-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଇ ସି ମେମ୍ବର ଓ ଜି ପି ଏଲ ଏଫ ସଭ୍ୟା ଙ୍କ ବକେୟା ଥିବା ପ୍ରୋତ୍ସାହନ ରାଶି ତଥା ପାଉଣା  ପାଇବା ସକାଶେ ବିଡିଓ ଙ୍କୁ ଦାବିପତ୍ର ପ୍ରଦାନ

09-Oct-2025



ଆଗଳପୁର, (ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ର 20 ଟି ଗ୍ରାମ ପଞ୍ଚାୟତ ର ଇ ସି ମେମ୍ବର  ଓ  ଜି ପି ଏଲ ଏଫ୍ ସଭ୍ୟା ଙ୍କ ବକେୟା ପାଉଣା ଦାବିରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ମହାପାତ୍ର କୁଲଦୀପ ମହାନ୍ତି ଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି l ଏହି ସଭ୍ୟାମାନେ ଦୀର୍ଘ 2022 ରୁ ଅଦ୍ୟାବଧି ପ୍ରତ୍ୟେକ ମାସର ପ୍ରାପ୍ୟ ପାଉ ଥିଲେ ହେଁ ସରକାରଙ୍କ ବକେୟା ବର୍ଦ୍ଧିତ ରାଶି ତଥା 16 ମାସର ପାଉଣା ପାଇଁ ଆଜି ବ୍ଲକ କାର୍ଯ୍ୟାଳୟ ରେ ନାରାବାଜି ଦେବା ସହ ବିଭାଗୀୟ ଅଧିକାରୀ ଙ୍କ ବିରୁଦ୍ଧରେ ବିଡ଼ିଓ ଙ୍କୁ ଅବଗତ କରିଥିଲେ l ଆଗଲପୁର ବ୍ଲକ ର ଇ ସି ସଭ୍ୟା ଙ୍କୁ ପରିଭ୍ରମଣ କରିବା ପାଇଁ ବିଭାଗୀୟ ଅଧିକାରୀ 20 ହଜାର ଟଙ୍କା ଲେଖାଏଁ ଦିଅ ବୋଲି କହିଥିଲେ ଓ ପରେ ପରେ ସେହିପରି ଏହି ସଭ୍ୟ ମାନେ ଏହି ଅର୍ଥ ରାଶି ବିଭାଗୀୟ ଅଧିକାରୀ ଶ୍ରୀ ଜ୍ଞାନ ରଞ୍ଜନ ସା ପ୍ରଦାନ କରିଥିବା ସେମାନେ ପ୍ରକାଶ କରିଛନ୍ତି l ହେଲେ ୬ ମାସ ବିତି ଯାଇଥିଲେ ହେଁ ଜିଲ୍ଲା ତଥା  ବାହାରେ ଅଞ୍ଚଳକୁ ପରିଭ୍ରମଣ ପାଇ ନେଇ ନ ଥିବା ଇ ସି ସଭ୍ୟାମାନେ କ୍ଷୋଭ ର ସହିତ କହିଛନ୍ତି l ଏହି ପରି କୌଣସି ବୈଠକ ବ୍ଲକ ରେ କଲେ ଏହି ଅଧିକାରୀ ବାହାନା ଦେଖାଇ ଫେରାର ମାରୁଥାନ୍ତି l ଏହି ବିଭାଗୀୟ ଅଧିକାରୀ ଙ୍କ ମନମୁଖୀ ଦୁର୍ନୀତି ଯୋଗୁଁ ଆଜି ବିଡ଼ିଓ ଙ୍କୁ ବାଧ୍ୟ ହୋଇ ଦାବିପତ୍ର ପ୍ରଦାନ କରିଛନ୍ତି l ଏହାର ବିଧିବଦ୍ଧ କାର୍ଯ୍ୟାନୁଷ୍ଠାନ ନ ହେଲେ ଆଗାମୀ ଦିନରେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବେ ବୋଲି ଚେତାବନୀ ଦେଇଛନ୍ତି l ଆଜିର ଏହି ଦାବି ପତ୍ର ପ୍ରଦାନ ରେ ସବିତା ମେହେର , ସୁଜାତା ଛତର , ବିମଳା ମେହେର , ରଶ୍ମିତା ଭୋଇ , ରେଣୁକା ଭୋଇ , ପ୍ରମିଳା ସାହୁ , ପୁଷ୍ପା ବଗର୍ତ୍ତି , ସଂଯୁକ୍ତା ରଣ। , ପିନାକିନି ପ ଟେ ଲ , ପ୍ରତିମା ସାହୁ , ତପସ୍ଵିନୀ ସାହୁ , ଅନିତା ଭୋଇ ପ୍ରମୁଖ ଶତାଧିକ ସଭ୍ୟା ମାନେ ବିଡ଼ିଓ ଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like