-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

୧ କ୍ଵିଣ୍ଟାଲ ୬୭ କେଜି ଗଞ୍ଜେଇ ସହ ୨ ଗିରଫ; ଇଣ୍ଡିଗୋ କାର ଜବତ

08-Oct-2025



ସୁବର୍ଣ୍ଣପୁର,  (ପ୍ରେରଣା ଖବର)  (ମନୋରଂଜନ ତ୍ରିପାଠୀ ) ପୋଲିସ ଜାଲରେ ଫସିଲା ଗଞ୍ଜେଇ ମାଫିଆ l ସୋନପୁର ବ୍ଲକ ବୁରୋମୁଣ୍ଡା ଠାରେ କରିଥିବା ଗଞ୍ଜେଇ ଗୋଦାମ ରେ ଚଢ଼ାଉ କଲା ସୋନପୁର ପୋଲିସ l ଜିଲ୍ଲା ଆରକ୍ଷୀ ଅଧିକାରୀ ନାରାୟଣ ନାୟକ ଙ୍କ ସୂତ୍ରରୁ ପ୍ରକାଶ ଯେ ଗତକାଲି ସକାଳ ୧୦.୩୦ ସମୟରେ ସୋନପୁର ଥାନାର ଏକ ଟିମ୍ ଏସଆଇ ଦୀପ୍ତି ରଞ୍ଜନ ଦିଗାଲ ଙ୍କ ନେତୃତ୍ବରେ ପେଟ୍ରୋଲିଂ କରୁଥିବା ବେଳେ ବିଶ୍ୱସ୍ତ ସୂତ୍ରରୁ ଏକ ଧଳା ରଙ୍ଗର ଇଣ୍ଡିଗୋ କାରରେ ଗଞ୍ଜେଇ ଚାଲାଣ ହେଉଥିବାର ଖବର ପାଇ ଉକ୍ତ ଗାଡିର ସନ୍ଧାନ ପାଇ ତାର ପିଛା କରିଥିଲେ l ଉକ୍ତ ଗାଡି ସୋନପୁର-ବଲାଙ୍ଗିର ରାସ୍ତାର ହରାଡଖୋଲ ଗ୍ରାମ ଦେଇ ବୁରୋମୁଣ୍ଡା ଗ୍ରାମକୁ ଦ୍ରୁତ ଗତିରେ ପଳେଇ ଥିବା ବେଳେ କୌଶଳ କ୍ରମେ ପୁଲିସ ଟିମ ତାହାର ପିଛା କରିଥିଲେ l ସେହି ଗାଡିଟି ବୁରୋମୁଣ୍ଡା ଗୁଲୁ ସାହୁଙ୍କ ଗୋଦାମ ଘରକୁ ଯାଇ ସେଠାରେ ଗାଡିରୁ ଗଞ୍ଜେଇ ବସ୍ତା ଓଲ୍ଲାଇ ଗୋଦାମ ଭିତରେ ଦୁଇ ଜଣ ଲୋକ ରଖୁଥିବା ବେଳେ ସେମାନଙ୍କ ଠାରୁ ୨ ଟି ବସ୍ତାରେ ଥିବା ୫୧ କେଜି ୨୦୦ ଗ୍ରାମ ଗଞ୍ଜେଇ ସହ ଇଣ୍ଡିଗୋ ଇସିଏସ କାର ନଂ ଓଡି୩୧-୫୯୫୫ କୁ ଜବତ କରାଯିବା ସହ ଡ଼୍ରାଇଭର ବୌଦ୍ଧ ଜିଲ୍ଲା କଣ୍ଟାମାଳ ଥାନା ମାର୍ଡୋଲ ଗ୍ରାମର ବିଶିକେଶନ୍ ଭୋଇ (୪୫) ଓ ବୁରୋମୁଣ୍ଡା ଗ୍ରାମର ଗୌରୀଶଙ୍କର ମଲ୍ଲିକ (୪୦) ଙ୍କୁ ସୋନପୁର ପିଏସ କେସ ନଂ ୨୫୦/ତା ୦୭.୧୦.୨୫U/s-20(b) (ii)C/25/29 ଏନଡ଼ିପିଏସ ଆକ୍ଟ ଅନୁସାରେ ଗିରଫ କରାଯାଇ ସେମାନଙ୍କୁ ଆଜି କୋର୍ଟ ଚାଲାଣ କରାଯାଇଛି l ପ୍ରଥମ କେସର ତଦନ୍ତ ସାରି ପୁଲିସ ଟିମ ଅଭିଯୁକ୍ତ ମାନଙ୍କୁ ଧରି ବୁରୋମୁଣ୍ଡା ଗ୍ରାମରୁ ବାହାରୁଥିବା ବେଳେ ବିଶ୍ୱସ୍ତ ସୂତ୍ରରୁ ଖବର ମିଳିଲା ଯେ ଉକ୍ତ ଅଭିଯୁକ୍ତ ଗୌରିଶଙ୍କର ମଲ୍ଲିକ ଯାହାର ଘର ଉକ୍ତ ଗୁଲୁ ସାହୁ (ଦେବେନ୍ଦ୍ର) ର ଗୋଦାମ ଘର ସାମନାରେ ଅବସ୍ଥିତ ଏହି ଘରେ ଗୌରିଶଙ୍କର ଓ ଗୁଲୁ ସାହୁ ମିଶି ଆହୁରି ଗଞ୍ଜେଇ ବେଆଇନ ଭାବେ ରଖିଛନ୍ତି l ଏହି ଖବର ପାଇ ପୁଲିସ ଟିମ ସାକ୍ଷୀ ଓ ମାଜିଷ୍ଟ୍ରେଟ ଙ୍କ ଉପସ୍ଥିତ ରେ ଘରର ଏକ କୋଠରୀରୁ ୧ କ୍ଵିଣ୍ଟାଲ ୧୬ କେଜି ଗଞ୍ଜେଇ ଜବତ କରିଥିଲେ l ଏ ନେଇ ଅଧିକ ତଦନ୍ତ ଚାଲିଥିଲା ବେଳେ ପୋଲିସ୍ ସ୍କାନର ରେ ବର୍ତ୍ତମାନ ଫେରାର ଥିବା ମାଫିଆ ବୁରୋମୁଣ୍ଡା ର ଗୁଲୁ ସାହୁ l ଏ ନେଇ ଏକ ମାମଲା ସୋନପୁର ପିଏସ କେସ ନଂ ୨୫୧/ତା ୦୭.୧୦.୨୫ U/s-20(b) (ii)C/29 ଏନଡ଼ିପିଏସ ଆକ୍ଟ ଅନୁସାରେ ଅନ୍ୟ ଏକ କେସ ରୁଜୁ କରାଯାଇ ମାମଲା ତଦନ୍ତ ଧୀନ ଥିବା ସୂଚନା ଦେଇଛନ୍ତି ଆରକ୍ଷୀ ଅଧିକ୍ଷକ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like