-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଭିତ୍ତିଭୂମି ନଥାଇ ଚାଲିଛି ପାଥୋଲୋଜି କ୍ଲିନିକ୍: ବିନା ନିୟମାବଳୀ ଓ ନିର୍ଦ୍ଦେଶରେ ଚାଲିଛି କ୍ଲିନିକ,ତଦନ୍ତ ଦାବୀ

06-Oct-2025



କାଲିମେଳା(ସନ୍ତୋଷ କୁମାର ପଣ୍ଡା): କାଲିମେଳା ଅଞ୍ଚଳରେ ଚାଲୁଥିବା ପାଥୋଲୋଜି କ୍ଲିନିକ ନିୟମାବଳୀ ଅନୁସାରେ ନଥିବା ଦେଖିବା ପାଇଁ ମିଳିଛି । ଫଳରେ ବିଭିନ୍ନ ରୋଗୀ ଏଠାକୁ ଆସି  ଅସୁବିଧାରେ ପଡୁଛନ୍ତି । ଜିଲ୍ଲା ମୂଖ୍ୟ ଚିକିତ୍ସାଧିକାରୀ ତଥା ମେଡିକାଲ ଶିକ୍ଷା ଓ ତାଲିମ୍ ନିର୍ଦ୍ଦେଶକ (ଡିଏମଇଟି) ଙ୍କ ସ୍ବତନ୍ତ୍ର ନିୟମାବଳୀ ଓ ନିର୍ଦ୍ଦେଶ ଅନୁଯାୟୀ ଗୋଟିଏ ମଳ ମୁତ୍ର ଓ ରକ୍ତ ପରିକ୍ଷା ନିମନ୍ତେ ଏକ ପାଥୋଲୋଜି  କ୍ଲିନିକ୍ ଖୋଲିବା ପାଇଁ ଅନ୍ୟୁନ ୪ ବଖରା ଘରର ଆବଶ୍ୟକତା ରହିଛି ।  ଗୋଟିଏ ପାଇଖାନା, ଗୋଟିଏ ରୋଗୀ ଶଯ୍ୟା, ଯୋଗ୍ୟତା ସହ ଅନ୍ୟୁନ ୨ ଜଣ ତାଲିମ୍ ପ୍ରାପ୍ତ ମହିଳା ଓ ପୁରୁଷ କର୍ମଚାରୀ, ବିଭିନ୍ନ ବର୍ଗର ପରିକ୍ଷା ଓ ତାର ଦର ତାଲିକାର ଫଳକ  ରହିବା ଆବଶ୍ୟକ  ।  ଏକ ପାଥୋଲୋଜି  କ୍ଲିନିକ୍ ଖୋଲିବା ପାଇଁ  ସମସ୍ତ ବିବରଣୀ ଓ ପରିକ୍ଷା କେନ୍ଦ୍ରର ନକ୍ସା ସହ ଆବେଦନ କରିବାକୁ ପଡ଼ିଥାଏ । ପରବର୍ତ୍ତୀ ସମୟରେ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟରୁ ଏକ ଟିମର ତଦନ୍ତ  କରିବା ପରେ କ୍ଲିନିକ୍ ଖୋଲିବାକୁ ଅନୁମତି ଦିଆଯିବାର ନିୟମ ରହିଛି । ତା ଛଡା ପଞ୍ଜିକରଣକୁ ପ୍ରତି ୫ ବର୍ଷରେ ଥରେ ନବିକରଣ କରିବା ସହିତ କ୍ଲିନିକ ବ୍ୟବସାୟୀଙ୍କ ନାମରେ ଉକ୍ତ ଘରର ୫ ବର୍ଷ  ମାଲିକାନା ସତ୍ୱର ପଞ୍ଜିକରଣ ନଥି ରହିବା ଜରୁରୀ  । କ୍ଲିନିକ ପାଇଁ  ୪ଟି ବଖରା ବିଶିଷ୍ଟ ଘରର ଆବଶ୍ୟକତା ଥିବା ସ୍ଥଳେ ଏଠାରେ ବ୍ଲକ ତଥା ଗ୍ରାମପଞ୍ଚାୟତରୁ ଭଡ଼ା ସୂତ୍ରରେ ମିଳିଥିବା ଗୋଟିଏ  ବଖରା ରେ ପାଥୋଲୋଜି କ୍ଲିନିକ୍ ଚାଲିଥିବା ଅଭିଯୋଗ ହେଉଛି ।  ପାଇଖାନା ନଥିବାରୁ  ମହିଳା ଠାରୁ ଆରମ୍ଭ କରି ଛୋଟ ଛୁଆ ପର୍ଯ୍ୟନ୍ତ ବାହାରେ ଶୈ।ଚ କରି ମଳ, ମୁତ୍ର ଆଣିବାକୁ ନିଦ୍ଧେର୍ଶ ଦିଆଯାଉଥିବା ବେଳେ ବିଶେଷ କରି ବର୍ଷା ଦିନ ଆସିଲେ ରୋଗୀ ନାହିଁ ନଥିବା ଅସୁବିଧା ଭୋଗୁଥିବା ଜଣାପଡିଛି  । ତାଛଡା ଜଣେ ରୋଗୀ ଘଡିଟିଏ ଆରାମ କରିବାକୁ ରୋଗୀ ଶଯ୍ୟା ମଧ୍ୟ ନାହିଁ । ତେଣୁ କରି ଭିତ୍ତିଭୂମି ନଥାଇ ହାତେଇଥିବା ଏହି ପାଥୋଲୋଜି କ୍ଲିନିକ୍ ର ତଦନ୍ତ କରିବା ସହ ଉଚିତ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like