-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

 ଅଲଣ୍ଡା ସରପଞ୍ଚଙ୍କ ନିଆରା ପଦକ୍ଷେପ, ପଞ୍ଚାୟତ ର ଛାତ୍ରଛାତ୍ରୀ ଙ୍କୁ ଏଣିକି ମାଗଣା ଟ୍ୟୁସନ

06-Oct-2025



ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଏକ ଦାଦନ ପ୍ରବଣ, ମରୁଡି ପ୍ରପୀଡ଼ିତ, ଛୁଆ ବିକ୍ରୀ, ଶିଶୁବଳି ଭଲି ଅପଯଶ ପାଇଁ ବେଶ୍ ପରିଚିତ। ତେବେ ଏପରି ସ୍ଥିତିରେ ଅଲଣ୍ଡା ପଞ୍ଚାୟତ ମଧ୍ୟ ଅଛୁଆଁ ନୁହେଁ। କିଛି ବର୍ଷ ତଳେ ଧାନ ବିକ୍ରୀ ପାଇଁ ପଞ୍ଜିକରଣ କରିଥିବା ଚାଷୀ ମାନଙ୍କ ଟୋକନ ଲ୍ୟାପ୍ସ ହୋଇଯାଇଥିବା ଦେଖି ତତ୍କାଳୀନ ବଙ୍ଗୋମୁଣ୍ଡା ତହସିଲଦାର ଚାଷୀ ମାନଙ୍କ ଘରକୁ ଘର ଯାଇ ସ୍ଥିତି ଦେଖି ଅବାକ୍ ହୋଇଯାଇଥିଲେ। କାରଣ ପେଟପାଟଣା ପାଇଁ କିଏ ଘରେ ପାଠ ପଢୁଥିବା ଝିଅ ସାଙ୍ଗରେ ଛୋଟ ଛୋଟ ଶିଶୁମାନଙ୍କୁ ଛାଡି କାମ ଅନ୍ବେଷଣରେ ବାହାର ରାଜ୍ୟ ଯାଇଛି ତ କିଏ ବୃଦ୍ଧ ବୃଦ୍ଧା ମାନଙ୍କ ଭରସାରେ ଛୋଟ ଛୋଟ ଶିଶୁମାନଙ୍କୁ ଛାଡି ଯାଇଛି। ଆଉ କିଛି ଘରମାନଙ୍କରେ ତାଲା ଝୁଲୁଥିବା ଭଲି ସ୍ଥିତି ଦେଖାଯାଇଥିଲା। ଘଟଣାଟି ଗଣମାଧ୍ୟମ ର ପୃଷ୍ଠା ମଣ୍ଡନ କରିବାପରେ ଏକ ୧୦ ମ ପଢୁଥିବା ଝିଅ ପ୍ୟାକ୍ସ ରେ ନିଜ ବାପା ନାଁ ରେ ଥିବା ଧାନ ବିକ୍ରୀ କରିଥିଲା। ଏପରି ଏକ ପଞ୍ଚାୟତ ରେ ଶିକ୍ଷା ଅପେକ୍ଷା ପେଟପାଟଣା ଗୁରୁତ୍ବପୂର୍ଣ୍ଣ। ସରକାର ମନରେଗା ଯୋଜନାରେ କାମ ଯୋଗାଇ ଦେଉଥିବାରୁ ବର୍ତ୍ତମାନ ସ୍ଥିତି ଗୋଟିଏ ପ୍ରକାର ଠିକ୍ ଥିଲେ ହେଁ ଶିକ୍ଷା କୁ ପ୍ରାଥମିକତା ଜରୁରୀ ଅଟେ।
ତେଣୁ ଅଲଣ୍ଡା ପଞ୍ଚାୟତ ସରପଞ୍ଚ ନିବେଦିତା ବାଗ ଏକ ନିଆରା ପଦକ୍ଷେପ ଗ୍ରହଣ କରିଥିବା ଦେଖିବାକୁ ମିଳିଛି। ଏଣିକି ଅଲଣ୍ଡା ପଞ୍ଚାୟତ ରେ ଥିବା ମାଟ୍ରିକ ୧୦ ମ ଶ୍ରେଣୀ ର ସମସ୍ତ ଛାତ୍ରଛାତ୍ରୀଙ୍କୁ ମାଗଣାରେ (କୋଚିଂ) ଟ୍ୟୁସନ ପଢାହେବ। ଏଥିପାଇଁ ପଞ୍ଚାୟତ କାର୍ଯ୍ୟାଳୟର ଏକ କୋଠା କୁ ବହୁତ ସୁନ୍ଦର ଭାବେ ବିଭିନ୍ନ ଗଠନମୂଳକ ଚିତ୍ର ତଥା ମୋଟିଭେସନ ଲେଖା କାନ୍ଥ ମାନଙ୍କରେ ଲଗାଯାଇଛି। ଫଳରେ କୋଠରୀ ଭିତରକୁ ପ୍ରବେଶ କଲାମାତ୍ରେ ପାଠପଢ଼ା ପାଇଁ ପରିବେଶ ଅନୁକୂଳ ଥିଲା ଭଲି ମନେ ହେଉଛି। ଏ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମାଁ ଦ୍ୱାରସେହ୍ନୀ ଙ୍କ ପ୍ରସିଦ୍ଧ ଦଶହରା ଯାତ୍ରାର ବିଜୟା ଦଶମୀ ଦିନ ଶୁଭାରମ୍ଭ କରାଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବରେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ, ସମ୍ମାନୀୟ ଅତିଥି ଭାବେ ଓଡ଼ିଶା ୟୂନିଅନ ଅଫ ଜର୍ଣ୍ଣାଲିଷ୍ଟ ବଲାଙ୍ଗୀର ଜିଲ୍ଲା ଟ୍ରିବ୍ୟୁନାଲ ଅଧ୍ୟକ୍ଷ ଅନୀଲ କୁମାର ତ୍ରିପାଠୀ, ମୁଖ୍ୟ ବକ୍ତା ଭାବେ ଅଲଣ୍ଡା ହାଇସ୍କୁଲର ପ୍ରଧାନ ଶିକ୍ଷକ ସୁଧାଂଶୁ ଶେଖର ରାଉତରାୟ , ମାନସ ରଞ୍ଜନ ପୁରୋହିତ, ଜ୍ଞାନେନ୍ଦ୍ର ସ୍ବାଇଁ, ଯୁବନେତା ଯୁବରାଜ ବାଗ , ସମସ୍ତ ଓ୍ବାର୍ଡ ସଭ୍ୟ ଓ ସଭ୍ୟା, ପଞ୍ଚାୟତ ର ସମସ୍ତ କର୍ମଚାରୀ, ଛାତ୍ରଛାତ୍ରୀ, ପଞ୍ଚାୟତ ର ଅଭିଭାବକ ତଥା ସମସ୍ତ ଭଦ୍ରବ୍ୟକ୍ତି ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like