-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ବ୍ୟବସ୍ଥା ବାଟ ହୁଡିଲେ ଗଣମାଧ୍ୟମ ଲକ୍ଷ୍ମଣରେଖା ଟପିବାକୁ ବାଧ୍ୟ ହେବ

06-Oct-2025



ପାଣିକୋଇଲି(ପ୍ରେରଣା ଖବର): ଦେଶର ଗଣତନ୍ତ୍ର ବାସ୍ତବରେ ତିନୋଟି ସ୍ତମ୍ଭ ଉପରେ ଦଣ୍ଡାୟମାନ।ଏହି ତିନି ସ୍ତମ୍ବର କାର୍ଯ୍ୟଧାରାକୁ ଚତୁର୍ଥସ୍ତମ୍ବର ଆଖ୍ୟା ଦିଆଯାଇଥିବା ଗଣମାଧ୍ୟମ ନୀରିକ୍ଷଣ କରିଥାଏ। ଏବେ ଗଣତାନ୍ତ୍ରିକ ବ୍ୟବସ୍ଥା ବାଟ ହୁଡୁଛୁ। ସର୍ବତ୍ର ବ୍ୟତିକ୍ରମ ପରିଲକ୍ଷିତ ହେଉଛି।ଆଉ ଗଣତନ୍ତ୍ରର  ସୁରକ୍ଷା ନିମନ୍ତେ ଆବଶ୍ୟକ ପଡିଲେ ଗଣମାଧ୍ୟମ ତାର ଲକ୍ଷ୍ମଣ ରେଖା ଅତିକ୍ରମ କରିବାକୁ ବାଧ୍ୟ ହେବ ବୋଲି "ଷ୍ଟେଟ ୟୁନିଅନ ଅଫ୍ ଜର୍ନାଲିଷ୍ଟସ (ଏସୟୁଜେ) ଓଡ଼ିଶା" ର ଆଂଚଳିକ ସମାବେଶରେ ବକ୍ତା ମାନେ ମତବ୍ୟକ୍ତ କରିଛନ୍ତି। ଯାଜପୁର ଜିଲ୍ଲା 

ସାମ୍ବାଦିକ ସଂଘ ଆୟୋଜନ କ୍ରମେ ଷଠିପୁର ସ୍ଥିତ ବିକେବି କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସଂଘର ସଭାପତି ସୁବାଷ ଧଳ ଅଧ୍ୟକ୍ଷତା କରିଥିଲେ। ଅଶୋକ ଦାସ ଫାଉଣ୍ଡେସନର ମହାସଚିବ ଭବ ପ୍ରସାଦ ଦାସ, ଏସୟୁଜେ ଓଡ଼ିଶାର ସଭାପତି କୈଳାଶ ଚନ୍ଦ୍ର ନାୟକ, ବ୍ୟାସନଗରର ପୂର୍ବତନ ପୌରାଧ୍ୟକ୍ଷା ସବିତା ରାଉତ, ଜାତୀୟ ସାମ୍ବାଦିକ ୟୁନିୟନର ସାଂଗଠନିକ ସମ୍ପାଦକ ଡଃ ଚିନ୍ତାମଣି ପାଢ଼ୀ,ରାଜ୍ୟ ସାମ୍ବାଦିକ କଲ୍ୟାଣ ପାଣ୍ଠି ଅଧ୍ୟକ୍ଷ ଗଗନ ବିହାରୀ ସାହୁ ପ୍ରମୁଖ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିବା ସଙ୍ଗେ ସଙ୍ଗେ "ଗଣମାଧ୍ୟମର ଲକ୍ଷ୍ମଣ ରେଖା" ଶୀର୍ଷକ ଆଲୋଚନାଚକ୍ରରେ ଉପରୋକ୍ତ ବକ୍ତବ୍ୟ ରଖିଥିଲେ। ପ୍ରାରମ୍ଭରେ ଜିଲ୍ଲା ସାଧାରଣ ସମ୍ପାଦକ ଅବିନେଶ୍ଵର ଶତପଥୀ ସ୍ୱାଗତ ଅଭିଭାଷଣ ଓ ଅତିଥି ମାନଙ୍କର ପରିଚୟ ପ୍ରଦାନ କରିଥିଲେ। ଅନ୍ୟତମ ଅତିଥି ଭାବେ ରାଜ୍ୟ ଉପସଭାପତି ବାସୁଦେବ ତ୍ରିପାଠୀ,ମୁଖ୍ୟ ସଂଯୋଜକ ଶଶୀଭୂଷଣ ଷଡ଼ଙ୍ଗୀ, ଜାତୀୟ କାର୍ଯ୍ୟକାରିଣୀ ସଭ୍ୟ ପ୍ରୟାଗରାଜ କର ଓ ଦିଲିପ ମିଶ୍ର ପ୍ରମୁଖ ଯୋଗ ଦେଇ ଆଲୋଚନା କରିଥିଲେ। 

ଅନ୍ୟ ପକ୍ଷରେ ଏହି ଆଂଚଳିକ ସମାବେଶରେ କଟକ ଜିଲ୍ଲା ସଭାପତି ରମେଶ ପ୍ରଧାନ, ଅନୁଗୋଳ ସଭାପତି ବିରଜା ଶଙ୍କର ମିଶ୍ର,ଭଦ୍ରକ ଜିଲ୍ଲା ସଭାପତି ପ୍ରତାପ ଦାସ, ପୁରୀ ଜିଲ୍ଲା ସଭାପତି ଡ଼ା କେଦାର ନାଥ ମିଶ୍ର,  ଜଗତସିଂହପୁର ସଭାପତି ପ୍ରଶାନ୍ତ ରାଉତ, କେନ୍ଦ୍ରାପଡ଼ା ଜିଲ୍ଲା ସଭାପତି ଦୈତାରୀ ଜେନା ପ୍ରମୁଖ ବକ୍ତବ୍ୟ ରଖି ରାଜ୍ୟ ସରକାରଙ୍କ ନିକଟରେ ସାମ୍ବାଦିକ ଙ୍କ ସର୍ବନିମ୍ନ ସମସ୍ୟାର ସମାଧାନ ପାଇଁ ରାଜ୍ୟ ସଙ୍ଘ ରାଜରାସ୍ତା କୁ ଓହ୍ଲାଇ ଆସୁ ବୋଲି ଆହ୍ୱାନ ଦେଇଥିଲେ। ଶେଷରେ ସହ ସମ୍ପାଦକ ବିରଂଚି ନାରାୟଣ ଖୁଣ୍ଟିଆ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like