-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||     

HOME   ଜିଲ୍ଲା

ତରିଣୀସେନ ସ୍ମାରକୀ ଚେସ ପ୍ରତିଯୋଗିତା ରେ ଡ୍ରପ ଦୁଆନ ଚମ୍ପିୟାନ

06-Oct-2025



ଆଗଲପୁର, (ବିନୋଦ ଦୀପ) ଗିରିଧାରୀ ମହାବିଦ୍ୟାଳୟ ଠାରେ ସ୍ବର୍ଗତ ତରନୀ ସେନ ସାହୁ ସ୍ମାରକୀ ରାଜ୍ୟ ସ୍ତରୀୟ ଓପନ ଚେସ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି l ଏଥିରେ ବରଗଡ଼ ଜିଲ୍ଲାର ଡ୍ରପ ଦୂଆଁ ନ୍ ଚମ୍ପିୟାନ ହୋଇଥିବା ବେଳେ ପ୍ରଥମ ଉପ ବିଜେତା ଖୋର୍ଦ୍ଧା ର ସୁରଜ୍ ମହାରଣା , ଦ୍ଵିତୀୟ ଉପବିଜେତା ଯାଜପୁର ର ସଞ୍ଜୀବ ନାୟକ ଙ୍କୁ ଘୋଷଣା କରାଯାଇ ଥିଲା l ସେହିପରି ଆଉ 22 ଜଣ ପ୍ରତିଯୋଗୀ ଙ୍କୁ ମଧ୍ୟ ସମ୍ମାନିତ କରାଯାଇ ପୁରସ୍କୃତ କରାଗଲା l ଏହି ଚେସ ପ୍ରତିଯୋଗିତା ରେ 5 ବର୍ଷ ରୁ 70 ବର୍ଷ ଖେଳାଳି ମାନେ ଯୋଗ ଦେଇଥିଲେ । ଉକ୍ତ ପ୍ରତିଯୋଗିତା ର  ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଗାଇସିଲେଟ ବ୍ଲକ ଅଧ୍ୟକ୍ଷ ପ୍ରଣୟ କୁମାର ସାହୁ , ସମ୍ମାନିତ ଅତିଥି ଭାବେ ବରଗଡ଼ ଜିଲ୍ଲା ଚେସ ସଂଘର ସମ୍ପାଦକ କେଶ ରଂଜନ ପଧାନ , ଅଲ୍ ଓଡିଶା ଚେସ ସଂଘ ର ସମ୍ପାଦକ ଦେବବ୍ରତ ଭଟ୍ଟ , ଗିରିଧାରୀ ମହାବିଦ୍ୟାଳୟ ର ଅଧ୍ୟକ୍ଷ ଉଚ୍ଚାଟ ନନ୍ଦ ମହାକୁର , ଗାଇସିଲେଟ ଗ୍ରାମ ପଞ୍ଚାୟତ ର ସମିତି ସଭ୍ୟ ଦେବେନ୍ଦ୍ର ଯୋଶୀ, ଗୋବର୍ଦ୍ଧନ ଗଡ଼ତିଆ ମଞ୍ଚାସିଁନ ଅତିଥି ଭାବେ ଯୋଗଦେଇଥିବା ବେଳେ ମଞ୍ଚକୁ କ୍ଷୀରୋଦ ଦଳାଇ ସଂଯୋଜନା କରିଥିଲେ l

ଗାଇସିଲେଟ ବ୍ଲକ ଅଧ୍ୟକ୍ଷ ଏହି ଚେସ ପ୍ରତିଯୋଗିତା କୁ ଖୁବ ପ୍ରଶଂସା କରି ବ୍ଲକ ତରଫରୁ ଏକ ଚେସ ଅଡ଼ି ଟୋରୀୟମ ନିର୍ମାଣ ପାଇଁ ପ୍ରତିଶ୍ରୁତି ଦେଇଥିବା କମିଟି ସୁତ୍ରରୁ ପ୍ରକାଶ l ଏହି ପରି ଅଲ୍ ଓଡିଶା ଚେସ ସଂଘ ସମ୍ପାଦକ 10 ଟି ବୋର୍ଡ ଦେଇ ପ୍ରତିଦିନ ଅଭ୍ୟାସ କରିବା ପାଇଁ ସ୍ଥାନୀୟ କମିଟି କୁ ପରାମର୍ଶ ଦେଇଛନ୍ତି l ଏହି ପ୍ରତିଯୋଗିତା ର ଆୟୋଜନରେ ଜଗା ସାହୁ , ଯଯାତି ସାହୁ , ବିନୟ ସାହୁ , ଆଶିଷ ,ଚନ୍ଦ୍ରମଣି , ରୋହିତ , ବଳିଆ , ରିଙ୍କୁ , ଚିତ୍ତ ବେହେରା , କରୁଣା କର ପାତ୍ର , କିଚକ୍ , ଗୋବିନ୍ଦ ଗୋପାଳ ନାୟକ , ପରମେଶ , ଗୋଲକ , ଜଗଦାନନ୍ଦ ଆଦି ପ୍ରମୁଖ ସଦସ୍ୟ ସହଯୋଗ କରିଥିଲେ l ଶେଷରେ ଜଗା ସାହୁ ଧନ୍ୟବାଦ ଦେଇ ସଭା ସାଙ୍ଗ ଘୋଷଣା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026

You Might Also Like