-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ସର୍ବଭାରତୀୟ ନକଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ, ଝାରଖଣ୍ଡକୁ ହରାଇ ବୀରମହାରାଜପୁର ଚମ୍ପିୟାନ

07-Oct-2025



ବିନକା(ହିମାଂଶୁ ଶେଖର ପୁଟେଲ)ବିନିକା ବ୍ଲକ କୁହିବାହାଲ ପଞ୍ଚାୟତ ପଧାନପାଲି ଖେଳପଡିଆ ଠାରେ ପ୍ରଜାମଙ୍ଗଲ କ୍ଲବ ଆନୁକୁଲ୍ୟରେ ଚାଲିଥିବା ସର୍ବଭାରତୀୟ ନକ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚରେ ଝାରଖଣ୍ଡ ଧନବାଦ ଇଲେଭେନକୁ ୩-୦ ଗୋଲରେ ହରାଇ ବୀରମହାରାଜପୁର ଚିତ୍ତାକର୍ଷକ ବିଜୟ ସହ ଚଳିତ ବର୍ଷର ଚମ୍ପିୟାନ ହୋଇଛି  । ଅନୁଷ୍ଟିତ ପ୍ରଥମ ୱାଟର ମ୍ୟାଚରେ ବୀରମହାରାଜପୁର ଦଳ ୨-୧ ଗୋଲରେ ସୁନ୍ଦରଗଡକୁ ପରାସ୍ତ କରିଥିଲା ।ଦ୍ଵିତୀୟ ୱାଟର ମ୍ୟାଚରେ ଝାରଖଣ୍ଡ ଏକ୍ସ ଆଇ ଦଳ ପେନାଟିକ ସୁଟ ଜରିଆରେ  ୩-୧ ଗୋଲରେ ରାଉରକେଲାକୁ ପରାସ୍ତ କରିଥିଲା।ତୃତୀୟ ମ୍ୟାଚ ଅର୍ଥାତ ଫାଇନାଲ ମ୍ୟାଚ୍ ବୀରମହାରାଜପୁର ବନାମ ଝାଡ଼ଖଣ୍ଡ ମଧ୍ୟରେ ଅତ୍ୟନ୍ତ ସଂଘର୍ଷପୂର୍ଣ୍ଣ ହୋଇଥିଲା ଦେଖଣା ହାରୀ ଦର୍ଶକଙ୍କ କରତାଲିରେ ସାରା ପଡିଆ ପ୍ରକମ୍ପିତ ହୋଇଥିଲା ଖେଳାଳି ମାନଙ୍କ ମନୋବଳ ବଢ଼ାଇବାରେ ଦର୍ଶକ ମାନେ ସଫଳ ହୋଇଥିଲେ।ଏହି ସମୟ ମଧ୍ୟରେ ଖେଳ ଜୋରଦାର ଚାଲିଥିବା ବେଳେ ବୀରମହାରାଜପୁର ଖେଳାଳୀ ମାନେ ଉଚ୍ଚ କୋଟିର ଖେଳ ପ୍ରଦର୍ଶନ କରି ପ୍ରତିପକ୍ଷ ଝାରଖଣ୍ଡ ଦଳକୁ ୩-୦ ଗୋଲ ଦେଇ ଚଳିତ ବର୍ଷ ଟୁର୍ଣ୍ଣାମେଣ୍ଟର ଚମ୍ପିୟାନ ଆଖ୍ୟା ଅର୍ଜନ କରିଥିଲେ । ଟୁର୍ଣ୍ଣାମେଣ୍ଟର  ଖେଲ ଗୁଡ଼ିକୁ ଜିତେନ୍ଦ୍ରିୟ ଥନାପତି,ସୁବ୍ରତ ପୁରୋହିତ,ସହିଲ ବେହେରା,ଜିତୁ ପାତ୍ର,ଶଶିକାନ୍ତ ଦାସିଆ ପରିଚାଳନା କରିଥିବା ବେଳେ ମ୍ୟାଚ୍ ଧାରା ବିବରଣୀ ସଞ୍ଜୀବ ମିଶ୍ର ପ୍ରଦାନ କରିଥିଲେ ।କୁହିବାହାଲ ସରପଞ୍ଚ ତଥା ପ୍ରଜାମଙ୍ଗଲ କ୍ଲବ ସଭାପତି  ସୁଦାମ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରନୀ ଉତ୍ସବରେ ମାନ୍ୟବର ସୋନପୂର ବିଧାୟକ ନିରଞ୍ଜନ ପୁଝାରୀ ମୁଖ୍ୟ ଅତିଥି,ପୂର୍ବତନ ବିନିକା ବ୍ଲକ ଅଧ୍ୟକ୍ଷ ଅଶୋକ ନନ୍ଦ,ଡୁଙ୍ଗୁରିପାଲି ଉପାଧ୍ୟକ୍ଷ ମକରଧ୍ବଜ ସାହୁ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ବିଜୟୀ ବୀରମହାରାଜପୁର ଦଳକୁ ଟ୍ରଫି ସହ ନଗଦ ୧ଲକ୍ଷ ଟଙ୍କା,ଉପ ବିଜେତା ଝାରଖଣ୍ଡ ଦଳକୁ ଟ୍ରଫି ସହ ନଗଦ ୭୦ହଜାର ଟଙ୍କା  ଏବଂ ପ୍ରତିଯୋଗିତାରେ ଉଚ୍ଚ କୋଟିର ଖେଳ ପ୍ରଦର୍ଶନ କରିଥିବା ବୀରମହାରାଜପୁର ଦଳର ଚିନ୍ମୟ କିଶାନଙ୍କୁ ମ୍ୟାନ ଅଫ ଦି ମ୍ୟାଚ ଓ ମ୍ୟାନ ଅଫ ଦି ଟୁର୍ଣ୍ଣାମେଣ୍ଟ,ଝାରଖଣ୍ଡର ବାପି କୁ ବେଷ୍ଟ ଗୋଲ କିପର ଆଦିଙ୍କୁ ସ୍ଵତନ୍ତ୍ର ପୁରସ୍କାର ପ୍ରଦାନ କରାଯାଇଥିଲା । ଅନୁଷ୍ଟିତ ଏହି କାର୍ଯ୍ୟକ୍ରମରେ କ୍ଳବର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like