-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

*ଚଳିତ ବର୍ଷ ଓ ଏ ଏସ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସୁବର୍ଣ୍ଣପୁର ଜିଲ୍ଲାର କୃତୀ ଛାତ୍ର ଛାତ୍ରୀ ମାନଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା ଜ୍ଞାପନ*-

06-Oct-2025



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ) ଚଳିତ ବର୍ଷ ଓଡିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସୁବର୍ଣ୍ଣପୁର ଜିଲ୍ଲାର ୦୭ (ସାତ) ଜଣ ଛାତ୍ର ଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ଓ ଓଡ଼ିଶା ସାମ୍ବାଦିକ ସଂଘ, ସୁବର୍ଣ୍ଣପୁର ଶାଖା ତରଫରୁ ସୋନପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ  ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ସମ୍ବର୍ଦ୍ଧନା ସଭାରେ ଜିଲ୍ଲାପାଳ, ସୁବର୍ଣ୍ଣପୁର ଡ଼ ନୃପରାଜ ସାହୁ, ଆରକ୍ଷୀ ଅଧିକ୍ଷକ ସୁବର୍ଣ୍ଣପୁର ଶ୍ରୀ ନାରାୟଣ ନାୟକ, ଅତିରିକ୍ତ ଜିଲ୍ଲାପାଳ, ସାଧାରଣ, ସୁବର୍ଣ୍ଣପୁର ଶ୍ରୀ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ, ସାଧାରଣ ସୁବର୍ଣ୍ଣପୁର, ଶ୍ରୀମତି ଅଞଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ସୁବର୍ଣ୍ଣପୁର, ଶ୍ରୀ ଅଶ୍ୱିନୀ କୁମାର ମେହେର, ଉପ ଜିଲ୍ଲାପାଳ, ସୋନପୁର, ଶ୍ରୀମତି ସୁମ୍ୟାରୂପା ରଥ ତଥା ବିଡ଼ିଓ ସୋନପୁର ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ବୃନ୍ଦ, ବ୍ଲକ ସ୍ତରୀୟ ଅଧିକାରୀ ବୃନ୍ଦ ଓ  ବିଭିନ୍ନ ସମ୍ବାଦପତ୍ର ସାମ୍ବାଦିକ  ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ମାନେ ଉପସ୍ଥିତ ଥିଲେ। ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଦ୍ଵାରା ଓଡିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସୁବର୍ଣ୍ଣପୁର ଜିଲ୍ଲାର ଛାତ୍ର ଛାତ୍ରୀ  ସୁଶ୍ରୀ ସୁପ୍ରିୟା ମିଶ୍ର ରମ୍ଭା ସିଣ୍ଡୋଲ,  ତରଭା ବ୍ଲକ, ଶ୍ରୀମାନ ଅଂଶୁମାନ ସାହୁ,  ପଟାଭାଡି, ସୋନପୁର , ଶ୍ରୀ ମାନ ଯତୀନ କୁମାର ବାଦି,  ଜଟେସୀଙ୍ଗା ,  ବିରମହାରାଜପୁର ବ୍ଲକ, ଶ୍ରୀମାନ ବିପ୍ଳବ କିଶୋର ଭୋଇ,  ନାରାୟଣପୁର ,  ସୋନପୁର ବ୍ଲକ (ଅନୁପସ୍ଥିତି ଯୋଗୁଁ ତାଙ୍କ ପିତା ଶ୍ରୀ ରାଜେନ୍ଦ୍ର ଭୋଇ ଙ୍କୁ , ସୁଶ୍ରୀ ସ୍ମୃତିଶିଖା ଭୋଇ, ଗଜବନ୍ଧ , ଡୁଙ୍ଗୁରିପାଲି ବ୍ଲକ,( ଦୃଷ୍ଟି ବାଧିତ ଭିନ୍ନକ୍ଷମ)ବର୍ତ୍ତମାନ ସୋନପୁର ନିବାସୀ, ଶ୍ରୀମାନ ବିଶାଳ ରଞ୍ଜନ ଭୋଇ, ଅବସରପ୍ରାପ୍ତ ମୁଖ୍ୟ କିରାଣୀ,ଶ୍ରୀ ପ୍ରଦୀପ କୁମାର ଭୋଇଙ୍କ ସୁପୁତ୍ର  ସୋନପୁର ଙ୍କୁ ପୁଷ୍ପଗୁଚ୍ଛ ଓ ଉପଢୌକନ ଦେଇ ଜିଲ୍ଲାପାଳ ଓ ଏସପି ଙ୍କ ଦ୍ଵାରା ସମ୍ବର୍ଦ୍ଧିତ କରାଯାଇଥିଲା l ଶ୍ରୀମାନ ବାହାଦୁର ଦେବତା,ନି - କର୍ତ୍ତଙ୍ଗ,  ବିନିକା ବ୍ଲକ (ଦୃଷ୍ଟି ବାଧିତ ଭିନ୍ନକ୍ଷମ) ଅନୁପସ୍ଥିତ ଥିଲେ। ଏହା ବ୍ୟତୀତ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ସୁପୁତ୍ର ଶ୍ରୀ ସ୍ୱାଶତ  ସୌମ୍ୟକାନ୍ତ ମଧ୍ୟ ଓଡିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଯୋଗୁଁ  ସେ ଅନୁପସ୍ଥିତ ଥିବାରୁ ଜିଲ୍ଲାପାଳ, ସୁବର୍ଣ୍ଣପୁର ଡ଼. ନୃପ ରାଜ ସାହୁ ଙ୍କୁ ମଧ୍ୟ ଭବ୍ୟ ସମ୍ବର୍ଦ୍ଧିତ  କରାଯାଇଥିଲା। ଅନୁରୂପ ଭାବେ ଓଡ଼ିଶା ସାମ୍ବାଦିକ ସଂଘ,  ସୁବର୍ଣ୍ଣପୁର ଜିଲ୍ଲା ଶାଖା ତରଫରୁ ମଧ୍ଯ ଓଡିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତୀ ଛାତ୍ର ଛାତ୍ରୀ  ମାନଙ୍କୁ ଉପସ୍ଥିତ ସଂଘର କର୍ମକର୍ତ୍ତା (ସାମ୍ୱାଦିକ)  ମାନଙ୍କ ଦ୍ଵାରା ଉପଢୌକନ ସହିତ ତାଙ୍କ ସଂଘର ଏକ ସ୍ମୃତି ଫଳକ ପ୍ରଦାନ କରାଯାଇଥିଲା। ଏହି ସମ୍ବର୍ଧନା ସଭାରେ ଓଡିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ପ୍ରାର୍ଥୀ ଓ ପ୍ରାର୍ଥିନି ମାନେ ସେମାନଙ୍କର  ପ୍ରତିକ୍ରିୟା ରଖିଥିଲେ।

ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର  ସମସ୍ତ କୃତି  ଛାତ୍ର ଛାତ୍ରୀ ମାନଙ୍କୁ  ପ୍ରସ୍ତାବ ଦେଇ କହିଥିଲେ ଯେ ଜିଲ୍ଲା ପାଠାଗାର କୁ ଯାଇ ଓଡିଶା ପ୍ରଶାସନିକ ସେବା ପରୀକ୍ଷା ପାଇଁ ପ୍ରସ୍ତୁତି ଆବଶ୍ୟକୀୟ ପରାମର୍ଶ ଓ ଦିଗ ଦର୍ଶନ ଦେଲେ ସୁବର୍ଣ୍ଣପୁର ଜିଲ୍ଲା ଅଧିକ ଛାତ୍ର ଛାତ୍ରୀ ମାନେ ଆଗାମୀ ଦିନରେ ଓଡିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇପାରିବେ ।କରୁଥିବା  ଛାତ୍ର ଛାତ୍ରୀ ମାନଙ୍କୁ ଜିଲ୍ଲା ପ୍ରଶାସନ ଓ ଓଡ଼ିଶା ସାମ୍ବାଦିକ ସଂଘ ତରଫ ରୁ ସେମାନଙ୍କର ଉଜ୍ଜଳ ଭବିଷ୍ୟତ କାମନା କରାଯାଇଥିଲା l ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଅର୍ଜୁନ ମାଝୀ ସମ୍ବର୍ଦ୍ଧନା ସଭା କୁ ସଂଯୋଜନା କରିଥିବା ବେଳେ ବ୍ଳକ୍ AEE,ବିବେକ ପଣ୍ଡା ଓ ସାମ୍ୱାଦିକ ମନୋରଂଜନ ତ୍ରୀପାଠୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like