-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା ର ଶୁଭାରମ୍ଭ

08-Oct-2025



(ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ଜିଲ୍ଲାର ୫୦ ଜଣ ବରିଷ୍ଠ ନାଗରିକ ଙ୍କ ତୀର୍ଥ ଯାତ୍ରା - ,  ରାଜ୍ୟ ନିର୍ବାଚନ କମିଶନ ଓ ଜିଲ୍ଲାପାଳ କଲେ ଶୁଭାରମ୍ଭ-                                     ସୁବର୍ଣ୍ଣପୁର,                 ୦୭.୧୦.୨୦୨୫।  ଆଜି ଅପରାହ୍ନ  ରେ ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା ଆନୁକୁଲ୍ୟରେ ସୁବର୍ଣ୍ଣପୁର ଜିଲ୍ଲାର ୫୦ ଜଣ ବରିଷ୍ଠ ନାଗରିକ ଓ ୦୨ (ଦୁଇ) ସହଯାତ ବା ସାଥୀ ଅଧିକାରୀ   ଶ୍ରୀ ସହଦେବ ମେହେର, ସହକାରୀ ନାଜିର ଓ ଶ୍ରୀ ବିଶ୍ଵନାଥ ସେଠ୍, ବରିଷ୍ଠ ରାଜସ୍ବ ସହାୟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଙ୍କ ଅଯୋଧ୍ୟା ଓ ବନାରସ ଯାତ୍ରା ପାଇଁ ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ଼ ନୃପରାଜ ସାହୁ ଓ ସଚିବ,  ରାଜ୍ୟ ନିର୍ବାଚନ କମିଶନ, ଓଡ଼ିଶା ଶ୍ରୀ ସନ୍ତୋଷ କୁମାର ଦାଶଙ୍କ ଦ୍ଵାରା  ଶୁଭାରମ୍ଭ କରାଯାଇଥିଲା। ଏହି ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଶୁଭାରମ୍ଭ  ସମୟରେ ଅତିରିକ୍ତ ଜିଲ୍ଲାପାଳ, ସାଧାରଣ, ସୁବର୍ଣ୍ଣପୁର, ଶ୍ରୀମତି ଅଞଳିନା ପ୍ରଧାନ, ସହକାରୀ ଜିଲ୍ଲାପାଳ, ନିଜାରତ, ସୁବର୍ଣ୍ଣପୁର, ଶ୍ରୀ ସତ୍ୟବ୍ରତ ସାହୁ, ସହକାରୀ ଜିଲ୍ଲାପାଳ, ସଂସ୍ଥାପନା ଶାଖା ତଥା ଜିଲ୍ଲା ପର୍ଯ୍ୟଟନ ଅଧିକାରୀ, ସୁବର୍ଣ୍ଣପୁର, ଶ୍ରୀ ରମେଶ ଚନ୍ଦ୍ର ଗୋଛି, ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୁବର୍ଣ୍ଣପୁର, ଶ୍ରୀ ଅର୍ଜୁନ ମାଝୀଙ୍କ ସମେତ ବିଭିନ୍ନ ସମ୍ବାଦ ପତ୍ରର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ମାନେ ଉପସ୍ଥିତ ଥିଲେ। ଏହି ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଦୁଇ ଗୋଟି ବସରେ ୫୦ ଜଣ ବରିଷ୍ଠ ନାଗରିକଙ୍କୁ ନେଇ ଜିଲ୍ଲାପାଳ, ସୁବର୍ଣ୍ଣପୁରଙ୍କ କାର୍ଯ୍ୟାଳୟ ଠାରୁ  ଆଜି ଅପରାହ୍ନ ଠାରୁ ଆରମ୍ଭ ହେଲା । ଆଜି ସନ୍ଧ୍ୟାରେ ସମସ୍ତ ତୀର୍ଥ ଯାତ୍ରୀ ସମ୍ବଲପୁର ପାନ୍ଥ ନିବାସରେ ରାତ୍ରି ଯାପନ କରି ଆସନ୍ତାକାଲି ପୂର୍ବାହ୍ନରେ ରେଳ ଷ୍ଟେସନରେ ପହଞ୍ଚି ରେଳଗାଡ଼ି ଯୋଗେ ଅଯୋଧ୍ୟା ଓ ବନାରସ ଅଭିମୁଖେ ଯାତ୍ରା ଆରମ୍ଭ କରିବେ। ତୀର୍ଥ ଯାତ୍ରା ତୀର୍ଥ ସ୍ଥାନ ଦର୍ଶନ ଶେଷ ହେବାପରେ ଆସନ୍ତା ୧୩.୧୦.୨୦୨୫ ରିଖ ଦିନ ସୁବର୍ଣ୍ଣପୁର କୁ ଫେରି ଆସିବେ ବୋଲି ସୁଚନା ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like