-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ବୃହତ ଶ୍ରାବକ ଶ୍ରାବୀକା ସମ୍ମେଳନ ଅନୁଷ୍ଠିତ

06-Oct-2025



ଟିଟିଲାଗଡ଼/ବଲାଙ୍ଗୀର(ମନୋଜ କୁମାର ଜୈନ) ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ ସହର ଅନ୍ତର୍ଗତ ପିପଳପଦର ସ୍ଥିତ ଶୁଭମଙ୍ଗଳ ପେଳେସ ଠାରେ ଓଡିଶା ପ୍ରାନ୍ତୀୟ ଜୈନ ସ୍ବେତାମ୍ବର ତେରାପନ୍ଥ ସଭା ପକ୍ଷରୁ ବୃହତ ଶ୍ରାବକ ଶ୍ରାବୀକା ସମ୍ମେଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜୈନ ସ୍ବେତାମ୍ବର ତେରାପନ୍ଥ ଧର୍ମର ଆଚାର୍ଯ୍ଯ ମହାଶ୍ରମଣଜୀଙ୍କ ଶିଷ୍ୟା ଶ୍ରବଣୀ ନିର୍ଦ୍ଦେଶିକା 

ଡା. ନିର୍ବାଣ ପ୍ରଜ୍ଞାଜୀ ଓ ଶ୍ରବଣୀ ମଧ୍ୟସ୍ଥ ପ୍ରଜ୍ଞାଜୀଙ୍କ ସାନ୍ନିଧ୍ୟରେ ଏହି କାର୍ଯ୍ୟକ୍ରମ ଆଯୋଜିତ ହୋଇଥିଲା। ପ୍ରଥମେ ଜୈନ ଧର୍ମର ମହାମନ୍ତ୍ର ପଠନ କରି ଓଡିଶା ପ୍ରାନ୍ତୀୟ ଜୈନ ସ୍ବେତାମ୍ବର ତେରାପନ୍ଥ ସଭାର ଅଧ୍ୟକ୍ଷ ଇଂଜିନିୟର ମନୋଜ କୁମାର ଜୈନ ସଭାପତିତ୍ବରେ ଏକ ସଭା ଅନୁଷ୍ଠିତ ହୋଇ ଥିଲା। "ହମାରା ସଂଘ, ହମାରା ଦାୟିତ୍ବ " ବିଷୟରେ ଆଲୋଚନା କରାଯାଇଥିଲା। ଶ୍ରାବକ ଜୀବନରେ ଆଚାର, ବିଚାର, ଅନୁଶାସନ, ସଂୟମ ଓ ଧର୍ମର ପ୍ରେରଣା ଜାଗୃତ ହେବା ହେବା ଉଚିତ ବୋଲି ଶ୍ରବଣୀ ନିଦ୍ଦେର୍ଶିକା ଡା. ନିର୍ବାଣ ପ୍ରଜ୍ଞାଜୀ ମତ ପ୍ରକାଶ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ  ଟିଟିଲାଗଡ ବିଧାୟକ ନବୀନ ଜୈନ, ସମ୍ମାନିତ ଅତିଥି ଭାବେ ଟିଟିଲାଗଡ ପୌରପରିଷଦ ଅଧ୍ୟକ୍ଷା ମମତା ଜୈନ ଯୋଗଦେଇ ଥିବା ବେଳେ ସାହିତ୍ୟକାର ତୁଳସୀ ରାମ ଜୈନ, ମହାସଭାର ଆଞ୍ଚଳିକ ପ୍ରଭାରୀ ଛତ୍ରପାଳ ଜୈନ, ମହାସଭାର ଆଞ୍ଚଳିକ ସହପ୍ରଭାରୀ କେଶବ ନାରାୟଣ ଜୈନ, ଓଡିଶା ପ୍ରାନ୍ତୀୟ ଜୈନ ସ୍ବେତାମ୍ବର ତେରାପନ୍ଥ ସଭାର ପୂର୍ବତନ ଅଧ୍ୟକ୍ଷ ମୁକେଶ କୁମାର ଜୈନ,ମହାସଭା ଟ୍ରଷ୍ଟର ସଦସ୍ଯ ଜୟଭଗବାନ ଜୈନ , ଓଡିଶା ପ୍ରାନ୍ତୀୟ ଜୈନ ସ୍ବେତାମ୍ବର ତେରାପନ୍ଥ

ସଭାର ମହାମନ୍ତ୍ରୀ ସୁଦର୍ଶନ ଜୈନ ବିଶିଷ୍ଟ ଅତିଥି ଭାବେ ଯୋଗଦେଇ ଥିଲେ।  ଟିଟିଲାଗଡ ତେରାପନ୍ଥ ସଭାର ଅଧ୍ୟକ୍ଷ ଗୌତମ ଜୈନ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ବିଭିନ୍ନ ପ୍ରତିଭାବାନ ବ୍ୟକ୍ତି, ୮୫ ପ୍ରତିଶତ ମାର୍କ ରଖିଥିବା ପରୀକ୍ଷାର୍ଥୀ ଓ ପ୍ରତିଯୋଗିତାମାନଙ୍କୁ ସଫଳ କୃତୀ ଶିଶୁ, ଯୁବକ ଯୁବତୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ମହାସଭାର ଆଞ୍ଚଳିକ ସହପ୍ରଭାରୀ  ଭୂପେନ୍ଦ୍ର ଜୈନ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like