-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||     

HOME   ଜିଲ୍ଲା

ମୁଖ୍ୟ ମନ୍ତ୍ରୀଙ୍କୁ ଭାରତୀୟ ମଜଦୂର ସଂଘର ଦାବୀ, ନୂଆପଡ଼ା ଜିଲ୍ଲାରେ ଶିଳ୍ପାନୁଷ୍ଠାନ ସ୍ଥାପନ ,

06-Oct-2025



ନୂଆପଡ଼ା (ରାମନାଥ ପଣ୍ଡା)
 ନୂଆପଡ଼ା ଜିଲ୍ଲା ଗସ୍ତରେ ଆସିଥିବା ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭାରତୀୟ ମଜଦୂର ସଂଘ ନୂଆପଡ଼ା ଜିଲ୍ଲା ତରଫରୁ ଜିଲ୍ଲା ସଭାପତି ପ୍ରଦୀପ କୁମାର ଦଣ୍ଡସେନାଙ୍କ ନେତୃତ୍ୱରେ ଏବଂ ତାଙ୍କ ସମେତ ବି ଏମ ଏସ ର ଏକ ନେତୃମଣ୍ଡଳୀ ପୂର୍ବତନ ସଭାପତି ଶୁକ୍ଳାମ୍ବର ନିଆଲ,ପୂର୍ବତନ ସଭାପତି ସୁକ ଦେବ ସାହୁ,କାର୍ଯ୍ୟକାରୀ ସଭାପତି କୁଞ୍ଜ ବିହାରୀ କଟା,ଉପ ସଭାପତି ବଳଦେବ କେତକି,ଜ୍ଞାନେ ସାହୁ ପ୍ରମୁଖ ପୁଷ୍ପ ମାଲ୍ୟ ସହ ଉପଢ଼ୋକନ ଦେଇ ସ୍ବାଗତ କରିଥିଲେ ଏବଂ ନୂଆପଡ଼ା ଜିଲ୍ଲାରେ ଶିଳ୍ପାନୁଷ୍ଠାନ ସ୍ଥାପନ କରିବାକୁ ଏକ ଲିଖିତ ଦାବି ଜଣାଇଥିଲେ ।ନିବେଦନର ଲେଖାରେ ସ୍ପଷ୍ଟ ଲେଖା ଯାଇଛି କି - ନୂଆପଡ଼ା ଜିଲ୍ଲା ଓଡ଼ିଶା ପ୍ରଦେଶର ଏକ ଅନୁନ୍ନତ ପଛୁଆ ଅଟେ ।ଏହି ଜିଲ୍ଲାରୁ ପ୍ରତିବର୍ଷ ଶ୍ରମିକ ମାନେ ରାଜ୍ୟ ବାହାରକୁ ନିୟମିତ ଭାବରେ ଦାଦନ ଖଟିବା ପାଇଁ ଯିବା ଏକ ସାଧାରଣ ସମସ୍ୟା ହୋଇ ରହି ଆସିଛି ।ଏହି ଜିଲ୍ଲାରେ ଶ୍ରମ ନିୟୋଜନ ଭିତ୍ତିକ କୌଣସି ପ୍ରକାର ଶିଳ୍ପାନୁଷ୍ଠାନ କିମ୍ବା ଅନ୍ୟ କୌଣସି ବିକଳ୍ପ ପ୍ରତିଷ୍ଠାନ ନାହିଁ ଫଳରେ ହଜାର ହଜାର ଶ୍ରମିକ ସୁଦୂର ଆନ୍ଧ୍ର ପ୍ରଦେଶ,ଗୁଜୁରାଟ,ମହାରାଷ୍ଟ୍ର,ତାମିଲନାଡୁ, ଛତିଶଗଡ ସହ ଅନ୍ୟ ରାଜ୍ୟକୁ ଦାଦନ ଖଟିବାକୁ ଯାଇ ଶାରୀରିକ, ମାନସିକ ଓ ଆର୍ଥିକ ଶୋଷଣର ଶିକାର ହୋଇ ଜୀବନ ହରାଉଥିବା ଦୃଷ୍ଟାନ୍ତମାନ ରହିଛି ।ଏହି ଜିଲ୍ଲାରେ ଉଭୟ ଖଣିଜ ଓ କୃଷି ଭିତ୍ତିକ ଶିଳ୍ପ ସ୍ଥାପନର ପର୍ଯ୍ୟାପ୍ତ ସୁଯୋଗ ଥିବା ସତ୍ତ୍ବେ  ମଧ୍ୟ କୌଣସି ପ୍ରକାର  ସରକାରୀ ଉଦ୍ୟମ କରାଯାଇ ନାହିଁ ।ବିପୁଳ ପରିମାଣରେ ଚୂନ ପଥର,ଗ୍ରାଫାଇଟ ଓ ଗ୍ରାନାଇଟ ଆମ ଜିଲ୍ଲାରୁ ଅନ୍ୟତ୍ର ସ୍ଥାନାନ୍ତର ହୋଇ ପ୍ରକ୍ରିୟାକରଣ ହେଉଅଛି ।ଠିକ୍ ସେହି ଭଳି ନୂଆପଡ଼ା ଜିଲ୍ଲାରେ କୃଷି ଶିଳ୍ପର ବିକାଶ ପାଇଁ ମଧ୍ୟ କଞ୍ଚାମାଲର ଅଭାବ ନାହିଁ  ।ଦାଦନ ସମସ୍ୟାର ସ୍ଥାୟୀ ସମାଧାନ ନିମନ୍ତେ ନୂଆପଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରେ ଶିଳ୍ପାନୁଷ୍ଠାନ ଗୁଡ଼ିକ ସ୍ଥାପନ ପାଇଁ ଭାରତୀୟ ମଜଦୂର ସଂଘ ମୁଖ୍ୟ ମନ୍ତ୍ରୀ ଙ୍କୁ ନିବେଦନ କରିଛନ୍ତି ।ପୁଣି ଏହି ନେତୃବର୍ଗ ମାନନୀୟା କଳାହାଣ୍ଡି ସାଂସଦ ମାଳବିକା ଦେବୀ,ରାଜ୍ୟ ସଭା ସାଂସଦ ସୁଜିତ କୁମାର,ପୂର୍ବତନ ସାଂସଦ ବସନ୍ତ କୁମାର ପଣ୍ଡାଙ୍କ ସହିତ ମଧ୍ୟ ଉପରୋକ୍ତ ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଛନ୍ତି ଓ ଆଗାମୀ ୧୦ ତାରିଖ ଦିନ ପୁନର୍ବାର ଆଲୋଚନା କରି ଏହାର ସ୍ଥାୟୀ ସମାଧାନ କରିବାକୁ ସାଂସଦମାନେ ପ୍ରତିଶ୍ରୁତି ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026

You Might Also Like