-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : * ବିଭିନ୍ନ ପ୍ରକାର ର ୩୫( ପଇଁତିରିଶ) ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ :

06-Oct-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ସୋନପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l  ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ. ନୃପରାଜ ସାହୁ ଓ  ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୩୫ ( ପଇଁତିରିଶ) ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୨୫ ( ପଚିଶ ) ଗୋଟି ଦରଖାସ୍ତ  ବ୍ୟକ୍ତିଗତ ରହିଥିବା ବେଳେ ୧୦ ( ଦଶ) ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଥିଲା। ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ  ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ବିଡ଼ିଓ, ସୋନପୁର,  ଶ୍ରୀ ସଂଜୀବ କୁମାର ସାହୁଙ୍କ  ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ  ଶୁଣାଣିରେ  ସୋନପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀ ପ୍ରହଲ୍ଲାଦ ନାୟକ. ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ, ସୁବର୍ଣ୍ଣପୁର, ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ, ସାଧାରଣ, ସୁବର୍ଣ୍ଣପୁର, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ,  ସୁବର୍ଣ୍ଣପୁର, ଶ୍ରୀ ଅଶ୍ୱିନୀ କୁମାର ମେହେର, ଉପ - ଜିଲ୍ଲାପାଳ, ସୋନପୁର ଶ୍ରୀମତି ସୌମ୍ୟାରୂପା ରଥଙ୍କ     ସମେତ  ତହସିଲଦାର, ସୋନପୁର, ଶ୍ରୀମତି ଜି ରଶ୍ମିରେଖା, ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ,କର୍ମଚାରୀ,ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ସୁବର୍ଣ୍ଣପୁର ଶ୍ରୀ ଅର୍ଜୁନ ମାଝୀଙ୍କ ସମେତ ବିଭିନ୍ନ ସମ୍ବାଦ ପତ୍ରର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ପ୍ରମୁଖ ଯୋଗଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like