-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଦଣ୍ଡପାଟ ଧନୁଯାତ୍ରା ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ ଓ ନୂତନ କର୍ମକର୍ତ୍ତା ଚୟନ ।

08-Oct-2025



ଧର୍ମଗଡ଼ (ଜ୍ୟୋତିରଞ୍ଜନ ବେମାଲ )
କଳାହାଣ୍ଡି ଜିଲ୍ଲା ଧର୍ମଗଡ ବ୍ଲକ ବେହେରା ବିଜୁ କଲ୍ୟାଣ ମଣ୍ଡପ ଠାରେ ମଙ୍ଗଳ ବାର ଅଷ୍ଟମ ଦଣ୍ଡପାଟ ଧନୁଯାତ୍ରା ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ ଓ ନୂତନ କର୍ମ କର୍ତ୍ତା ଚୟନ ହୋଇ ଯାଇଛି । ପୂର୍ବତନ ସଭାପତି ବିନ୍ଦୁସାର ବିଶି ଙ୍କ ଅଧ୍ୟକ୍ଷତା ରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା।ପୁରାତନ କମିଟି ଭଗ୍ନ କରାଯାଇ ନୂତନ କମିଟି ଗଠନ କରାଯାଇଥିଲା।ସର୍ବ ସମ୍ମତି କ୍ରମେ ଲଳିତ ବାଣୁଆ  ସଭାପତି,ଉପ ସଭାପତି ଭବେଶ ଗଇନ୍ତା,ସମ୍ପାଦକ ଗୁଣନିଧି ନାଗ,ସହ ସମ୍ପାଦକ ତ୍ରିଲୋକ ନାଥ ସିଂହ, କୋଷାଧ୍ୟକ୍ଷ ଭବାନୀ ଶଙ୍କର ବାରିକ,ଉପ କୋଷାଧ୍ୟକ୍ଷ ଭିକାରୀ ଚରଣ ବାରିକ ଙ୍କୁ ଚୟନ କରାଯାଇ ଥିଲା। ଏହି ବୈଠକ ରେ ଧନୁଯାତ୍ରା ର ସମସ୍ତ ଆନୁଷଙ୍ଗିକ ବିଷୟ ସହ ଦଣ୍ଡପଟ ଅଞ୍ଚଳର କଳା ସଂସ୍କୃତି ଉପରେ ଆଲୋଚନା କରାଯାଇଥିଲା। ଧନୁଯାତ୍ରା ରେ ପ୍ରତିବର୍ଷ ପ୍ରବଳ ଭିଡ଼ ହେଉଥିବା ବେଳେ ଲୋକଙ୍କ ସୁରକ୍ଷା ଉପରେ ବିଶେଷ ଧ୍ୟାନ ଦେବାକୁ କମିଟି ନିଷ୍ପତି ନେଇ ଥିଲା।ଚଳିତ ବର୍ଷ ଡିସେମ୍ବର ୨୫ ରୁ ଡିସେମ୍ବର ୩୧ ରେ ଧନୁଯାତ୍ରା ହେବାକୁ ସ୍ଥିର ହୋଇଥିବା ବେଳେ କଂସ ଭୂମିକା ରେ ଶ୍ରୀଯୁକ୍ତ ଗୋପାଳ ପଣ୍ଡା ଙ୍କୁ ବରଣ କରାଯିବ ଓ ବିଶେଷ  ଆକର୍ଷଣ ରେ  ଓଲିଓଡ ସିଙ୍ଗର କାର୍ଯ୍ୟକ୍ରମ ତଥା ମୀନା ବଜାର  ରହିବ ବୋଲି ସଭାପତି ପ୍ରକାଶ କରିଥିଲେ। ବୈଠକ ରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ବଳରାମ ପୁଝାରୀ,ପୂର୍ବତନ ସରପଞ୍ଚ ପ୍ରଶାନ୍ତ ତିୱାରୀ, ସମାଜସେବୀ ଈଶ୍ୱର ଲାଲ ଅଗ୍ରୱାଲ, ବାଳକୃଷ୍ଣ ବିଶି,ଉପେନ୍ଦ୍ର ନାଏକ,କ୍ଷିରସିନ୍ଧୁ ବାଗ, ହୁକିମ ବିଶି,ଚନ୍ଦ୍ର ରଣା,ଅଭୟ ସିଂହ ଠାକୁର ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like