-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||     

HOME   ଜିଲ୍ଲା

ଭାଇ ଭଉଣୀଙ୍କ ସଫଳତା,ବିଭିନ୍ନ ମହଲରୁ ଶୁଭେଚ୍ଛା

06-Oct-2025



ବରୀ(ରଞ୍ଜିତ କୁମାର ମହାନ୍ତି):  ବରୀ ବ୍ଲକ ଅଧିନସ୍ଥ ବାଲିବିଲ ଗ୍ରାମର ଦୁଇ ଭାଇ ଭଉଣୀ ପିଏଚଡ଼ି ଲାଭ କରିଥିବାରୁ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ର ସୁଅ ଛୁଟିଛି।ସୂଚନାଯୋଗ୍ୟ ରାଜେନ୍ଦ୍ର ସାମଲ ଓ ରେଣୁବାଳା ସାମଲ ଙ୍କ ପୁଅ ପ୍ରଭୁଦତ୍ତ ସାମଲ କିଟ ବିଶ୍ୱବିଦ୍ୟାଳୟ  ରେ  ଇଂରାଜୀ ବିଷୟରେ ପରିବେଶ ପରିବର୍ତ୍ତନ ଗବେଷଣା କରୁଥିବା ବେଳେ  ଝିଅ ରାଜଶ୍ରୀ ସାମଲ ଅର୍ଥନୀତି ବିଭାଗରେ ଇକୋଟୁରିଜିମ୍, ଜୀବିକା ଏବଂ ସଂରକ୍ଷଣ ସମ୍ପର୍କ ରେ ଗବେଷଣା କରି କୃତିତ୍ୱ ଅର୍ଜନ କରିଛନ୍ତି।ଉଭୟେ ଶିକ୍ଷା କ୍ଷେତ୍ରରେ ଅଧ୍ୟବସାୟ ଯୋଗୁଁ ସର୍ବଦା ପ୍ରଥମ ଶ୍ରେଣୀ ହାସଲ କରି ଉତ୍ତୀର୍ଣ୍ଣ ହୋଇଥିଲେ।ଏହି ଖବର ପ୍ରଚାରିତ ହେବା ପରେ ବରୀ ବିଧାୟକ ବିଶ୍ୱ ରଞ୍ଜନ ମଲ୍ଲିକ,ଅଧକ୍ଷ ଅଶୋକ ଗେଡି,ଜିଲ୍ଲା ପରିଷଦ ସଭ୍ୟ ସନ୍ତୋଷ ସାମଲ,ସରପଞ୍ଚ ମଧୁସ୍ମିତା ସାମଲ,ସମିତି ସଭ୍ୟା ସୁଧାଂଶୁବାଳା ସାମଲ ଉଭୟେ ଭାଇ ଭଉଣୀ ଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କ ଶିକ୍ଷା କ୍ଷେତ୍ରରେ ଉତୋରତର କାମନା କରିଛନ୍ତି।ପ୍ରଭୁଦତ୍ତ ଆଗାମୀ ଦିନରେ ଗବେଷଣା ଜାରି ରଖିବେ ବୋଲି ମତ ରଖିଥିବା ବେଳେ ରାଜଶ୍ରୀ ପର୍ଯ୍ୟଟନ ଓ ଜୀବିକା ସଂରକ୍ଷଣ ବିଭାଗରେ ଗବେଷଣା ଜାରି ରଖିବେ ବୋଲି ଗଣମାଧ୍ୟମ କୁ ସୂଚନା ଦେଇଛନ୍ତି।ସେମାନଙ୍କ ସଫଳତା ପାଇଁ ଜେଜେ ଓ ଜେଜେମା ସ୍ବର୍ଗତ ପୁରୁଷୋତ୍ତମ ସାମଲ,ଭଗବତୀ ସାମଲ ଓ ଅଜା ଆଇ କୈଳାସ ମହାପାତ୍ର ଓ ହେମଲତା ମହାପାତ୍ର ଙ୍କ ସମେତ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ଆଶୀର୍ବାଦ ଯୋଗୁଁ ଏହା ସମ୍ଭବ ହୋଇପାରିଛି ବୋଲି ମତ ରଖିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026

You Might Also Like