-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛ ଭାରତ ଦିବସ ଓ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ* - *ଖାଦ୍ୟ ପରଶିବା ସହ ସ୍ୱଚ୍ଛସାଥିଙ୍କ ସହ ଭୋଜନ କଲେ ଜିଲ୍ଲାପାଳ ଓ ଏସପି

09-Oct-2025



ସୁବର୍ଣ୍ଣପୁର  (ମନୋରଞ୍ଜନ  ତ୍ରିପାଠୀ)
ସୁବର୍ଣ୍ଣପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛ ଭାରତ ଦିବସ ସହ ପୁରସ୍କାର ବିତରଣ "ସ୍ୱଚ୍ଛ ଉତ୍ସବ" ୨୦୨୫ ସ୍ଥାନୀୟ ନୂଆଁ ଟାଉନହଲ ଠାରେ ମହା ସମାରୋହରେ ପାଳିତ ହୋଇଯାଇଛି l ଏହି ଉତ୍ସବରେ ଜିଲ୍ଲାପାଳ ଡ଼ ନୃପରାଜ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ  ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ରାଜେନ୍ଦ୍ର ମାଝୀ, ଉପ ଜିଲ୍ଲାପାଳ ସୋମ୍ୟାରୁପା ରଥ, ପୌର ଅଧ୍ୟକ୍ଷା ତାମସି ତାମସ୍ମିତା ନାୟକ, ସି ଡି ଏମ ପି ଏଚ ଓ  ଉଷାରାଣୀ ଦାଶ ଯୋଗଦାନ କରି ସ୍ବଚ୍ଛତା ବାର୍ତ୍ତା ପ୍ରଦାନ କରିଥିଲେ l ପୌର ପରିଷଦ କାର୍ଯ୍ଯ ନିର୍ବାହୀ ଅଧିକାରୀ ଶ୍ରୀ ଋଷି ମାଝୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଓ ସମସ୍ତ ଅତିଥି ସ୍ୱଚ୍ଛ ଭାରତ ଦିବସ ପାଳନ ଅବସରରେ ଉପସ୍ଥିତ ସୋନପୁର ସହରର ଜନସାଧାରଣଙ୍କୁ ନିଜ ନିଜ ପରିବେଶ, ସାହି, ସହର ସ୍ବଚ୍ଛ ରଖି ଏକ ସୁସ୍ଥ ବାତାବରଣ ସୁସ୍ଥ ସମାଜ ଗଠନ ଦିଗରେ ପୌର ଓ ଜିଲ୍ଲା ପ୍ରଶାସନ କୁ ସହଯୋଗ କରିବାକୁ ନିବେଦନ କରିଥିଲେ l ସ୍ୱଚ୍ଛ ଭାରତ ସାମାଜିକ ସଙ୍ଗଠନ ର କୋଡିନେଟର ମନୋରଂଜନ ତ୍ରୀପାଠୀ ସଂଗଠନର ୧୨ ବର୍ଷ ର ସ୍ବଚ୍ଛତା ସେବା କାର୍ଯ୍ଯର ଅନୁଭୂତି କହି ସମସ୍ତ ଙ୍କୁ ସଚେତନ କରିଥିଲେ l ଏହି କାର୍ଯ୍ୟକ୍ରମରେ ସୋନପୁର ସହରର ବିଭିନ୍ନ ବିଦ୍ୟାଳୟର ଛାତ୍ର ଛାତ୍ରୀ,  ବୁଦ୍ଧିଜୀବୀ, ଜନସାଧାରଣ, ପୌର ପରିଷଦ କାଉନସିଲର, କର୍ମଚାରୀ ବୃନ୍ଦ, ସ୍ୱଚ୍ଛ ସାଥୀ, ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କ ସମେତ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ, ସୁବର୍ଣ୍ଣପୁର ଅର୍ଜୁନ ମାଝୀଙ୍କ ସମେତ ଗଣମାଧ୍ୟମ ପ୍ରତିନିଧି ମାନେ  ଉପସ୍ଥିତ ଥିଲେ l ସାନିଟାରୀ ଇନ୍ସପେକ୍ଟର ଅଜୟ ସ୍ୱାଇଁ, ମୂଖ୍ୟ କିରାଣୀ ଗଜେନ୍ଦ୍ର ଗୁରୁ, ଭବାନୀ ଶଙ୍କର ଦାଶ, ଜେଇ ଦେବାଶିଷ ଭୂୟାଁ, କାହ୍ନୁଚରଣ ସ୍ୱାଇଁ ପ୍ରମୁଖ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ l ଏହି ଅବସର ରେ ସ୍ୱଚ୍ଛ ଭାରତ ଦିବସ - ସ୍ୱଚ୍ଛ ଉତ୍ସବ - ୨୦୨୫ ପାଳନ ଉପଲକ୍ଷେ ସୋନପୁର ମ୍ୟୁନିସିପାଲିଟି ଅନ୍ତର୍ଗତ ସମସ୍ତ ପ୍ରାଥମିକ, ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟ ସ୍ତରରେ ଅନୁଷ୍ଠିତ ହୋଇଥିବା ରଚନା ଲିଖନ, ବକ୍ତୃତା, ଚିତ୍ରାଙ୍କନ ଅନ୍ୟାନ୍ୟ ପ୍ରତିଯୋଗିତା ର କୃତୀ ଛାତ୍ରଛାତ୍ରୀ ଙ୍କୁ ମୁଖ୍ୟ ଅତିଥି  ଓ ସମ୍ମାନିତ ଅତିଥି ଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା l

ଏହି ଅବସରରେ ସୋନପୁର ମ୍ୟୁନିସିପାଲିଟିର ସ୍ୱଚ୍ଛସାଥୀ ମାନଙ୍କୁ ଓ ଉଦ୍ଘୋଷକ ଭାଗିରଥି ମିଶ୍ର ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା l ଏହି ଅବସରରେ ବିଶିଷ୍ଟ କଣ୍ଠଶିଳ୍ପୀ ଶାଶ୍ଵତ ତ୍ରୀପାଠୀ ଓ ରୁମକୁଝୁମାନା ସାଂସ୍କୃତିକ  ଅନୁଷ୍ଠାନ କଳାକାର ଙ୍କ  ଦ୍ଵାରା ମେଲୋଡି ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା l ସଭା ଶେଷରେ ଉପସ୍ଥିତ ସମସ୍ତଙ୍କୁ "ବଡାଖାନା" କାର୍ଯ୍ୟକ୍ରମ ମାଧ୍ୟମରେ ମଧ୍ୟାହ୍ନ ଭୋଜନ ଦ୍ଵାରା ଆପ୍ୟାୟିତ କରାଯାଇଥିଲା l ଜିଲ୍ଲାପାଳ ଓ ଏସପି ଖାଦ୍ୟ ପରଶିବା ସହ ସମସ୍ତ ଅତିଥି, ସାଧାରଣ ଲୋକ, ସ୍ୱଚ୍ଛସାଥୀ, ସୁଇପର ମାନଙ୍କ ସହିତ ଧାଡ଼ି ରେ ରହି ମଧ୍ୟାହ୍ନ ଭୋଜନରେ ସାମିଲ ରହି ସବୁଆଡେ ବୁଲି ବୁଲି ଖାଦ୍ୟର ମାନ ବୁଝିବା ସହ ସ୍ବାଦ ପରଖିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like