-+91-9937148622 |

prerana_bgr@rediffmail.com |

  Saturday 25th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରାମୀଣ ଗୃହ ନିର୍ମାଣ ଯୋଜନା କାର୍ଯ୍ୟକାରୀତା ରେ ଆଗଲପୁର ବ୍ଲକ ଓଡ଼ିଶାରେ ଦ୍ଵିତୀୟ ପୁରସ୍କାର           (25-Apr-2026)       ||      ଜିଲ୍ଲା ସ୍ତରୀୟ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ   (25-Apr-2026)       ||      କଣ୍ଟାମାଳ ବ୍ଲକ ହାଇସ୍କୁଲ ପଡିଆ ଠାରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ   (25-Apr-2026)       ||      ଜିଲ୍ଲାସ୍ତରୀୟ ବିଶ୍ଵ ମ୍ୟାଲେରିଆ ଦିବସ ପାଳିତ   (25-Apr-2026)       ||      ବଲାଙ୍ଗିର ଖାଉଟି ଅଦାଲତରେ କେନ୍ଦ୍ରୀୟ ରେଳବାଇ ଦଣ୍ଡିତ   (25-Apr-2026)       ||      ସୋନଗଡ ନଦୀରେ ଆଇଏସଏସ ବ୍ୟାରେଜ ସହ ବିଭିନ୍ନ ପ୍ରକଲ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ   (25-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆଉଟ ସୋରର୍ସିଂ ସଂଘ   (25-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗୀର ନାଗରିକ କମିଟିର ଦାବୀପତ୍ର ପ୍ରଦାନ     (25-Apr-2026)       ||      ଭୁବନେଶ୍ୱର: ରେଳ ଧାରଣାରୁ ମହିଳାଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର   (25-Apr-2026)       ||      ଅବ୍ୟବସ୍ଥାରେ ପୂର୍ତ୍ତ  ଓ ଗୃହନିର୍ମାଣ କାର୍ଯ୍ୟାଳୟ, ଜରାଜୀର୍ଣ୍ଣ ଛାତ୍ରାବାସ କୋଠା   (25-Apr-2026)       ||      ପରମହଂସନାଥ ମନ୍ଦିରର ସ୍ଥିତି ଅନୁଧ୍ୟାନ କଲେ ବିଧାୟକ ତୁରନ୍ତ ମରାମତି ପାଇଁ ନିର୍ଦ୍ଦେଶ   (25-Apr-2026)       ||      ଯୋଜନା ଅଛି, କିନ୍ତୁ ଲାଭ ପହଞ୍ଚୁନି♦️ ସମ୍ପୂର୍ଣ ଭିନ୍ନକ୍ଷମ ଭତ୍ତାରୁ ବଞ୍ଚିତ ବିମ୍ବାଧର: ୧୦୦% ଦୃଷ୍ଟିହୀନ ଥାଇ ମଧ୍ୟ ମିଳୁନି ପୂର୍ଣ୍ଣ ଭତ୍ତା   (25-Apr-2026)       ||      ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   (25-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    (24-Apr-2026)       ||      ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   (24-Apr-2026)       ||      ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ    (24-Apr-2026)       ||      ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||      ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||     

