-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||      ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   (22-Jun-2026)       ||      *ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   (22-Jun-2026)       ||      ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (22-Jun-2026)       ||      ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   (22-Jun-2026)       ||      ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (22-Jun-2026)       ||      ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର    (22-Jun-2026)       ||      ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||     

HOME   ଜିଲ୍ଲା

ଜୁଲଟ ଠାରେ ଚାରିଟି କପ୍ ୨୦୨୫ ଉଦଯାପିତ

07-Oct-2025



(ସୁଦାମ ଦୀପ)
ବରଗଡ ଜ଼ିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ ଜୁଲଟ ଠାରେ  ଫ୍ରେଣ୍ଡ୍ ଏ ହୋପ ଦ୍ଵାରା ଆୟୋଜିତ ଚାରିଟି କପ୍ ୨୦୨୫ ଉଦଯାପିତ ହୋଇଯାଇଛି l ଏଥିରେ ସମୁଦାୟ ପାଞ୍ଚୋଟି ଦଳ ଭାଗ ନେଇଥିଲେ l ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ବରଗଡ଼ ବିଧାୟକ ଅଶ୍ଵିନୀ ଷଡ଼ଙ୍ଗୀ,ସମ୍ମାନିତ ଅତିଥି ସମାଜସେବୀ ଅକ୍ଷୟ ଯୋଶୀ,ଅମିୟ ଶର୍ମା,ବିଜେପି ଯୁବ ନେତା ସଂଗ୍ରାମ ବାରିକ ଯୋଗଦାନ କରିଥିଲେ l ଫାଇନାଲ ମ୍ୟାଚ ରେ କଦଳିପାଲି (ଶରତ ୧୧) ଓ ହୀରାକୁଦ ମଧ୍ୟରେ ହୋଇଥିଲା l ପରିଶେଷରେ  ହୀରାକୁଦ ଦଳ ବିଜୟୀ ହୋଇଥିଲେ l ଏହା ପୂର୍ବରୁ ଗତ ଶନିବାର ଦିନ ଉଦଘାଟନି ଉତ୍ସବ ରେ ମୁଖ୍ୟ ଅତିଥି ଭାବରେ ବରଗଡ ଲୋକସଭା ସାଂସଦ ପ୍ରଦୀପ ପୁରୋହିତ, ଜୁଲଟ ସରପଞ୍ଚ ଅଧିକାରୀ ବାରିକ ଓ ସୁରେନ୍ଦ୍ର ପାତ୍ର ଯୋଗଦାନ କରିଥିଲେ l ସୂଚନାଯୋଗ୍ୟ ଯେ ଏହି ପ୍ରତିଯୋଗୀତା ରୁ ସଂଗୃହିତ ଅର୍ଥ ବୃଦ୍ଧାଶ୍ରମ,ଅନାଥ ଆଶ୍ରମ ତଥା ଗରିବ ଅସହାୟ ଲୋକଙ୍କ ପାଇଁ ବିନିଯୋଗ କରାଯାଏ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   22-Jun-2026
  ଜିଲ୍ଲା  
ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   22-Jun-2026
  ଜିଲ୍ଲା  
*ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   22-Jun-2026
  ଜିଲ୍ଲା  
ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   22-Jun-2026
  ଜିଲ୍ଲା  
ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   22-Jun-2026
  ଜିଲ୍ଲା  
ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର   22-Jun-2026
  ରାଜ୍ୟ  
ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   22-Jun-2026

You Might Also Like