-+91-9937148622 |

prerana_bgr@rediffmail.com |

  Tuesday 5th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   (05-May-2026)       ||      କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତ ରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ l   (05-May-2026)       ||      ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||      ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   (05-May-2026)       ||      ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   (05-May-2026)       ||      ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ   (05-May-2026)       ||      *ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   (04-May-2026)       ||      ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା    (04-May-2026)       ||      *ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   (04-May-2026)       ||      ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   (04-May-2026)       ||      लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   (04-May-2026)       ||      Summer Camp Inaugurated at Brightmoor International School   (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   (04-May-2026)       ||      *ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   (04-May-2026)       ||      ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   (04-May-2026)       ||      ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ    (04-May-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (04-May-2026)       ||     

HOME   ଜିଲ୍ଲା

ହାତୀର ଉନ୍ମତକାଣ୍ଡ : ରାସ୍ତାରେ ଗଛ ଡାଳ ପକାଇ ୨ ଘଣ୍ଟା କଲା ଅବରୋଧ, ଅଟକିରହିଲା ଯାନବାହାନ

29-Jan-2021



କଳାହାଣ୍ଡି(ସଂଜୀବ କୁମାର ଦାସ) : କଳାହାଣ୍ଡି ଜିଲ୍ଲା ଭବାନୀପାଟଣା-ଥୁଆମୂଳରାମପୁର ୪୬ ନମ୍ବର ରାଜ୍ୟ ରାଜପଥ ଘାଟି ନିକଟରେ ଦୁଇ ଘଣ୍ଟା ରାସ୍ତା ଅବରୋଧ କଲା ଜଙ୍ଗଲୀ ହାତୀ । ଗୁରୁବାର ବିଳମ୍ବିତ ରାତିରେ ଭବାନୀପାଟଣାରୁ ଥୁଆମୂଳ ରାମପୁର ରାସ୍ତାରେ ହାତୀ ଆତଙ୍କ ଦେଖିବାକୁ ମିଳିଥିଲା ।

ଫୁର୍ଲିଝରନ ଓ ଶଗଡା ମଝି ଜଙ୍ଗଲରେ ବଣୁଆ ହାତୀ ରାସ୍ତା ଉପରକୁ ଚାଲି ଆସିଥିଲା । ଗଛ ଓ ଡାଳ ଭାଙ୍ଗି ରାସ୍ତା ଉପରେ ପକାଇ ରାସ୍ତା ଅବରୋଧ କରି ହାତୀ ଛିଡା ହୋଇ ରହିଥିଲା । ଫଳରେ ରାସ୍ତା ଦୁଇ ପାର୍ଶ୍ଵରେ ଯାନବାହାନ ଅଟକି ରହିଥିଲା । ଦୀର୍ଘ ଦୁଇ ଘଣ୍ଟା ପରେ ହାତୀ ରାସ୍ତାରୁ ହଟି ତଳକୁ ଚାଲି ଯାଇଥିଲା। ଫଳରେ ଲୋକେ ଯାତାୟତ କରିଥିଲେ । ଏହି ସ୍ଥାନରେ ମୋବାଇଲ ନେଟୱର୍କ ନ ଥିବା ଯୋଗୁଁ ଲୋକେ ଭୟଭୀତ ଅବସ୍ଥାରେ ଅଟକି ରହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   05-May-2026
କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତ ରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ l   05-May-2026
  ରାଜ୍ୟ  
ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   05-May-2026
  ଜିଲ୍ଲା  
ଚାଷୀ ସଚେତନତା ସମାବେଶ   05-May-2026
  ଜିଲ୍ଲା  
ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   05-May-2026
  ଜିଲ୍ଲା  
ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   05-May-2026
  ଜିଲ୍ଲା  
ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ   05-May-2026
  ଜିଲ୍ଲା  
*ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   04-May-2026
  ଜିଲ୍ଲା  
ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା   04-May-2026
  ଜିଲ୍ଲା  
*ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   04-May-2026
  ରାଜ୍ୟ  
ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   04-May-2026
  ଜିଲ୍ଲା  
लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   04-May-2026

You Might Also Like