋଜ ସାହୁ, ସୁବ୍ରତ ପଧାନ, ମୁକେଶ ମାଲବ୍ୟ ସାହୁ, ଲଳିତ ଭୋଇ, ଗରିବ ସାହୁ, ରୋହିତ ପଧାନ, ଦୁର୍ଗା ଭୁଏ । ଧନ୍ୟବାଦ ଅର୍ପଣ କରିଥିଲେ ରାମ ଗୋପାଳ ଭୁଏ । ଏହି ଅବସରରେ କୁନି କୁନି ପିଲାମାନେ ଲେତପାଲି ଡ୍ୟାନ୍ସ ଗୃପ ନୃତ୍ୟ ପରିବେଷଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like