-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଯୁବ ସାମ୍ବାଦିକ ମାଧବ ଠାକୁର ଙ୍କ ବିୟୋଗରେ ସାରା ଅଞ୍ଚଳ ସ୍ତବ୍ଧ ।

08-Oct-2025



ଧର୍ମଗଡ଼ (ଜ୍ୟୋତିରଞ୍ଜନ ବେମାଲ। )
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଫୋକସ ପ୍ଲସ ସାମ୍ବାଦିକ ସାମ୍ବାଦିକ ମାଧବ ଠାକୁର (୩୮)ଙ୍କ ନବରଙ୍ଗପୁର ଖ୍ରୀଷ୍ଟିଆନ  ମେଡିକାଲ ରେ ବିୟୋଗ ହୋଇଛି।ସେ କିଡନୀ ରୋଗ ରେ ଆକ୍ରାନ୍ତ ହୋଇ ଦୀର୍ଘ ଦିନ ହେବ  ବିଶାଖାପାଟଣା ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ  ହେଉ ଥିଲେ। କିଛିଦିନ ତଳେ ନିଜ ଘର କୁ ପ୍ରତ୍ୟାବର୍ତ୍ତନ କରିଥିବା ବେଳେ ପୁଣି ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ନବରଙ୍ଗପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।ଚିକିତ୍ସିତ ଅବସ୍ଥାରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା ।ସେ ଜଣେ ନିଃସ୍ୱାର୍ଥପର ନିରପେକ୍ଷ ସାମ୍ବାଦିକ ଓ ସମାଜସେବୀ ଭାବେ ବେଶ ପରିଚୟ ସୃଷ୍ଟି କରିପାରିଥିଲେ।ସେ ଫୋକସ୍ ପ୍ଲସ   ୱେବଚେନାଲ ର କୋକସରା ବ୍ଲକ ପ୍ରତିନିଧି ଭାବେ ଦୀର୍ଘ ଦିନ ହେବ କାର୍ଯ୍ୟକରି ଆସୁଥିଲେ।ସାମ୍ବାଦିକତା ସହ ଦଣ୍ଡପାଟ ଅଞ୍ଚଳ ର ବିଭିନ୍ନ ସଂଗଠନ ରେ ସାମିଲ ହୋଇ ଦୁର୍ନୀତି ବିରୋଧରେ ସ୍ବର ଉଠାଉ ଥିଲେ।ବିଶେଷ ଭାବେ ଡମ୍ବ ସମାଜର ବିକାଶ ପାଇଁ ଅହରହ ଚେଷ୍ଟିତ ରହୁଥିଲେ।ତାଙ୍କ ବିୟୋଗରେ ଗ୍ରାମ ତଥା  ଅଞ୍ଚଳରେ ଶୋକାକୁଳ ପରିବେଶ  ସୃଷ୍ଟି ହୋଇଛି।ମଙ୍ଗଳବାର ଦିନ ନିଜ ମାଟି ଧର୍ମଗଡ଼ ବ୍ଲକ୍ ପଦ୍ମପୁର  ମଶାଣୀ ରେ ଶେଷ କୃତସଂପନ୍ନ ହୋଇ ଯାଇଛି।ବଡ଼ ପୁଅ ଉଦିତ ଠାକୁର ମୁଖାଗ୍ନି  ଦେବାବେଳେ ନିଜ ବନ୍ଧୁ ପରିଜନ ସହ ବହୁ ମନ୍ୟଗୁନ୍ୟ  ବ୍ୟକ୍ତି ଉପସ୍ଥିତ ରହିଥିଲେ । ତାଙ୍କ ମୃତ୍ୟୁ ରେ ବିଭିନ୍ନ ମହଲରୁ  ଗଭୀର ଶୋକ ବ୍ୟକ୍ତ କରାଯାଇଥିବା ବେଳେ ବରିଷ୍ଠ ଆଇନ ଯିବି ଦିଗାମ୍ବର ଦୂରିଆ,ଦଣ୍ଡପାଟ ସାମ୍ବାଦିକ ସଂଘ ର ଦିଲୀପ ଦୁରିଆ ,ଚିତ୍ତରଞ୍ଜନ ନାଏକ,କମେଶ ରଞ୍ଜନ ନାଗ,ଖଗପତି ନାଏକ,ପ୍ରଦୀପ ସେଠିଆ,ଶୋଭିତ ଗାନ୍ଧୀ , ରାଜେଶ ନାଏକ ଏଵଂ କ୍ଷେତ୍ରମୋହନ ନାଗ ପ୍ରମୁଖ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଜଣାଇବା ସହ ସୋକସନ୍ତପ ପରିବାର କୁ ସମବେଦନା ଜଣାଇଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like