-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||     

HOME   ଜିଲ୍ଲା

ଅନାସ୍ଥା ପୂର୍ବରୁ ଇସ୍ତଫା ଦେଲେ ଅଙ୍ଗାଳୋ ସରପଞ୍ଚ

09-Oct-2025



ବରୀ(ରଞ୍ଜିତ କୁମାର ମାହାନ୍ତି): ବରୀ ବ୍ଲକ ଅଧୀନ ଅଙ୍ଗାଳୋ ପଞ୍ଚାୟତର ସରପଞ୍ଚ ଶକୁନ୍ତଳା ମଲ୍ଲିକଙ୍କ ଅନାସ୍ଥା ପ୍ରସ୍ତାବ ଉପରେ ଭୋଟ ଗ୍ରହଣ ପାଇଁ ଗୁରୁବାର ୯ ତାରିଖକୁ ଧାର୍ଯ୍ୟ କରାଯାଇଥିବାଳେ ସେ ବୁଧବାର ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି।
ଏହି ପଞ୍ଚାୟତରେ ମୋଟ ୧୪ ୱାର୍ଡ ସଭ୍ୟାସଭ୍ୟ ନିର୍ବାଚିତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୮ ଜଣ ପଞ୍ଚାୟତର ମାସିକ ବୈଠକରେ ଯୋଗ ନ ଦେବାରୁ ଜିଲାପାଳ ସେମାନଙ୍କୁ ଅଯୋଗ୍ୟ ଘୋଷଣା କରିଥିଲେ। ପରବର୍ତ୍ତୀ ଆସୁଥିବା ଅନୁଦାନରାଶିର ଦୁରୂପଯୋଗ ସହ ଉନ୍ନୟନମୂଳକ କାର୍ଯ୍ୟରେ ସରପଞ୍ଚ ସମୟରେ ପଞ୍ଚାୟତକୁ ସରକାରଙ୍କ ତରଫରୁ ଉନ୍ନୟନମୂଳକ କାର୍ଯ୍ୟ ପାଇଁ ପ୍ରତିବନ୍ଧକ ସୃଷ୍ଟି କରିଥିବା ଅଭିଯୋଗ ହୋଇଥିଲା। ଏନେଇ ଅବଶିଷ୍ଟ ୬ ୱାର୍ଡ ସଭ୍ୟାସଭ୍ୟଙ୍କ ମଧ୍ୟରୁ ୪ଜଣ ଯାଜପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଅନାସ୍ଥା ପାଇଁ ଲିଖିତ ଭାବେ ଅଭିଯୋଗ କରିଥିଲେ।
ଭିତ୍ତିକରି ୱାର୍ଡ ସଭ ସଭ୍ୟାସଭ୍ୟଙ୍କ ଅଭିଯୋଗକୁ ଭିତ୍ତି ଅନାସ୍ଥା ପ୍ରସ୍ତାବ ଉପରେ ଭୋଗ ଭାଟ ଗ୍ରହଣ ପାଇଁ ସମୟ ଓ ତାରିଖ ଧାର୍ଯ୍ୟ ହୋଇଥିଲା। ଆଇନଶୃଙ୍ଖଳାକୁ ଆଖ୍ ଆଗରେ ରଖ୍ ପ୍ରଶାସନ ତରଫରୁ ସୁରକ୍ଷା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିଲା। ମାତ୍ର ସରପଞ୍ଚଙ୍କ ଇସ୍ତଫା ପରେ ବରୀ ବ୍ଲକରେ ରାଜନୈତିକ ପାଣିପାଗ ଉଷ୍ମ ହୋଇଛି। ଏ ସମ୍ପର୍କରେ ପ୍ରତିକ୍ରିୟା ପାଇଁ ସରପଞ୍ଚ ମଲ୍ଲିକଙ୍କୁ ଫୋନ ଯୋଗେ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଫୋନ କଲ୍ ରିସିଭ୍ କରି ନ ଥିଲେ। ବିଡିଓ ଅସିତ କୁମାର ମହାନ୍ତିଙ୍କୁ ସରପଞ୍ଚ ତାଙ୍କ ଇସ୍ତଫା ପତ୍ର ବ୍ଲକ କାର୍ଯ୍ୟାଳୟରେ ପ୍ରଦାନ କରିଛନ୍ତି ବୋଲି ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026

You Might Also Like