-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ରାତ୍ର ଜଗୁଆଳ-ଝାଡୁଦାର ନିଯୁକ୍ତିରେ ଅନିୟମିତତା -ସ୍କୁଲରେ ତାଲା ପକାଇଲେ ଏସ୍‌ଏଚ୍‌ଜି ମହିଳା

08-Oct-2025



ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝରିଆପାଲି କ୍ଲଷ୍ଟରର ଅଚଣ୍ଡାସ୍ଥିତ ସରକାରୀ ଉନ୍ନୀତ ହାଇସ୍କୁଲରେ ତାଲା ପକାଇ ପ୍ରତିବାଦ କରୁଛନ୍ତି ଏସ୍‌ଏଚ୍‌ଜି ମହିଳା। ଫଳରେ ସ୍କୁଲ ଭିତରକୁ ଯାଇପାରିନାହାନ୍ତି ଶିକ୍ଷକ ଓ ଛାତ୍ରୀଛାତ୍ର। ଅଭିଯୋଗ ଅନୁସାରେ ଉକ୍ତ ସ୍କୁଲରେ ରାତ୍ର ଜଗୁଆଳି ଓ ଝାଡୁଦାର ନିଯୁକ୍ତି ପାଇଁ ବିଜ୍ଞପ୍ତି ହୋଇଥିଲା। ଏନେଇ ପଞ୍ଚାୟତର ବିଭିନ୍ନ ସ୍ବୟଂ ସହାୟିକା ଗୋଷ୍ଠୀ ଆବେଦନ କରିଥିଲେ। ତନ୍ମଧ୍ୟରୁ ତେଲିପାଲି ଗ୍ରାମର ମା’ ମଙ୍ଗଳା ସୟଂ ସହାୟିକା ଗୋଷ୍ଠୀଙ୍କୁ ରାତ୍ର ଜଗୁଆଳି ଓ ଝାଡୁଦାର ପାଇଁ ଦାୟିତ୍ୱ ମିଳିଥିଲା। ମାତ୍ର ଏବେ ଅଚଣ୍ଡା, ମହୁଲପାଲି, ରୁଗୁଡ଼ିପାଲି ଆଦି ଗ୍ରାମର ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟା ମାନେ ଏହି ନିଯୁକ୍ତିକୁ ବେଆଇନ ଓ ଅନିୟମିତତା ହୋଇଥିବା ଅଭିଯୋଗ କରିଛନ୍ତି। ଏହାର ବିଜ୍ଞପ୍ତି ଯେତେବେଳେ ହେଲା ବିଭିନ୍ନ ଜନଗହଳି ସ୍ଥାନ, ଛକ ଓ ସ୍କୁଲ ସମ୍ମୁଖରେ ଏହାର ନିଯୁକ୍ତି ପାଇଁ ସୂଚନା ଦେବାର ନିୟମ ରହିଥିବା ବେଳେ କୌଣସି ସ୍ଥାନରେ ସୂଚନା ଦିଆଗଲା ନାହିଁ କି କୌଣସି ନୋଟିସ୍‌ ଦିଆଯାଇ ନାହିଁ। ଚଞ୍ଚକତା କରି କାହାକୁ ନ ଜଣାଇ ଗୁପ୍ତ ଭାବେ ନିଯୁକ୍ତି ଦିଆଗଲା। ଅଚଣ୍ଡା, ମହୁଲପାଲି ଓ ରୁଗୁଡ଼ିପାଲି ଗ୍ରାମରେ ଅନେକ ସ୍ବୟଂ ସହାୟିକା ଗୋଷ୍ଠୀ ଥିବା ବେଳେ କେମିତି କେହି ଜାଣି ପାରିଲେ ନାହିଁ ବୋଲି ପ୍ରଶ୍ନ କରିବା ସହିତ ଏହି ଗ୍ରାମର ଯେକୌଣସି ଗୋଟିଏ ସ୍ବୟଂ ସହାୟିକା ଗୋଷ୍ଠୀଙ୍କୁ ଏହାର ଦାୟିତ୍ୱ ଦିଆଯାଉ ବୋଲି ଦାବି କରି ସ୍କୁଲ ଫାଟକରେ ତାଲା ପକାଇ ପ୍ରତିବାଦ କରୁଛନ୍ତି। ଫଳରେ ଛାତ୍ରୀଛାତ୍ର ଓ ଶିକ୍ଷୟିତ୍ରୀ, ଶିକ୍ଷକ ସ୍କୁଲ ଭିତରକୁ ଯାଇପାରିନାହାନ୍ତି। ଖବର ପାଇ କେନଝିରିଆପାଲି କ୍ଲଷ୍ଟରର ସିଆରସିସି ବିନୟ ବିଶ୍ୱାଳ ଓ ପରେ ଏବିଇଓ ବାର୍ଣ୍ଣା ଡୁଙ୍ଗଡୁଙ୍ଗ ସ୍କୁଲକୁ ଯାଇ ପ୍ରତିବାଦ କରୁଥିବା ମହିଳାଙ୍କୁ ବୁଝାସୁଝା କରିବି କହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like