-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

୨୮ତମ ସଦାଇପାଲି ଗଜଲକ୍ଷ୍ମୀ ପୂଜାର ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଘାଟିତ 

08-Oct-2025



ବଲାଙ୍ଗିର(ଦେବାଶିଷବହିଦାର)ସଦାଇପାଲି ଗଜଲକ୍ଷ୍ମୀ ପୂଜା କମିଟି ତରଫରୁ ୨୮ତମ ଗଜଲକ୍ଷ୍ମୀ ପୂଜା କମିଟି ର ସୋମବାର ଦିନ ସନ୍ଧ୍ୟା ସମୟରେ କଳସ ଯାତ୍ରା ଅନୁଷ୍ଠିତ ହୋଇଥିଲା l ଆଜି ପ୍ରଥମ ଦିନର ଉଦଘାଟନ ସଂସ୍କୃତିକ କାର୍ଯ୍ୟକ୍ରମ ରେ ଆୟୋଜକ ଫକୀର ମୋହନ ଥାଟିଙ୍କ ଆୟୋଜନରେ ଓ ସଭାପତି ପ୍ରଦୀପ୍ତ କୁମାର ମିଶ୍ରଙ୍କ ସଭାପତିତ୍ୱରେ ମୁଖ୍ୟତିଥି ଭାବରେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ, ସମ୍ମାନିତ ଅତିଥି ଭାବରେ ବଲାଙ୍ଗିର ପୌରାଧକ୍ଷା ଲିକା ସାହୁ, ପୂର୍ବତନ ସଦର ବ୍ଲକ ଅଧକ୍ଷ ତଥା ସଦାଇପାଲି ପଞ୍ଚାୟତର ସମିତି ସଭ୍ୟ ଗୁଳାପ ବାଗ ମଞ୍ଚା ସିନ ଥିଲେ l ଆଜିର ଏହି ସଭାରେ ବିଧାୟକ ଶ୍ରୀ

ସିଂହଦେଓ ସଦାଇପାଲି ର ପୋଖରୀର ଉନ୍ନତି କରଣ, ଛକ ଉପରେ ଏକ ଅତ୍ୟାଧୁନିକର ଆଲୋକ ଲାଇଟର ବ୍ୟବସ୍ଥା ଏବଂ ସଦାଇପାଲି ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଏକ ଗେଟ ରା ଅତିଶୀଘ୍ର ବ୍ୟବସ୍ଥା କରାଯିବ ବୋଲି ଉକ୍ତ କାର୍ଯ୍ୟକ୍ରମ ରେ ପ୍ରତିଶୃତି ଦେଇଥିଲେ l ସଭାକୁ ସଭାପତି ଶ୍ରୀ ମିଶ୍ର ପରିଚଳନା କରିଥିବା ବେଳେ ସମ୍ପାଦକ ପଞ୍ଚାନନ ମିଶ୍ର ଧନ୍ୟବାଦ ଦେଇଥିଲେ l ବିଜୟ ସାଏ, ଶମ୍ଭୁ ନାଏକ, ରାଜେନ୍ଦ୍ର ମିଶ୍ର, ନିକୁ ଥାଟି, ଟିକୁ ସାଏ, ପରାଭଞ୍ଜ ସାଏ, ସମୀର କାରଣ  ସମେତ ସମସ୍ତ କମିଟିର ସଦସ୍ୟ ଗ୍ରାମ ବାସୀ ସହଯୋଗ କରିଥିଲେ l ପରେ ସଂସ୍କୃତିକ କାର୍ଯ୍ୟକ୍ରମ କୀର୍ତନ ଧରା ଅନିଷ୍ଠିତ ହୋଇଥିଲା l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like