-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ବୈଦିକ ରୀତିରେ ଶିବ–ପାର୍ବତୀଙ୍କ ବିବାହ ସମ୍ପନ୍ନ ଯୋଗଦେଲେ ବିଧାୟକ   (20-Jun-2026)       ||      କୋଶଲ କଳା ମଣ୍ଡଳର ମୁଖପତ୍ର ‘ଚତୁରଙ୍ଗ’ର ନବପ୍ରକାଶର ପଞ୍ଚମ ବର୍ଷର ପ୍ରଥମ ସଂଖ୍ୟା ଉନ୍ମୋଚିତ    (20-Jun-2026)       ||      ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   (20-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲା ବନଖଣ୍ଡ ବିଭାଗ ପକ୍ଷରୁ ବିଶ୍ବ ବନ୍ୟ ପ୍ରାଣୀ ସପ୍ତାହ ପାଳିତ*-- *ପ୍ରାକୃତିକ ବିପର୍ଯ୍ୟୟ କୁ ରୋକିବାକୁ ହେଲେ ଜଙ୍ଗଲ ଓ ବନ୍ୟ ପ୍ରାଣୀ ସୁରକ୍ଷା ପାଇଁ ସମସ୍ତେ ସଂକଳ୍ପ ନେବା* - *ଜିଲ୍ଲାପାଳ*-

08-Oct-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲା ବନଖଣ୍ଡ ବିଭାଗ ପକ୍ଷରୁ  ବିଭାଗ ର ସଭା ଗୃହ ଠାରେ ୭୧ ତମ ବିଶ୍ଵ ବନ୍ୟ ପ୍ରାଣୀ ସପ୍ତାହ ମହା ସମାରୋହରେ ପାଳିତ ହୋଇଛି l ଏଥିରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଯୋଗ ଦେଈ ସଧାରଣ ଜନତା ସଚେତନ ନ ହେଲେ , ପ୍ରଶାସନ ସହ ସମସ୍ତେ ମିଶି ବନ୍ୟ ପ୍ରାଣୀ ଓ ଜଙ୍ଗଲ ର ସୁରକ୍ଷା ନ କଲେ  ପ୍ରାକୃତିକ ବିପର୍ଯ୍ୟୟ ଆହୁରି ବଢି ବଢି ଚାଲିବ ,  ମଣିଷ ସମାଜ ବଞ୍ଚିବା କଷ୍ଟକର ହୋଇଯିବ ବୋଲି କହିଥିଲେ l ଏଣୁ ଅଜିର ଦିବସ ରେ ଏହାର ସୁରକ୍ଷା ପାଇଁ ଆମେ ସମସ୍ତେ ସଂକଳ୍ପ ନେବା ବୋଲି ଶ୍ରୀ ସାହୁ କହିଥିଲେ l ସମ୍ମାନିତ ଅତିଥି ଭାବରେ ଏସପି ନାରାୟଣ ନାଏକ ଓ ଡି ଏଫ୍ ଓ ମଦନ ଲାଲ ଶର୍ମା ଯୋଗ ଦେଈ ପୃଥିବୀ ରେ ପ୍ରଥମେ ବନ୍ୟ ପ୍ରାଣୀ ହିଁ ସୃଷ୍ଟି ହୋଇ ଥିଲେ, କିନ୍ତୁ ଆମେ ମଣିଷ ପୃଥିବୀ ରେ ପରେ ଅବସ୍ଥାପିତ ହୋଈ ବନ୍ୟ ପ୍ରାଣୀ ଙ୍କ ବାସ ଗୃହ ସହ ଜଙ୍ଗଲ କ୍ଷୟ କ୍ଷତି କରି ତାଙ୍କୁ ମାରିବା ପାଇଁ ମଧ୍ୟ ପଛାଉ ନାହିଁ ବୋଲି କହି  ମଣିଷ ସମାଜ ବନ୍ୟ ପ୍ରାଣୀ ପ୍ରତି ସହନଶୀଳତା ଉଦାରତା ଭାବ ପ୍ରଦର୍ଶନ ନ କଲେ ଜଙ୍ଗଲ ଓ ବନ୍ୟ ପ୍ରାଣୀ ସୁରକ୍ଷା ଅସମ୍ଭବ ବୋଲି କହିଥିଲେ l ନିମନ୍ତ୍ରିତ ଅତିଥି ଭାବରେ ସୋନପୁର କଲେଜ ପ୍ରାଧ୍ୟାପକ ଉମାକାନ୍ତ ନାଗ, ସମାଜ ସେବୀ ଗୋବିନ୍ଦ ମହାରଣା ଯୋଗ ଦେଈ ବନ୍ୟ ପ୍ରାଣୀ ସୁରକ୍ଷା ଉପରେ ସୂ ଚିନ୍ତିତ ମତାମତ ରଖିଥିଲେ l  ସୋନପୁର ସି ଏଫ୍ ଗିରିଧାରୀ ନାଗ, ବୀର ମହାରାଜ ପୁର ଏ ସି ଏଫ୍ ଅବିନାଶ ବରିହା, ସୋନପୁର ରେଞ୍ଜ ଅଫିସର ସୁଭାଷ ମହାପାତ୍ର, ଫରେଷ୍ଟର ଭକ୍ତ ବନ୍ଧୁ ମିଶ୍ର ଉତ୍ସବ ଆୟୋଜନ ରେ ସହଯୋଗ କରିଥିବା ବେଳେ ଜିଲ୍ଲା ର ସମସ୍ତ ଫରେଷ୍ଟ ଓ ରେଞ୍ଜ ସର୍କିଲ ର ଅଫିସର କର୍ମଚାରୀ ଉପସ୍ଥିତ ରହି ନିଜ ନିଜ ଅଞ୍ଚଳ ର ସମସ୍ୟା ଓ ଅନୁଭୂତି ପ୍ରକାଶ କରି ସଚେତନ କରି ଥିଲେ l ସଭାରେ ଜିଲ୍ଲା ର ବହୁ ବୁଦ୍ଧିଜୀବୀ, ଗଣମାଧ୍ୟମ ପ୍ରତିନିଧି ଯୋଗ ଦେଇଥିଲେ l ଆଜିର ସଭା କୁ ଏସ ଏମ ଏସ ପ୍ରିୟାନ୍ସୁ ସାହୁ ସଂଯୋଜନା କରିଥିବା ବେଳେ ବିନିକା ରେଞ୍ଜ ଅଫିସର ବନମାଳୀ ପାଣ୍ଡେ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ବୈଦିକ ରୀତିରେ ଶିବ–ପାର୍ବତୀଙ୍କ ବିବାହ ସମ୍ପନ୍ନ ଯୋଗଦେଲେ ବିଧାୟକ   20-Jun-2026
  ଜିଲ୍ଲା  
କୋଶଲ କଳା ମଣ୍ଡଳର ମୁଖପତ୍ର ‘ଚତୁରଙ୍ଗ’ର ନବପ୍ରକାଶର ପଞ୍ଚମ ବର୍ଷର ପ୍ରଥମ ସଂଖ୍ୟା ଉନ୍ମୋଚିତ   20-Jun-2026
  ଜିଲ୍ଲା  
ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   20-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026

You Might Also Like