-+91-9937148622 |

prerana_bgr@rediffmail.com |

  Tuesday 5th May 2026 |

| | | |

R.N.I. Regd No. ODIODI/2010/46693

Breaking News

ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||      ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   (05-May-2026)       ||      ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   (05-May-2026)       ||      କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ    (05-May-2026)       ||      ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||      ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   (05-May-2026)       ||      ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   (05-May-2026)       ||      ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ   (05-May-2026)       ||      *ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   (04-May-2026)       ||      ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା    (04-May-2026)       ||      *ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   (04-May-2026)       ||      ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   (04-May-2026)       ||      लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   (04-May-2026)       ||      Summer Camp Inaugurated at Brightmoor International School   (04-May-2026)       ||     

HOME   ଅପରାଧ

ଠେଙ୍ଗାମାଡରେ ଦେଢ ବର୍ଷର ଶିଶୁ ମୃତ୍ୟୁ ଘଟଣା : ଅଭିଯୁକ୍ତ ବଡ ବାପା ଓ ବଡ ମା’ ଗିରଫ

29-Jan-2021



ବାଲେଶ୍ବର (ପ୍ରେରଣା ଖବର) ଠେଙ୍ଗା ପାହାରରେ ଝିଆରୀର ମୃତ ଘଟଣାରେ ଗିରଫ ହେଲେ ଦମ୍ପତ୍ତି । ସଦର ଥାନା ପୋଲିସ ଗୁରୁବାର ଉଭୟଙ୍କୁ ଗିରଫ କରିଛି । ଗିରଫ ଦମ୍ପତ୍ତି ହେଲେ ବାବୁ ନାୟକ ଓ ଲତା ନାୟକ ।
ସୂଚନାଯୋଗ୍ୟ ଯେ, ପାରିବାରିକ କଳହକୁ ନେଇ ଭାଇବୋହୂ ଲକ୍ଷ୍ମୀ ନାୟକଙ୍କ ସହ ବାବୁ ଓ ତାଙ୍କ ପତ୍ନୀ ଲତାଙ୍କର ଗତ ରବିବାର ଦିନ ଝଗଡା ହୋଇଥିଲା । ବାବୁ ଉତ୍ତ୍ୟକ୍ତ ‌ହୋଇ ଠେଙ୍ଗାରେ ଭାଇବୋହୂ ସଞ୍ଜୁଙ୍କୁ ପିଟିଥିଲେ । ଠେଙ୍ଗା ପାହାର ସଞ୍ଜୁଙ୍କ ସହ ଥିବା ଦେଢ ବର୍ଷର ଝିଅ ଲକ୍ଷ୍ମୀଙ୍କ ଦେହରେ ବାଜିଥିଲା। ଫଳରେ ଝିଅଟି ସେହିଠାରେ ହିଁ ଟଳିପଡିଥିଲା । ପରିବାରଲୋକ ତୁରନ୍ତ ତାଙ୍କୁ ଚିକିତ୍ସା ପାଇଁ ବଡ ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଖବରପାଇ ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ପ୍ରଥମେ ପୋଲିସ ଅପମୃତ୍ୟୁ ମାମଲା ରୁଜୁ କରିଥିବା ବେଳେ ପରବର୍ତ୍ତୀ ସମୟରେ ହତ୍ୟା ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଥିଲା । ଗୁରୁବାର ଉଭୟ ବଡବାପା ଓ ବଡମାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   05-May-2026
  ଜିଲ୍ଲା  
ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   05-May-2026
  ଜିଲ୍ଲା  
ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   05-May-2026
  ଜିଲ୍ଲା  
ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   05-May-2026
  ଜିଲ୍ଲା  
ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   05-May-2026
  ଜିଲ୍ଲା  
କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   05-May-2026
  ଜିଲ୍ଲା  
ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   05-May-2026
  ଜିଲ୍ଲା  
ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   05-May-2026
  ଜିଲ୍ଲା  
କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ   05-May-2026
  ରାଜ୍ୟ  
ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   05-May-2026
  ଜିଲ୍ଲା  
ଚାଷୀ ସଚେତନତା ସମାବେଶ   05-May-2026
  ଜିଲ୍ଲା  
ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   05-May-2026

You Might Also Like