-+91-9937148622 |

prerana_bgr@rediffmail.com |

  Tuesday 23rd June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||      ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   (22-Jun-2026)       ||      *ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   (22-Jun-2026)       ||      ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (22-Jun-2026)       ||      ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   (22-Jun-2026)       ||      ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (22-Jun-2026)       ||      ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର    (22-Jun-2026)       ||      ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||     

HOME   ଜିଲ୍ଲା

ସର୍ବଭାରତୀୟ ନକଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ, ନାଗପୁରକୁ ହରାଇ ଝାରଖଣ୍ଡ ସେମିରେ

06-Oct-2025



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ବ୍ଲକ କୁହିବାହାଲ ପଞ୍ଚାୟତ ପଧାନପାଲି ଖେଳପଡିଆ ଠାରେ ପ୍ରଜାମଙ୍ଗଲ କ୍ଲବ ଆନୁକୁଲ୍ୟରେ ଚାଲିଥିବା ସର୍ବଭାରତୀୟ ନକ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟର ଆଜି ଚତୁର୍ଥ ଦିବସର କ୍ୱାର୍ଟର ଫାଇନାଲ ମ୍ୟାଚରେ ନାଗପୁର ଡାଇମଣ୍ଡ  କ୍ଳବକୁ ୧-୦ ଗୋଲରେ ହରାଇ ଝାରଖଣ୍ଡ ଧନବାଦ ଇଲେଭେନ ଚିତ୍ତାକର୍ଷକ ବିଜୟ ସହ ଚତୁର୍ଥ ଦଳ ଭାବେ ସେମି ଫାଇନାଲ କୁ ପ୍ରବେଶ କରିଛି । ଅନୁଷ୍ଟିତ ପ୍ରଥମ ମ୍ୟାଚରେ ନାଗପୁର ଦଳ ପେନାଲ୍ଟି ସୁଟ ଜରିଆରେ ଝାରଖଣ୍ଡ ଅମିତ୍ ବ୍ରଦରକୁ ୪-୨ ଗୋଲରେ ପରାସ୍ତ କରିଥିଲା ।ଦ୍ଵିତୀୟ ମ୍ୟାଚରେ ଝାରଖଣ୍ଡ ଏକ୍ସ ଆଇ ଦଳ ୨-୦ ଗୋଲରେ ଜାମସେଦପୁର ରିମିକ୍ସ ସ୍ପୋଟିଂକୁ ପରାସ୍ତ କରିଥିଲା।ତୃତୀୟ ମ୍ୟାଚ ଅର୍ଥାତ କ୍ୱାଟର ଫାଇନାଲ ମ୍ୟାଚ୍ ନାଗପୁର ବନାମ ଝାଡ଼ଖଣ୍ଡ ମଧ୍ୟରେ ଅତ୍ୟନ୍ତ ସଂଘର୍ଷପୂର୍ଣ୍ଣ ହୋଇଥିଲା ଖେଳ ଶେଷ ହେବାକୁ ଆଉ ମାତ୍ର କିଛି ସମୟ ବାକି ଥିବାବେଳେ ଝାଡ଼ଖଣ୍ଡ ଦଳର ଖେଳାଳି ମାନେ ଉଚ୍ଚ କୋଟିର ଖେଲ ପ୍ରଦର୍ଶନ କରି ପ୍ରତିପକ୍ଷ ଦଳ ନାଗପୁର କୁ ୧-୦ ଗୋଲ ଦେଇ ବିଜୟ ହୋଇଥିଲେ । ଟୁର୍ଣ୍ଣାମେଣ୍ଟର  ଖେଲ ଗୁଡ଼ିକୁ ଜିତେନ୍ଦ୍ରିୟ ଥନାପତି,ସୁବ୍ରତ ପୁରୋହିତ,ସହିଲ ବେହେରା,ଜିତୁ ପାତ୍ର,ସଞ୍ଜୟ କୁଦେଇ ପରିଚାଳନା କରିଥିଲେ ।ପୁରସ୍କାର ବିତରଣି ଉତ୍ସବରେ ମୁଖ୍ୟ ଅତିଥି ଭାବେ କୁହିବାହାଲ ସରପଞ୍ଚ ତଥା ପ୍ରଜାମଙ୍ଗଲ କ୍ଲବ ସଭାପତି  ସୁଦାମ ପ୍ରଧାନ ଯୋଗଦେଇ ଖେଳାଳୀ ମାନଙ୍କୁ ଟ୍ରଫି ପ୍ରଦାନ କରିଥିଲେ।ଅନୁଷ୍ଟିତ ଏହି କାର୍ଯ୍ୟକ୍ରମରେ କ୍ଳବର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ।ଆସନ୍ତାକାଲି ମଙ୍ଗଳବାର ଦିନ ପ୍ରଥମ ସେମି ଫାଇନାଲ ବୀରମହାରାଜପୁର ବନାମ ସୁନ୍ଦରଗଡ଼,ଦ୍ଵିତୀୟ ସେମି ଫାଇନାଲ ଝାଡ଼ଖଣ୍ଡ ବନାମ ରାଉରକେଲା ମଧ୍ୟରେ ଅନୁଷ୍ଟିତ ହେବ। ଫାଇନାଲ ବିଜେତା ଦଳକୁ ଟ୍ରଫି ସହ ନଗଦ ୧ଲକ୍ଷ ଟଙ୍କା ଏବଂ ଉପ ବିଜେତା ଦଳକୁ ଟ୍ରଫି ସହ ନଗଦ ୭୦ହଜାର ଟଙ୍କା ପ୍ରଦାନ କରାଯିବ ବୋଲି ଆୟୋଜକଙ୍କ ସୂତ୍ରରୁ ପ୍ରକାଶ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   22-Jun-2026
  ଜିଲ୍ଲା  
ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   22-Jun-2026
  ଜିଲ୍ଲା  
*ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   22-Jun-2026
  ଜିଲ୍ଲା  
ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   22-Jun-2026
  ଜିଲ୍ଲା  
ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   22-Jun-2026
  ଜିଲ୍ଲା  
ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର   22-Jun-2026
  ରାଜ୍ୟ  
ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   22-Jun-2026

You Might Also Like