-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ଯାଦବ ମହାସଭାର ବାର୍ଷିକ ଉତ୍ସବ ।

08-Oct-2025



(ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲା ଯାଦବ ସମାଜର ବାର୍ଷିକ ଉତ୍ସବ ସ୍ଥାନୀୟ ସମେଲେଇଶ୍ୱରି ମନ୍ଦିର ପରିସର ରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପ୍ରଥମେ ମାଁ ବୁଢିସମଲେଇ ମନ୍ଦିରରୁ ଏକ ପାରମ୍ପାରିକ ବାଡିଖେଲର ଏକ ବିରାଟ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରି ସମଲେଇଶ୍ବରି ମନ୍ଦିର ରେ ପହଂଚିଥିଲେ । ପରେ ମାଁ ସମଲେଶ୍ବରିଙ୍କ ପୂଜାର୍ଚ୍ଚନା ପରେ ମନ୍ଦିର ପରିସରରେ ଏକ ସଭା ଆୟୋଜିତ ହୋଇଯାଇଛି । ଏହି ଉତ୍ସବରେ ଜିଲ୍ଲା ସଭାପତି ତପନ ଜୁଆଡି ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବରେ 
ସୁବର୍ଣ୍ଣପୁର ଜିଲ୍ଲାପରିଷଦ ଅଧ୍ୟକ୍ଷା ସୂପାର ଠେଲା ଯୋଗ ଦେଇ ଯାଦବ ସମାଜର ଉନ୍ନତି ତଥା ମଙ୍ଗଳ କାମନା କରିବା ସହିତ ଯାଦବ ସମାଜର ମହିଳା ମାନଙ୍କୁ ସମାଜର ମୁଖ୍ୟ ସ୍ରୋତ ରେ ସାମିଲ ହେବାପାଇଁ ପ୍ରବର୍ତ୍ତାଇ ଥିଲେ । ଏହି ଉତ୍ସବରେ ପଡୋଶି ,ବରଗଡ,ବରପାଲି, ସମ୍ବଲପୁର ବଲାଙ୍ଗିର, ବୌଦ୍ଧ ଆଦି ଜିଲ୍ଲାର ସଭାପତି ମାନେ ସମ୍ମାନିତ ଅତିଥି ଭାବରେ ଯୋଗଦେଇଥିବା ବେଳେ ଜିଲ୍ଲାର ଛଅଗୋଟି ବ୍ଲକର ସଭାପତି, ଉପସଭାପତି ଓ ସମ୍ପାଦକ ମାନେ ଯୋଗଦେଇ ଜାଦବ ସମାଜରେ ଥିବା ବିଭିନ୍ନ ପ୍ରକାର କୁସଂସ୍କାର କୁ ପ୍ରତିହତ କରିବା ସହିତ ସମାଜରେ ଥିବା ଅବହେଳିତ ପରିବାର ସମୂହକୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ଜିଲ୍ଲା ଯାଦବ ସମାଜ ପକ୍ଷରୁ ସହଯୋଗ କରିବା ପାଇଁ ପ୍ରତିବଦ୍ଧ ଥିବା କହିଥିଲେ । ସଭାର ଅନ୍ତିମ ପର୍ଯ୍ୟାୟରେ ବିଦ୍ୟାଳୟ ତଥା ମହାବିଦ୍ୟାଳୟ ସ୍ତରରେ କୃତିତ୍ବ ଅର୍ଜନ କରିଥିବା ଯାଦବ ଛାତ୍ର ଛାତ୍ରୀ ମାନଙ୍କୁ ମୁଖ୍ୟ ଅତିଥିମାନଙ୍କ ଦ୍ବାରା ପୁରସ୍କୃତ କରାଯାଇଥିବା ବେଳେ ଶେଷରେ ଜିଲ୍ଲା ସମ୍ପାଦକ ପୀତବାସ ଭୋଇ ଧନ୍ୟବାଦ୍ ଅର୍ପଣ କରିଥିଲେ । ଏଥିରେ ଜିଲ୍ଲା ଯାଦବ ସମାଜ ର ସମସ୍ତ ସଦସ୍ୟ ପୂର୍ଣ୍ଣ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like