-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚ ତରଫରୁ ଆର୍ନ୍ତଜାତିକ ବରିଷ୍ଠ ନାଗରିକ ଦିବସ ପାଳନ

08-Oct-2025



ବଲାଙ୍ଗିର - ସ୍ଥାନୀୟ ଟାଉନ ବାଳିକା ବିଦ୍ୟାଳୟ ପରିସରରେ ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚ ତରଫରୁ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ସଭାପତି ପ୍ରଭାକର ମିଶ୍ରଙ୍କ ସଭାପତିତ୍ୱରେ ପାଳନ କରାଯାଇଥିଲା । ମଧୁସୂଦନ ନାୟକ ଅତିଥିମାନଙ୍କୁ ମଂଚାସିନ ହେବା ପାଇଁ ଆମନ୍ତ୍ରଣ କରିଥିଲେ । ସମ୍ମାନିତ ଅତିଥି ଭାବରେ ପୌରାଧ୍ୟକ୍ଷା ଲିକା ସାହୁ, ମୁଖ୍ୟବକ୍ତା ଭାବରେ ଅଧ୍ୟାପକ ରାଜମଣି ସାହୁ କେନ୍ଦ୍ରୀୟ ବିଦ୍ୟାଳୟ ବଡମାଲ  ଉକ୍ତ ସମାରୋହରେ ଯୋଗଦାନ କରି ବରିଷ୍ଠ

ନାଗରିକ ମାନଙ୍କୁ ଉଦ୍‌ବୋଧନ ଦେଇଥିଲେ । ମଂଚର ସାଧାରଣ ସଂପାଦକ କପିଳେଶ୍ୱର ଖମାରୀଙ୍କ ପ୍ରାରମ୍ଭିକ ସୂଚନା ଓ ସଂପାଦକୀୟ ବିବରଣୀ ପ୍ରଦାନ କରିବା ପରେ ସଭାକାର୍ଯ୍ୟ ଆଗେଇ ଥିଲା । ପୌରାଧ୍ୟକ୍ଷା ଶ୍ରୀମତୀ ସାହୁ ବରିଷ୍ଠ ନାଗରିକ ମାନଙ୍କ ସୁନ୍ଦର ସ୍ୱାସ୍ଥ୍ୟ ଏବଂ ନିରୋଗ ଜିବନ ଯାପନ ପାଇଁ ଭଗବାନ ଙ୍କ ଠାରେ କାମନା କରିଥଥଲେ ଏବଂ ବରିଷ୍ଠ ନାଗରିକମାନଙ୍କ ଏକ ଅଫିସ ଗୃହ ଅତିଶିଘ୍ର ଯୋଗାଇ ଦେବା ପାଇଁ ପ୍ରତିଶୃତି ଦେଇଥିôଲେ । ମୁଖ୍ୟବକ୍ତା ରାଜମଣି ସାହୁ ଅତ୍ୟନ୍ତ ସୁନ୍ଦର ଭାବରେ ଏକ ସାରଗର୍ଭକ ଅଭିଭାଷଣ ମାଧ୍ୟମରେ ବରିଷ୍ଠ ନାଗରିକମାନଙ୍କର ସୁବିଧା, ଅସୁବିଧା ଏବଂ ସେମାନଙ୍କର ବୁଦ୍ଧିମତ୍ତତା ଉପରେ ଆଲୋକପାତ କରିଥିଲେ । ଏହି ଅବସରରେ ବଲାଙ୍ଗିର ଜିଲ୍ଲାର ଏକ ସ୍ୱନାମଧନ୍ୟ ସାମାଜିକ ଅନୁଷ୍ଠାନ ମାହେଶ୍ୱରୀ ସଂଗଠନ ଏବଂ ବରିଷ୍ଠ ସ୍ତ୍ରୀ ରୋଗ ବିଶେଷଜ୍ଞ ତଥା କବି ଓ କ୍ରୀଡାବିତ୍ ଡା. ବେଣୁଧର ପାଣ୍ଡେଙ୍କୁ ମଂଚ ତରଫରୁ ମାନପତ୍ର ଓ ଉପଢୈାକନ ଦେଇ ସମ୍ମାନିତ କରାଯାଇଥିଲା । ସଭ୍ୟ ପୀତବାସ ପଣ୍ଡା ଓ

ଉପଦେଷ୍ଟା ପଦ୍ମଚରଣ ଆଚାର୍ଯ୍ୟ ମାନପତ୍ର ପଠନ କରିଥିଲେ । ଏତଦ୍ ବ୍ୟତିତ ମଂଚ ପ୍ରତି ଆନୁଷ୍ଠାନିକ ସହାୟତା  ପ୍ରଦାନ କରିଥିବା ନିମନ୍ତେ ସଦସ୍ୟ ବିପିନ ବିହାରି ପୁରୋହିତଙ୍କୁ ଉପଢୈାକନ ଦେଇ ସମ୍ମର୍ଦ୍ଧିତ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ସଫଳ କରିବାରେ କୋଷାଧ୍ୟକ୍ଷ ଚୁଡେନ୍ଦ୍ର କୁମାର ବେହେରା, ମୁଖ୍ୟ ଉପଦେଷ୍ଟା ନାରାୟଣ ପାଢି, ଚିତ୍ତ ରଂଜନ ପଟେଲ, ସୁରେନ୍ଦ୍ର କୁମାର ନେଗୀ, ବ୍ରଜ କିଶୋର ପଣ୍ଡା, କୃଷ୍ଣଚନ୍ଦ୍ର ନାଥ, ଅଶୋକ ମିଶ୍ର ସହଯୋଗ କରିଥିଲେ । ଶେଷରେ ସଭାପତିଙ୍କ ଅଭିଭାଷଣ ପରେ ମଂଚର ସହ ସଂପାଦକ ସୁନିଲ ଚନ୍ଦ୍ର ବିଶ୍ୱାଲ ଧନ୍ୟବାଦ ଅର୍ପଣ କରିଥିଲେ ଏବଂ ସଭା ସାଙ୍ଗ ହୋଇଥିଲା ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like