HOME   ଜିଲ୍ଲା

ଚୂଡାଖାଇ ଡଙ୍ଗର ଲୋକମହୋତ୍ସବର ଦ୍ବିତୀୟ ସନ୍ଧ୍ୟାରେ ସାରସ୍ଵତ ସମାରୋହ

06-Oct-2025



ତରଭା(କପିଳାସ ସେଠ୍): ଚୂଡାଖାଇ ଡଙ୍ଗର ଲୋକ ମହୋତ୍ସବର ଦ୍ବିତୀୟ ସନ୍ଧ୍ୟାରେ କୋଶଳ ସାହିତ୍ୟ ଏକାଡେମୀର ସଭାପତି ଦେବେନ୍ଦ୍ର କୁମାର ନାଏକଙ୍କ ଅଧ୍ୟକ୍ଷତାରେ ଏକ ସାରସ୍ବତ ସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ ସାମ୍ବାଦିକ ଅନ୍ତର୍ଯ୍ୟାମୀ ସାହୁ ମୁଖ୍ୟ ଅତିଥି, ବ୍ୟଙ୍ଗ କବି ଅର୍ଜୁନ ସାହୁ ମୁଖ୍ୟ ବକ୍ତା ଓ କଂସ ମହାରାଜ ରବୀନ୍ଦ୍ର ସାହୁ ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ । ପ୍ରଥମ ପର୍ଯ୍ୟାୟ ଆଲୋଚନାଚକ୍ରରେ କୋସଲୀ ଭାଷାକୁ ଦୈନନ୍ଦିନ କାର୍ଯ୍ୟରେ ବ୍ୟବହାର ସାଙ୍ଗେ ସାଙ୍ଗେ ସମ୍ବିଧାନର ଅଷ୍ଟମ ସୂଚୀରେ ସ୍ଥାନିତ କରିବା ପାଇଁ ମତବ୍ୟକ୍ତ କରିଥିଲେ। ଦ୍ଵିତୀୟ ପର୍ଯ୍ୟାୟ କୋସଲୀ କବିତା ଆସରରେ ଆଶୁକବି ଗରିବ ମଲ୍ଲିକଙ୍କ ମୁଇଁ ନାଇଁ ଯାଏଁ ଦାଦନ ଖଟି କବିତାରେ ମଞ୍ଚ ଦୁଲୁକି ଉଠିଥିଲା। ଏଥିରେ ସୁବର୍ଣ୍ଣପୁର ଜିଲ୍ଲା ସମେତ ପଡୋଶୀ ବୌଦ୍ଧ ଏବଂ ବଲାଙ୍ଗୀର ଜିଲ୍ଲାର ପଚାଶରୁ ଉର୍ଦ୍ଧ୍ବ କବି କବୟିତ୍ରୀ ସ୍ବରଚିତ କବିତା ପାଠ କରିଥିଲେ। ଶେଷରେ ଏକାଡେମୀ ସମ୍ପାଦକ ରାଜେନ୍ଦ୍ର ଝାଙ୍କର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରାମୀଣ ଗୃହ ନିର୍ମାଣ ଯୋଜନା କାର୍ଯ୍ୟକାରୀତା ରେ ଆଗଲପୁର ବ୍ଲକ ଓଡ଼ିଶାରେ ଦ୍ଵିତୀୟ ପୁରସ୍କାର          25-Apr-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ   25-Apr-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକ ହାଇସ୍କୁଲ ପଡିଆ ଠାରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ   25-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଶ୍ଵ ମ୍ୟାଲେରିଆ ଦିବସ ପାଳିତ   25-Apr-2026
  ରାଜ୍ୟ  
ବଲାଙ୍ଗିର ଖାଉଟି ଅଦାଲତରେ କେନ୍ଦ୍ରୀୟ ରେଳବାଇ ଦଣ୍ଡିତ   25-Apr-2026
  ଜିଲ୍ଲା  
ସୋନଗଡ ନଦୀରେ ଆଇଏସଏସ ବ୍ୟାରେଜ ସହ ବିଭିନ୍ନ ପ୍ରକଲ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ   25-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆଉଟ ସୋରର୍ସିଂ ସଂଘ   25-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗୀର ନାଗରିକ କମିଟିର ଦାବୀପତ୍ର ପ୍ରଦାନ     25-Apr-2026
  ଜିଲ୍ଲା  
ଭୁବନେଶ୍ୱର: ରେଳ ଧାରଣାରୁ ମହିଳାଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର   25-Apr-2026
  ରାଜ୍ୟ  
ଅବ୍ୟବସ୍ଥାରେ ପୂର୍ତ୍ତ  ଓ ଗୃହନିର୍ମାଣ କାର୍ଯ୍ୟାଳୟ, ଜରାଜୀର୍ଣ୍ଣ ଛାତ୍ରାବାସ କୋଠା   25-Apr-2026
  ରାଜ୍ୟ  
ପରମହଂସନାଥ ମନ୍ଦିରର ସ୍ଥିତି ଅନୁଧ୍ୟାନ କଲେ ବିଧାୟକ ତୁରନ୍ତ ମରାମତି ପାଇଁ ନିର୍ଦ୍ଦେଶ   25-Apr-2026
  ଜିଲ୍ଲା  
ଯୋଜନା ଅଛି, କିନ୍ତୁ ଲାଭ ପହଞ୍ଚୁନି♦️ ସମ୍ପୂର୍ଣ ଭିନ୍ନକ୍ଷମ ଭତ୍ତାରୁ ବଞ୍ଚିତ ବିମ୍ବାଧର: ୧୦୦% ଦୃଷ୍ଟିହୀନ ଥାଇ ମଧ୍ୟ ମିଳୁନି ପୂର୍ଣ୍ଣ ଭତ୍ତା   25-Apr-2026

You Might Also Like