-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ଡାବୁଗାଁ ବ୍ଲକର ହଳଧର ତନ୍ତି ଅଭିଵକ୍ତ କୋରାପୁଟ ଜିଲ୍ଲା ତନ୍ତି ସମାଜର କାର୍ଯ୍ୟକାରୀ ସଭାପତି ଭାବେ ନିୟଜିତ*

07-Oct-2025



ନବରଙ୍ଗପୁର (ମିହିର ଶଙ୍କର ପାତ୍ର)
ଡାବୁଗାଁ ବ୍ଲକର ହଳଧର ତନ୍ତିଙ୍କୁ ରାଜ୍ୟସ୍ତରୀୟ ତନ୍ତି ସମାଜ କାର୍ଯ୍ୟକାରୀ ସଭାପତି ଭାବେ ଚୟନ କରାଯାଇଛି। କୋରାପୁଟ ଠାରେ ତନ୍ତି ସମାଜ ତରଫରୁ ସାଧାରଣ ବୈଠକ ଅନୁଷ୍ଠିତ ହେଲା। ଉକ୍ତ ବୈଠକରେ ଅଭିଭକ୍ତ କୋରାପୁଟ ଜିଲ୍ଲାର ତିନି ଗୋଟି ଜିଲ୍ଲା, କୋରାପୁଟ, ମାଲଖାନଗିରି,  ନବରଙ୍ଗପୁର ଜିଲ୍ଲାର ସମସ୍ତ ତନ୍ତି ସମାଜର ମୁଖ୍ୟ ମୁଖ୍ୟ ପଦାଧିକାରୀ ସମାଜ ସେବୀ,ଏବଂ ସମାଜ ଭାଇ ସମସ୍ତେ ଉପସ୍ଥିତ ହୋଇଥିଲେ। ସେଇ ବୈଠକରେ ସମାଜର ପଦାଧିକାରୀ ଚୟନ ବିଷୟରେ ଆଲୋଚନା କରିବା ସହିତ ସମାଜ କୁ ସଂଗଠନ କରି ମଜବୁତ କରିବା ବଳିକି ସମସ୍ତେ ମତାମତ ହୋଇକି ନିଷ୍ପତି ନେଲେ। ବହୁ ବର୍ଷ ଧରି ସାମାଜ କାର୍ଯ୍ୟ କରି ଆସୁଛନ୍ତି ନବରଙ୍ଗପୁର ଜିଲ୍ଲା ତନ୍ତି ସମାଜ ସଭାପତି ହଳଧର ତନ୍ତିଙ୍କୁ ରାଜ୍ୟସ୍ତରୀୟ ତନ୍ତି ସମାଜ କାର୍ଯ୍ୟକାରୀ ସଭାପତି ଭାବେ  ବିଧିବଦ୍ଧ ଘୋଷଣା କରିଲେ। ଏଥି ପୂର୍ବରୁ ହଳଧର ତନ୍ତିଙ୍କୁ ଛଡ଼ାର ସମାଜର ରାଷ୍ଟୀୟ ସଚିବ ଓ ନବରଙ୍ଗପୁର ଜିଲ୍ଲା ତନ୍ତି ସମାଜ ସଭାପତି ଭାବେ କାର୍ଯ୍ୟ କରୁଥିବା ବେଳେ ପୁଣି ରାଜ୍ୟସ୍ତରୀୟ କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ୱ ଦେଇଛନ୍ତି। ଡାବୁଗାଁ ବ୍ଲକ ଚଚରାଗୁଡା ପଞ୍ଚାୟତର ପ୍ରତିନିଧି କରୁଥିବା ହଳଧର ତନ୍ତିଙ୍କୁ ତନ୍ତି ସମାଜ ତରଫରୁ କାର୍ଯ୍ୟକାରୀ ସଭାପତି ଦାୟିତ୍ୱ ପ୍ରଦାନ ପରେ ସେ ଅଭିଭକ୍ତ କୋରାପୁଟ ଜିଲ୍ଲା ତନ୍ତି ସମାଜର ସମସ୍ତଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like